Latest Odisha News

BREAKING NEWS

Browsing Tag

Bhadrak Police

ଲୁଟ୍ ଟଙ୍କା ଫେରାଇଲା ଭଦ୍ରକ ପୋଲିସ, ଜଣେ ଗିରଫ

ଭଦ୍ରକ: ଗତ ଜୁନ୍ ୯ ତାରିଖ ଦିନ ଭଦ୍ରକ ଷ୍ଟେଟ ବ୍ୟାଙ୍କ୍ ମୁଖ୍ୟ ଶାଖା ସମ୍ମୁଖ ଅପର୍ତ୍ତିବିନ୍ଧା ଛକ ନିକଟରେ ଅଶୋକ କୁମାର ଖିଲାର ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ମଧ୍ୟାହ୍ନରେ ଦୁଇ ଜଣ ଦୁର୍ବୃତ୍ତ ଏକ ପଲସର ବାଇକରେ ଆସି ୧୨ ଲକ୍ଷ ଟଙ୍କା ଲୁଟି ନେଇଥିଲେ । ଦିନ ଦ୍ଵିପହରରେ ଏକ ଜନ ଗହଳିପୂର୍ଣ୍ଣ…

ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ ଜବତ, ୪୦ରୁ ଅଧିକ ଗାଈ ଉଦ୍ଧାର

ଭଦ୍ରକ: ବେଆଇନ ଭାବେ ଚାଲାଣ ହେଉଥିବା ଗୋରୁ ବୋଝେଇ ୨ଟି ପିକଅପକୁ ଜବତ କରିଛି ଭଦ୍ରକ ଗ୍ରାମାଞ୍ଚଳ ପୋଲିସ । ୨ଟି ପିକଅପ ଗାଡ଼ିରେ ୪୦ରୁ ଉର୍ଦ୍ଧ୍ୱ ଗୋରୁଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ମଙ୍ଗଳବାର ଭୋର ସମୟରେ ୧୬ନଂ ଜାତୀୟ ରାଜପଥର ଚଣ୍ଡିଖୋଲ ଆଡୁ ଭଦ୍ରକକୁ…

୬୦ଲକ୍ଷ ଅନଲାଇନ ଠକେଇ, ଭଦ୍ରକରୁ ଗିରଫ ଯୁବକଙ୍କୁ ରିମାଣ୍ଡରେ ନେବ ଦିଲ୍ଲୀ ପୋଲିସ

ଭଦ୍ରକ: ଅନଲାଇରେ ଠକେଇ । ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ଭଦ୍ରକ ଜିଲ୍ଲାରୁ ଜଣେ ଯୁବକଙ୍କୁ ଗିରଫ କରାଯାଇଛି । ୬୦ ଲକ୍ଷ ଟଙ୍କାର ଅନଲାଇନ୍ ଠକେଇ ଅଭିଯୋଗରେ ସଂପୃକ୍ତ ଯୁବକଙ୍କୁ ରିମାଣ୍ଡରେ ନେବ ଦିଲ୍ଲୀ ପୋଲିସ । ଏଥିପାଇଁ ଦିଲ୍ଲୀ ପୋଲିସ ଟିମ୍ ଭଦ୍ରକରେ ପହଞ୍ଚିଛି । ଗିରଫ ଯୁବକଙ୍କ ନାଁ…

ଭଦ୍ରକରେ କଡ଼ାକଡ଼ି ହେଲା ସଟ୍‌ଡାଉନ୍‌: ସ୍ଥିତି ପରଖିଲେ ଡିଜିପି

ଭଦ୍ରକ: ସାରା ରାଜ୍ୟରେ ଲକ୍‌ଡାଉନ୍ ଚାଲିଥିବା ବେଳେ ଭୁବନେଶ୍ୱର, କଟକ ଓ ଭଦ୍ରକ ସହରରେ ଚାଲିଛି ସଟ୍‌ଡାଉନ୍ । ଭଦ୍ରକରେ ୩ଟି କରୋନା ପଜିଟିଭ୍ କେସ୍ ଚିହ୍ନଟ ହେବାପରେ ଏବେ ସହରରେ କଡ଼ାକଡ଼ି ଭାବେ ସଟ୍‌ଡାଉନ୍ ପାଳିତ ହେଉଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସଟ୍‌ଡାଉନ୍ କିପରି ସଫଳ ହୋଇପାରିବ…