Latest Odisha News

BREAKING NEWS

Browsing Tag

Berhampur police

ବ୍ରହ୍ମପୁରରୁ ସାଢ଼େ ୪ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ଜଣେ ଯୁବକ ଗିରଫ

ବ୍ରହ୍ମପୁର: ଖେଳ ପଡ଼ିଆ ପାଖରେ ବ୍ରାଉନସୁଗର ଧରି ଗରାଖକୁ ଅପେକ୍ଷା କରିଥିଲା ବେପାରୀ । ହଠାତ୍ ପୋଲିସ ପହଞ୍ଚି କାବୁ କଲା । ଜବତ ହୋଇଛି ପ୍ରାୟ ୪୫ ଗ୍ରାମ୍ ଧଳା ଜହର । ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ପଡ଼ିଆରୁ ଏହି ବ୍ରାଉନସୁଗର ଜବତ କରିଛି ପୋଲିସ । ଜବତ ବ୍ରାଉନସୁଗରର ଆନୁମାନିକ…

ମନ୍ଦିର ପରିସରରେ ମର୍ଡର, ପଥରରେ ଛେଚି ହତ୍ୟା

ବ୍ରହ୍ମପୁର: ମନ୍ଦିର ପରିସରରେ ମର୍ଡର । ଯୁବକଙ୍କୁ ପଥରରେ ଛେଚି ବିଭତ୍ସ ହତ୍ୟା । ଏଭଳି ଘଟଣା ଘଟିଛି ଗଂଜାମ ଜିଲ୍ଳା ବଡବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ରାଧାକାନ୍ତ ସାହି ସ୍ଥିତ ରାଧାକୃଷ୍ଣ ମନ୍ଦିରରେ । ମନ୍ଦିର ପ୍ରାଙ୍ଗଣରେ ଥିବା ରୋଷେଇଘର ବାରଣ୍ଡାରେ ପଡିଛି ବ୍ୟକ୍ତିଙ୍କ…

ବ୍ରହ୍ମପୁର ସୀମା ସିଲ୍‌, ଯାଆସ ବନ୍ଦ

ବ୍ରହ୍ମପୁର: ସିଲ୍ ହେଲା ବ୍ରହ୍ମପୁର ସହର ସୀମା । ପ୍ରବେଶ ପ୍ରସ୍ଥାନ ଉପରେ ଲାଗିଲା କଟକଣା । ସହର ମଧ୍ୟକୁ କେହି ବି ଯିବା ଆସିବା କରିପାରିବେ ନାହିଁ । ମଙ୍ଗଳବାରଠୁ ଏହି କଟକଣା ଲାଗୁ ହୋଇଛି । ବଢ଼ୁଥିବା କରୋନା ସଂକ୍ରମଣଙ୍କୁ ଦୃଷ୍ଟିରେ ରଖି ପ୍ରଶାସନ ଏଭଳି ପଦକ୍ଷେପ ନେଇଛନ୍ତି । ବିଭିନ୍ନ…

ବ୍ରହ୍ମପୁର କ୍ଷୀର ବ୍ୟବସାୟୀ ହତ୍ୟା ଘଟଣା: ୩ ଅଭିଯୁକ୍ତ ଗିରଫ

ଗଞ୍ଜାମ: ଗଂଜାମ ଜିଲ୍ଲାର ବ୍ରହ୍ମପୁରସ୍ଥିତ ହିଲପାଟଣା ଠାରେ ଗତ ୧୩ ତାରିଖ ରାତି କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟାକାଣ୍ଡ ଘଟଣାରେ ଗୋଷାଣୀନୂଆଗାଁ ପୁଲିସ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ଗୋଷାଣୀନୂଆଗଁ ଥାନା ଅନ୍ତର୍ଗତ ନେହେରୁ ନଗର ୯ମ ଲାଇନର ଶିବ ମହାକୁଡ…

ହୋମ କ୍ୱାରେଣ୍ଟାଇନ ଉଲ୍ଲଂଘନ ପାଇଁ ବ୍ରହ୍ମପୁରରେ ଜଣଙ୍କ ନାଁରେ ମାମଲା ରୁଜୁ

ବ୍ରହ୍ମପୁର: ନିକଟରେ ଦୋହାରୁ ଫେରିଥିବା ଜଣେ ବ୍ୟକ୍ତି ହୋମକ୍ୱାରେଣ୍ଟାଇନରେ ଥାଇ ମଧ୍ୟ ଏଥିରେ ଖିଲାପ କରିଥିବା ଅଭିଯୋଗ ଆସିଛି । ପାତ୍ରପୁର ତହସିଲଦାରଙ୍କ ଅଭିଯୋଗ କ୍ରମେ ବ୍ରହ୍ମପୁର ଜରଦା ପୋଲିସ ଥାନାରେ ମାମଲା ରୁଜୁ ହୋଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ ସରକାରୀ…