Latest Odisha News

BREAKING NEWS

Browsing Tag

Berhampur

କୋଭିଡ କଟକଣାକୁ ଫୁ’, ସିଲ୍ ହେଲା ୩ ମନ୍ଦିର

ବ୍ରହ୍ମପୁର: କୋଭିଡ ନିୟମକୁ ଖୋଲାଖୋଲି ଉଲ୍ଲଙ୍ଘନ । ଫୁ କରି ଉଡାଇଦେଲେ ନିୟମ । ସିଲ୍ ହେଲା ୩ ମନ୍ଦିର । ବ୍ରହ୍ମପୁର ମହାନଗର ନିମଗ ଅଂଚଳରେ ଥିବା ୩ଟି ମନ୍ଦିରକୁ କୋଭିଡ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ପ୍ରଶାସନ ସିଲ୍ କରିଛି । ନବରାତ୍ର ପୂଜାର ୯ ଦିନ ପରେ ମନ୍ଦିର ଗୁଡ଼ିକ ଖୋଲିବ ବୋଲି…

ଦାଦାବଟି ନଦେବାରୁ ଭାଇଭଉଣୀକୁ ହାଣିଦେଲେ

ବ୍ରହ୍ମପୁର: ଦାଦାବଟି ନଦେବାରୁ ଭଉଭଉଣୀଙ୍କ ଉପରେ ଖଣ୍ଡାରେ ଆକ୍ରମଣ । ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସହର ଅନ୍ତର୍ଗତ ଲକ୍ଷ୍ମୀ ନୃସିଂହ ସାହିରୁ ଏଭଳି ଅଭିଯୋଗ ଆସିଛି। ଆହତ ଦ୍ୱୟ ହେଲେ-କାଳିଆ ପାତ୍ର ଓ ତାଙ୍କ ଭଉଣୀ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଏମ୍‌କେସିଜି ମେଡିକାଲ୍‌ରେ ଭର୍ତ୍ତି…

ବ୍ରହ୍ମପୁରରୁ ୭ ଫୁଟ ଲମ୍ବର ସାପ ଉଦ୍ଧାର

ବ୍ରହ୍ମପୁର: ବ୍ରହ୍ମପୁରର ରୋଲାଣ୍ଡ କଲେଜର ଲାଞ୍ଜିପାଲି-ଆଙ୍କୁଲି ରୋଡ ସମ୍ମୁଖରୁ ଏକ ୭ ଫୁଟ୍ ଲମ୍ବର ଅଜଗର ସାପ ଉଦ୍ଧାର କରାଯାଇଛି । ସୂଚନାନୁଯାୟୀ ସାପଟିକୁ ଦେଖିବା ପରେ ସ୍ଥାନୀୟ ବାସିନ୍ଦା ସ୍ନେକ୍ ହେଲ୍ପଲାଇନ୍ ସଦସ୍ୟ ସ୍ୱାଧୀନ କୁମାର ସାହୁଙ୍କୁ ଜଣାଇଥିଲେ । ପରେ ସେ ସାପଟିକୁ…

ବ୍ରହ୍ମପୁରରେ ବେଆଇନ ଗୁଟଖା କାରଖାନା ଉପରେ ଚଢଉ, ଦେଢ କୋଟିରୁ ଅଧିକ ମୂଲ୍ୟର ସାମଗ୍ରୀ ଜବତ

ବ୍ରହ୍ମପୁର : ଲକ୍ ଡାଉନ ସମୟରେ ବୃଦ୍ଧି ପାଇଛି ବେଆଇନ କାରବାର । ଶନିବାର ବ୍ରହ୍ମପୁର ଉପଜିଲ୍ଲାପାଳ କୁକୁଡାଖଣ୍ଡି ବ୍ଲକର ଦୁଇଟି ବେଆଇନ ଗୁଟଖା କାରଖାନା ଉପରେ ଚଢଉ କରି ପ୍ରାୟ ଦେଢ କୋଟି ଟଙ୍କାର କଞ୍ଚାମାଲ ସହ ଗୁଟଖା ପ୍ରସ୍ତୁତକାରୀ ସାମଗ୍ରୀ ଜବତ କରିଛି । ସୂଚନା ଅନୁଯାୟୀ,…

୨୪ ତାରିଖରେ ମୃତ୍ୟୁ, ୨୮ ତାରିଖରେ ଜାଣିଲେ ପରିବାର ଲୋକେ

ବ୍ରହ୍ମପୁର : ବାପା କୋଭିଡ କେୟାର ହସ୍ପିଟାଲରେ ଚିକିତ୍ସାଧୀନ । କିନ୍ତୁ ଗତ ୨୪ତାରିଖରୁ ତାଙ୍କ ସହ ଯୋଗାଯୋଗ ହୋଇପାରୁନ ଥିବାରୁ ବ୍ୟସ୍ତ ବ୍ୟବ୍ରତ ହୋଇ ହେଲପ ଲାଇନ ନମ୍ବରକୁ କଲ କରୁଛି ପୁଅ । କେତେବେଳେ ଉତ୍ତର ଆସୁଛି ରୋଗୀ ଆଇସିୟୁରେ ଅଛନ୍ତି ତ କେତେବେଳେ କହୁଛନ୍ତି ୱାର୍ଡକୁ ଆସିଲେଣି ଆଉ…

ବ୍ରହ୍ମପୁର ଜେଲରେ ୪୨ କରୋନା ପଜିଟିଭ୍ ଚିହ୍ନଟ

ବ୍ରହ୍ମପୁର: ବ୍ରହ୍ମପୁର ମଣ୍ଡଳ କାରଗାରରୁ ୪୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୩୩ ଜଣ ବିଚାରଧୀନ କଏଦୀ ଥିବା ବେଳେ ଅନ୍ୟ ୯ ଜଣ ଜେଲର କର୍ମଚାରୀ ବୋଲି ଜଣାପଡିଛି । ଗତକାଲି ଜେଲରେ କରୋନା ସଂକ୍ରମିତ ଥିବା ଗଣମାଧ୍ୟମରେ ଚର୍ଚ୍ଚା ହୋଇଥିଲା । ଏହାକୁ ଆଧାର କରି…

ଖୋଲିବ ବ୍ରହ୍ମପୁର ବଡମେଡିକାଲ ଓପିଡି

ବ୍ରହ୍ମପୁର: କରୋନା ସଂକ୍ରମଣରେ ଘାଂଟି ହେଉଥିବା ଗଂଜାମବାସୀଙ୍କ ପାଇଁ ଆସିଛି ଆଶ୍ୱସ୍ତିକର ଖବର । ଖୋଲି ବ୍ରହ୍ମପୁର ବଡମେଡିକାଲର ଓପିଡି । ଏହାସହ ଜରୁରୀକାଳୀନ ୱାର୍ଡ ମଧ୍ୟ ଖୋଲିବ । ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଅନ୍ୟପଟେ ଜ୍ୱର ଭଲ କରୁଥିବା ପାରାସିଟାମଲ୍ ମେଡିସିନ୍ ଉପରୁ…

କୋଭିଡ ହସ୍ପିଟାଲରୁ ୨ କରୋନା ରୋଗୀ ଫେରାର

ବ୍ରହ୍ମପୁର: କୋଭିଡ ହସ୍ପିଟାଲରୁ ଛୁ ମାରିଲେ ଦୁଇ କରୋନା ରୋଗୀ । ବ୍ରହ୍ମପୁର ସହର ଉପକଣ୍ଠ ଶୀତଳାପଲ୍ଲୀ ଟାଟା କୋଭିଡ ହସ୍ପିଟାଲରୁ ୨ କରୋନା ରେଗାୀ ଫେରାର ହୋଇଯାଇଛନ୍ତି । ଏନେଇ ଗୋପାଳପୁର ଥାନାରେ ଏକ ମାମଲା ରୁଜୁ ହୋଇଛି । ଗତ ୩ ତାରିଖରେ ବ୍ରହ୍ମପୁର ନୂଆ ବସ୍‌ଷ୍ଟାଣ୍ଡ ନିକଟରୁ ଏ ଦୁଇ…

ବାହାଘରରେ କୋଭିଡ଼ ନିୟମ ଉଲ୍ଲଘଂନ ପ୍ରସଙ୍ଗ: ବର ସମେତ ୫ ଗିରଫ

ବ୍ରହ୍ମପୁର: ଏକ ବାହାଘର ପ୍ରୋସେସନର ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ୍ ହେବା ପରେ କୋଭିଡ଼ ନିୟମକୁ ସମ୍ପୂର୍ଣ୍ଣ ରୂପେ ଉଲ୍ଲଘଂନ କରାଯାଇଥିବା ଜଣାପଡ଼ିଥିଲା । ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ସହରରେ ଅନୁଷ୍ଠିତ ହୋଇଥିବା ଏହି ବିବାହ ଉତ୍ସବ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ କଡ୍ଡା…

ବ୍ରହ୍ମପୁରରେ ସ୍ଥିତି ସାଂଘାତିକ: ୬ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

ବ୍ରହ୍ମପୁର: ରାଜ୍ୟରେ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ବ୍ରହ୍ମପୁରରେ ସର୍ବାଧିକ କରୋନାରେ ଆକ୍ରାନ୍ତ ହୋଇଛି । ଏହି ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ରହ୍ମପୁର ସହରରେ ୬ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛନ୍ତି ବ୍ରହ୍ମପୁର ମହାନଗର ନିଗମ କର୍ତ୍ତୃପକ୍ଷ । ଗତ କିଛି ଦିନ…