ଭୁବନେଶ୍ୱର ଏବଂ ଭଦ୍ରକ ମଧ୍ୟରେ ଚାଲିବ ମେମୁ ଟ୍ରେନ୍
ଭୁବନେଶ୍ୱର: ଭୁବନେଶ୍ୱର ଏବଂ ଭଦ୍ରକ ମଧ୍ୟରେ ଗଡିବ ମେମୁ ଟ୍ରେନ୍ । ୭ ଏପ୍ରିଲ ୨୦୨୧ରୁ ଭୁବନେଶ୍ୱର ଏବଂ ଭଦ୍ରକ ମଧ୍ୟରେ ମେମୁ ଟ୍ରେନ୍ ଚଳାଇବାକୁ ରେଳବାଇ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।
ଟ୍ରେନ୍ ଭୁବନେଶ୍ବରରୁ ସନ୍ଧ୍ୟା ୫ଟା ୫୫ ମିନିଟରେ ଛାଡି ଭଦ୍ରକରେ ରାତି ୯ଟା ୧୫ ମିନିଟରେ…