Latest Odisha News

BREAKING NEWS

Browsing Tag

bengaluru

ଆସିଗଲାଣି କି କରୋନା ତୃତୀୟ ଲହର: ବେଙ୍ଗାଲୁରୁରେ ୬ ଦିନରେ ୩୦୦ ପିଲା ପଜିଟିଭ୍

ବେଙ୍ଗାଲୁରୁ: ଦେଶରେ କିଛି ରାଜ୍ୟ ଅନଲକ୍ ଆରମ୍ଭ କରିଥିବା ବେଳେ କିଛି ରାଜ୍ୟରେ ଗତ କିଛି ଦିନ ହେବ ଲଗାତାର ବଢୁଛି କରୋନା ସଂକ୍ରମଣ । ଏବେ ସ୍କୁଲ ଖୋଲିବା ପରେ ପିଲାଙ୍କ ପ୍ରତି ବିପଦ ବଢ଼ିଛି । ବେଙ୍ଗାଲୁରୁରୁ ଏମିତି ଚିତ୍ର ସାମନାକୁ ଆସିଛି ଯାହା ସାରା ଦେଶକୁ ଚିନ୍ତିତ କଲା ଭଳି ଖବର ।…

ଜୁନ୍‌ ୨୧ ଯାଏ ବେଙ୍ଗାଲୁରୁରେ ୧୪୪ ଧାରା ଲାଗୁ

ବେଙ୍ଗାଲୁରୁ: ଜୁନ୍‌ ୨୧ ଯାଏ ବେଙ୍ଗାଲୁରୁରେ ୧୪୪ ଧାରା ଲାଗୁ ହୋଇଛି। ବେଙ୍ଗାଲୁରୁ ସିଟି ପୋଲିସ କମିଶନର ତଥା ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ ଏ ନେଇ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଏହା ଜୁନ୍ ୨୧ ମଧ୍ୟରାତ୍ର ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ ବୋଲି ସେ କହିଛନ୍ତି। କରୋନା ସଂକ୍ରମଣକୁ…

[ଭାଇରାଲ୍ ଭିଡିଓ] ହିନ୍ଦୁ ମନ୍ଦିରକୁ ରକ୍ଷା କଲେ ମୁସଲମାନ ସମ୍ପ୍ରଦାୟ !

ବେଙ୍ଗାଳୁରୁ: ଭାରତରେ ହିନ୍ଦୁ ମୁସଲମାନ ଦଙ୍ଗା କାହିଁ କେଉଁ କାଳରୁ ଚାଲିଆସିଛି । କେତେବେଳେ ରାଜନୀତିକୁ ନେଇ ତ କେତେବେଳେ କିଛି ସ୍ୱାର୍ଥୀ ଲୋକଙ୍କ ମାନସିକତା ପାଇଁ ବଳିପଡିଛି ଭାଇଚାରା । ହେଲେ ସୋସିଆଲ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ୍ ହୋଇଛି ଯାହା ହିନ୍ଦୁ ଓ ମୁସଲମାନଙ୍କ ଭାଇଚାରାର…

ଲକ୍‌ଡାଉନ୍ ରେସିପି: ବେଙ୍ଗାଳୁରୁରୁ ନୀଲମ୍ ଅଗ୍ରୱାଲଙ୍କ ଟ୍ୱିଷ୍ଟି ମଣ୍ଡା ପିଠା

ଭୁବନେଶ୍ୱର : www.odishabytes.com  ଓ www.odishasambad.in ପକ୍ଷରୁ ଏପ୍ରିଲ ମାସ ଶେଷ ସପ୍ତାହରୁ ଆରମ୍ଭ ହୋଇଥିଲା ଲକ୍‌ଡାଉନ ରେସିପି ପ୍ରତିଯୋଗିତା । ଏଥିରେ ବହୁ ସଂଖ୍ୟାରେ ଭାଗ ନେଇ ପ୍ରତିଯୋଗୀ ଆମକୁ ତାଙ୍କର ଇନୋଭେଟିଭ୍ ରେସିପି ପ୍ରସ୍ତୁତ କରି ଭିଡିଓ ପଠାଇଥିଲେ । ଏହାକୁ ଆମେ…

ଲକ୍ ଡାଉନ ସମୟରେ ବେଙ୍ଗାଳୁରୁରେ ପ୍ରବାସୀ ଶ୍ରମିକଙ୍କୁ ସାହାଯ୍ୟ କରୁଛନ୍ତି ଓଡିଆ ଝିଅ ସହିସ୍ତା

ଭୁବନେଶ୍ୱର : ଲକ୍ ଡାଉନ ସମୟରେ କାମ ଦାମ ବନ୍ଦ ରହିଥିବାରୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ଶ୍ରମିକ ଶ୍ରେଣୀର ଲୋକ । ମୂଲ ମଜୁରୀ ବନ୍ଦ ଥିବାରୁ ରୋଜଗାର ଠପ୍ । ଏହି ସମୟରେ ବେଙ୍ଗାଳୁରୁର ବସ୍ତି ଅଂଚଳର ଲୋକଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି ଓଡିଆ ଝିଅ ସହିସ୍ତା ସୁଲତାନା ।…

କୋଭିଡ୍‌-୧୯; ଏବେ ଘରେ ବସି କରିପାରିବେ ନମୁନା ପରୀକ୍ଷଣ !

ବେଙ୍ଗାଲୁରୁ: ଏଣିକି ଘରେ ବସି କରିପାରିବେ କୋଭିଡ-୧୯ ପରୀକ୍ଷଣ । ମାତ୍ର କିଛି ମିନିଟ୍‌ରେ ଜଣାପଡିବ କରୋନାଭାଇରସ୍ ରିପୋର୍ଟ । କିଛି ଏପରି ଦାବି କରିଛି ବେଙ୍ଗାଲୁରୁ ଏକ ଜେନିଟିକ୍ ଓ ମାଇକ୍ରୋବାୟୋମ୍ ଟେଷ୍ଟିଂ କମ୍ପାନୀ ବାୟୋନ୍ ଭେଂଚର୍ସ । ଏହି ଟେଷ୍ଟିଂ କିଟ୍ ଆଗାମୀ ଗୋଟିଏ ସପ୍ତାହରେ…

ବେଙ୍ଗାଲୁରୁ ଲକ୍‌-ଡାଉନ୍‌: ପ୍ରଥମେ ଗିରଫ, ପରେ ଗୁଳିମାଡ !

ବେଙ୍ଗାଲୁରୁ: ବେଙ୍ଗାଲୁରୁ ପୋଲିସ ଗୁଳିରେ ଆହତ ୨୬ ବର୍ଷୀୟ ଯୁବକ । ପ୍ରଥମେ ଲକ୍‌-ଡାଉନରେ ଗିରଫଦାରୀ, ପରେ ପୋଲିସକୁ ନାଲି ଆଖି । ଖସି ଚାଲିଯିବାକୁ ଉଦ୍ୟମ ବେଳେ ପୋଲିସ ଗୁଳିମାଡରେ ଅଭିଯୁକ୍ତ ଆହତ । ଅଭିଯୁକ୍ତ ତେଜୁଦ୍ଦିନ୍ । ଲକ୍‌-ଡାଉନ୍‌ରେ ନିଜ ସାଥିମାନଙ୍କ ସହ କରୁଥିଲା ବାଇକ୍…