ସମ୍ଭାବ୍ୟ ବାତ୍ୟା ପରିସ୍ଥିତି ଲାଗି ୪ଟି ଜିଲ୍ଲାକୁ ହାଇ ଆଲର୍ଟ !
ଭୁବନେଶ୍ୱର: ବଙ୍ଗୋପସାଗରରେ ଝଡ଼ ଯୋଗୁଁ ଉତ୍ତର ଉପକୂଳବର୍ତ୍ତୀ ଓଡ଼ିଶାର ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାକୁ ହାଇ ଆଲର୍ଟ ଜାରି କରାଯାଇଛି ।
ଆଜି ଏସମ୍ପର୍କରେ ରାଜ୍ୟ ମୁଖ୍ୟ ସଚିବ ଅସିତ୍ ତ୍ରିପାଠୀ ଏବଂ ସ୍ୱତନ୍ତ୍ର ରିଲିଫ୍ କମିଶନର୍ (ଏସଆରସି) ପ୍ରଦୀପ…