Latest Odisha News

BREAKING NEWS

Browsing Tag

BBSR Corona

ପୁଣି ତିନି ଶହ ପାର୍ କଲା ଖୋର୍ଦ୍ଧା ଜିଲ୍ଲାରେ ପଜିଟିଭ କେସ୍

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ବେକାବୁ କରୋନା । କାୟା ବିସ୍ତାର କରି ଚାଲିଛି । ଦ୍ୱିତୀୟ ଥର ଜିଲ୍ଲାରୁ ପୁଣି ବାହାରିଛନ୍ତି ତିନି ଶହରୁ ଅଧିକ ନୂଆ ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ଭୂତାଣୁ ସଂକ୍ରମିତ ହୋଇଛନ୍ତି ୩୧୨ ଜଣ । ପୂର୍ବରୁ ଗତ ୨୩ ତାରିଖରେ ୩୨୦ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।…

ବସ୍ତି ଅପେକ୍ଷା ଭୁବନେଶ୍ୱରରେ ଅଣବସ୍ତିରେ କରୋନା ସଂକ୍ରମଣ ଅଧିକ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗରମ ନିଗମ ଅଞ୍ଚଳରେ ୧ ହଜାର ୮୨୮ କରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି । ବସ୍ତି ଅପେକ୍ଷା ଅଣବସ୍ତି ଅଞ୍ଚଳରେ ଅଧିକ ସଂକ୍ରମିତ ରହିଛନ୍ତି । ଏହି ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱର ବସ୍ତି ଅଞ୍ଚଳରୁ ଚିହ୍ନଟ…

ଭୁବନେଶ୍ୱରରେ ଦିନକୁ ୧୪ ଶହ କୋଭିଡ୍ ଟେଷ୍ଟ, ଅତିରିକ୍ତ ୧୫ଶହ ବେଡ୍ ବୃଦ୍ଧି

ଭୁବନେଶ୍ୱର: ରାଜଧାନୀରେ ବଢୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି କୋଭିଡ୍ ଟେଷ୍ଟିଂ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର । ଭୁବନେଶ୍ୱରରେ ଦିନକୁ ୧୪ ଶହ ନମୁନା ପରୀକ୍ଷା କରାଯିବ । ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ଦାୟିତ୍ୱରେ ଥିବା କରୋନା ପର‌୍ୟ୍ୟବେକ୍ଷକ ଅନୁ ଗର୍ଗ ।…

ଭୁବନେଶ୍ୱରରୁ ୧୧୧ କରୋନା ସଂକ୍ରମିତ ଚିହ୍ନଟ, ୪୯ ଲୋକାଲ୍ କେସ୍

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୧୧୧ ଜଣ ନୂଆ କରୋନା ଆକ୍ରାନ୍ତ । ସେମାନଙ୍କ ଭିତରେ ୬୨ ଜଣ କ୍ୱାରେଣ୍ଟାଇନରୁ ଓ ଲୋକାଲ୍ କେସ ସଂଖ୍ୟା ୪୯ । Update on newly detected & cured #COVID19 cases in the last 24 hrs…