Latest Odisha News

BREAKING NEWS

Browsing Tag

Beneficiary

ଆଉ ତିନି ମାସ ଅତିରିକ୍ତ ଚାଉଳ ପାଇବେ ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ

ଭୁବନେଶ୍ୱର: ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ମାନଙ୍କୁ ଆଉ ତିନି ମାସ ପାଇଁ ଅତିରିକ୍ତ ଚାଉଳ ମିଳିବ । ଅତିରିକ୍ତି ଭାବେ ୫ କେଜି ଚାଉଳ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା ୨.୯୨ ଲକ୍ଷ ପରିବାରର ୯.୦୫ ଲକ୍ଷ ହିତାଧିକାରୀ ଉପକୃତ ହେବେ…