Latest Odisha News
Browsing Tag

BDO

ଅଫିସ୍ ସମୟରେ ବେଫିକର ବିଡିଓ, ଲୋକଙ୍କ ସମସ୍ୟା ନ ଶୁଣି କାଟୁଛନ୍ତି ଜନ୍ମଦିନ କେକ୍

ନବରଙ୍ଗପୁର: ଲୋକଙ୍କ ସମସ୍ୟା ଶୁଣିବା ଓ ସମାଧାନ କରିବା ଲାଗି ବ୍ଲକରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବା ବିଡିଓ ରହିଛନ୍ତି । ହେଲେ ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ବ୍ଲକରେ ଥିବା ବିଡିଓ ଅଫିସ୍ ସମୟରେ ଲୋକଙ୍କ ସମସ୍ୟା ନ ଶୁଣି ଜନ୍ମଦିନ କେକ୍ କାଟୁଛନ୍ତି । ବ୍ଲକ୍ ଅଫିସ୍ ବାରଣ୍ଡାରେ ଏକାଧିକ…

ବିଡିଓଙ୍କ ଭିଡିଓ ଭାଇରାଲ୍, ଦୌଡ଼ି ଆସି ରାସ୍ତା ଉପରେ ମାରୁଛନ୍ତି ଚାପୁଡ଼ା

ପାରାଦୀପ: ଗାଡ଼ିରୁ ଓହ୍ଲାଇ ଆସିଲେ, ରାସ୍ତା ଉପରେ ବ୍ୟକ୍ତିଙ୍କ ଗାଲକୁ କଷି ଦେଲେ । ଭଦ୍ର ବେଶରେ ଥିବା ଏ ବାବୁ ଜଣଙ୍କ କିଏ ? କାହିଁକି ରାସ୍ତା ଉପରେ ରୋବାବ୍ ଦେଖାଉଛନ୍ତି ? ସିସିଟିଭିରେ ରେକର୍ଡ ଭାଇରାଲ୍ ହେଉଥିବା ଏ ଭିଡିଓରେ ଚାପୁଡ଼ା ମାରୁଥିବା ବ୍ୟକ୍ତି ଜଣଙ୍କ ହେଉଛନ୍ତି କୁଜଙ୍ଗ…

ଆରଟିଆଇରେ ତଥ୍ୟ ମାଗିଲେ ବିଡିଓ ଧମକ ଦେଉଥିବା ଅଭିଯୋଗ, ଥାନାରେ ଏତଲା

ଜଗତସିଂହପୁର: ବିବାଦରେ ଜଗତସିଂହପୁର ବିଡିଓ । ଆରଟିଆଇରେ ତଥ୍ୟ ମାଗିବାରୁ ବିଡିଓ ଧମକ ଦେଉଥିବା ଅଭିଯୋଗ ହୋଇଛି । ବିଡିଓ ଜାତିଆଣ ଆକ୍ଷେପ କରିବା ଏବଂ ଅଶାଳୀନ ବ୍ୟବହାର କରିଥିବା ନେଇ ପୋଲିସ ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି ସୂଚନା ଅଧିକାର କର୍ମୀ । ସଦର ଥାନା ଟିଟିଗାଁର ଦେବେନ୍ଦ୍ର ଦାସ…

ଶେଷରେ ବଦଳିଲା ସାଂଜ୍ଞା, କୁତ୍ତା ହେଲା ‘ଦତ୍ତ’

ବାଙ୍କୁଡା:ଶେଷରେ ବଦଳିଲା ସାଂଜ୍ଞା । କୁତ୍ତା ବଦଳରେ ନାଁରେ ଯୋଡା ହେଲା ଦତ୍ତ । ନାଁ ହେଲା ଶ୍ରୀକାନ୍ତ କୁମାର ଦତ୍ତ । ତେବେ ସରକାରୀ ସ୍ତରର ଏହି ଭୁଲ ଗୋଟିଏ ଦିନରେ ଯେପରି ସଂଶୋଧନ ହେଲା ତାହାକୁ ପ୍ରଶଂସା ନ କରି ରହି ହେବନି । ରାସନ କାର୍ଡରେ  ଶ୍ରୀକାନ୍ତଙ୍କ ନାଁ ଭୁଲ ପ୍ରିଣ୍ଟିଂ…

ପିଡିଏସ ଦୁର୍ନୀତି ଅଭିଯୋଗ ନେଇ ବିଡିଓଙ୍କ ଦ୍ବାରସ୍ଥ ହେଲେ ହିତାଧିକାରୀ

ନୂଆପଡା : ହିତାଧିକାରୀଙ୍କୁ ମିଳୁନି ପିଡ଼ିଏସ ସାମଗ୍ରୀ । କାର୍ଡ଼ ବନ୍ଦ ହୋଇଥିବା କହି ଫେରାଇ ଦେଉଛନ୍ତି । ଏଭଳି ଦୃଶ୍ୟ ନୂଆପଡ଼ା ଜିଲ୍ଲା ତୁକୁଲା ଗ୍ରାମ ପଞ୍ଚାୟତରେ ଦେଖିବାକୁ ମିଳିଛି । ହିତାଧିକାରୀ ପଞ୍ଚାୟତକୁ ସାମଗ୍ରୀ ଆଣିବାକୁ ଗଲେ ତୁମର କାର୍ଡ ବନ୍ଦ ହୋଇଯାଇଛି କହି ଫେରାଇ…

ବିଡିଓଙ୍କ କାର୍ ଧକ୍କାରେ ଅସ୍ଥାୟୀ ସଫେଇ କର୍ମଚାରୀଙ୍କ ମୃତ୍ୟୁ

ନୂଆପଡ଼ା: କୋମନା ବ୍ଲକ ବିଡିଓଙ୍କ କାର୍ ଧକ୍କାରେ ତରବୋଡ଼ ଗାଁର ଜଣେ ଅସ୍ଥାୟୀ ସଫେଇ କର୍ମଚାରୀଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ମଙ୍ଗଳବାର ରାତିରେ କୋମନା ବିଡିଓ ସୁଶାନ୍ତ ରଣା ଏକ କାରରେ କୋମନାରୁ ନୂଆପଡ଼ା ଅଭିମୁଖେ ଯାଉଥିଲେ । ବିପରୀତ ଦିଗରୁ ତରବୋଡ଼ ଗାଁର ଜଣେ ଅସ୍ଥାୟୀ କର୍ମଚାରୀ…