Latest Odisha News
Browsing Tag

Bhadrak

ଭଦ୍ରକରେ କାରକୁ ପିଟିଲା ଟ୍ରକ୍, ୫ ଗୁରୁତର

ଭଦ୍ରକ: ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ନିକଟ ୧୬ ନଂ ଜାତୀୟ ରାଜପଥରେ ଏକ କାରକୁ ଗୋଟିଏ ଆଳୁ ବୋଝେଇ ଟ୍ରକ୍ ଧକ୍କା ଦେବା ଫଳରେ ୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ବ୍ୟକ୍ତିମାନେ ଗୋଟିଏ ପରିବାରର ସଦସ୍ୟ ଏବଂ ସେମାନେ…

ଭଦ୍ରକରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍

ଭଦ୍ରକ: ଭଦ୍ରକ ଜିଲ୍ଲାର ତିହିଡି ଥାନା ଅନ୍ତର୍ଗତ ଜିଝାରପୁର ନିକଟ ଦେଇ ଯାଉଥିବା ଏକ ମାଲଗାଡି ଟ୍ରେନ୍ କୌଣସି କାରଣବଶତଃ ଲାଇନଚ୍ୟୁତ ହେବାରୁ ସେହି ରୁଟରେ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି । ମିଳିଥିବା ସୂଚନାନୁଯାୟୀ କୋଇଲା ବୋଝେଇ ଏହି ମାଲଗାଡିଟି ଧାମରାରୁ ଭଦ୍ରକ ଅଭିମୁଖେ ଯାଉଥିବା…

ମର୍ଣ୍ଣିଂୱାକ୍ ବେଳେ ଧକ୍କା ଦେଲା କାର୍, ୨ ନାବାଳକ ମୃତ

ଭଦ୍ରକ: ଭଦ୍ରକ ଜିଲ୍ଲାର ନୂଆ ବସଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଦିନ ମର୍ଣ୍ଣିଂୱାକରେ ଯାଉଥିବା ବେଳେ ଦୁଇ ଜଣ ନାବାଳକଙ୍କୁ ଏକ ଅଜଣା ଦ୍ରୁତଗାମୀ କାର୍ ଧକ୍କା ଦେଇଛି । ଫଳରେ ଘଟଣାସ୍ଥଳରେ ଦୁହିଁଙ୍କ ମୃତ୍ୟୁ ଘଟିଛି । ମୃତ ନାବାଳକଙ୍କ ନାମ ସୁମିତ ସାହୁ ଓ ଶୁଭଙ୍କର ମଲ୍ଲିକ ବୋଲି ଜଣାପଡ଼ିଛି।…

ଭଦ୍ରକ: ଶନି ମନ୍ଦିରରୁ ଦୁର୍ବୃତ୍ତ ଲୁଟିଲେ ବହୁ ମୂଲ୍ୟବାନ ସାମଗ୍ରୀ

ଭଦ୍ରକ: ଭଦ୍ରକ ଜିଲ୍ଲା ଜାନୁଗଞ୍ଜ ଅନ୍ତର୍ଗତ ଶନି ମନ୍ଦିରର ଦାନ ବାକ୍ସ ତଥା ହୁଣ୍ଡି ଭାଙ୍ଗି କେତେକ ଦୁର୍ବୃତ୍ତ ଶୁକ୍ରବାର ରାତିରେ ଅନେକ ମୂଲ୍ୟବାନ ସାମଗ୍ରୀ ସହ ଟଙ୍କା ପଇସା ଲୁଟ୍ କରିଥିବା ନେଇ ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳୁ ମନ୍ଦିରର ପୂଜକ ପୂଜା ନିମନ୍ତେ…

ଭଦ୍ରକରେ ବସ୍ ଚଳାଚଳ ବନ୍ଦ, ଯାତ୍ରୀ ହନ୍ତସନ୍ତ

ଭଦ୍ରକ: ଭଦ୍ରକ ଜିଲ୍ଲାର ଅନେକ ବ୍ଲକ୍ ଓ ପଞ୍ଚାୟତକୁ ଚଳାଚଳ କରୁଥିବା ଛୋଟଛୋଟ ଗାଡି ଗୁଡିକୁ ବିରୋଧ କରି ଭଦ୍ରକ ଘରୋଇ ବସ୍ ମାଲିକ ସଂଘ ସିଣ୍ଡିକେଟ୍ ପକ୍ଷରୁ ଗୁରୁବାର ଦିନ ୨୪ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ସଂଘର ସିଣ୍ଡିକେଟ୍ ସଦସ୍ୟ କହିଛନ୍ତି ଯେ, ଜିଲ୍ଲାର…

ଭଦ୍ରକରେ ମଦ ମୃତ୍ୟୁକୁ ନେଇ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ନକଲି ମଦ ପିଇ ଜଣେ ଯୁବକ ମୃତ୍ୟୁବରଣ କରିଥିବା ବେଳେ ଏହାକୁ ସ୍ଥାନୀୟ ବାସିନ୍ଦା ଚାନ୍ଦିମାଳ ଛକ ନିକଟ ବାସୁଦେବପୁର-ଧାମରା ରାସ୍ତା ଅବରୋଧ କରିଛନ୍ତି । ମୃତକ ଜଣକଙ୍କ ନାମ ନାରାୟଣ ନାୟକ (୪୦) ଏବଂ ସେ ସଙ୍କର୍ଷଣପୁର ଗ୍ରାମର ବାସିନ୍ଦା ବୋଲି ଜଣାପଡିଛି ।…

ଭଦ୍ରକରେ ମିଳିଲା ବିରଳ ପ୍ରଜାତି ମାଛ, ଦାମ୍ ଜାଣିଲେ ଉଡିଯିବ ହୋସ୍ !

ଭଦ୍ରକ: ଓଡିଶା ଉପକୂଳବର୍ତ୍ତୀ ଧାମରା ପୋର୍ଟ ନିକଟ ଗଭୀର ସମୁଦ୍ର ମଧ୍ୟରୁ ଜଣେ ମତ୍ସ୍ୟଜୀବୀ ଗତକାଲି ଏକ ବିରଳ ପ୍ରଜାତିର ମାଛ ଧରିଛନ୍ତି । ପରେ ଏହି ମାଛଟିକୁ ପ୍ରାୟ ୩୨ ହଜାର ମୂଲ୍ୟ ଟଙ୍କାରେ ନିଲାମ କରାଯାଇଥିବା ଜଣାପଡିଛି । କୈବଲ୍ୟ ପ୍ରଜାତିର ଏହି ଦୁର୍ଲଭ ମାଛଟିର ଓଜନ ପାଖାପାଖି…

ଭଦ୍ରକରେ ବିଷାକ୍ତ ମଦ ପିଇ ୪ ମୃତ, ୨୧ଜଣଙ୍କ ଅବସ୍ଥା ସଙ୍କଟାପନ୍ନ

ଭଦ୍ରକ : ଭଦ୍ରକ ଜିଲ୍ଲା ତିହାଡି ବ୍ଲକ୍ ଅନ୍ତର୍ଗତ ନିମେଇ ସାହିରେ କିଛି ବ୍ୟକ୍ତି ବିଷାକ୍ତ ମଦ ପିଇ ୪ଜଣ ମୃତ୍ୟୁବରଣ କରିଥିବା ବେଳେ ୨୧ରୁ ଅଧିକ ଗୁରୁତର ହୋଇଛନ୍ତି । ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି । ମିଳିଥିବା ସୂଚନାନୁଯାୟୀ ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ…

ଯାଜପୁର ଓ ଭଦ୍ରକରେ ଭୋଟର୍ ଭାଙ୍ଗିଲେ ଇଭିଏମ୍

ଯାଜପୁର/ଭଦ୍ରକ : ଓଡିଶାରେ ୪ର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ଜାରି ରହିଥିବା ସମୟରେ ସୋମବାର ଦିନ ଯାଜପୁର ଓ ଭଦ୍ରକରେ ମତଦାତାମାନେ ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍(ଇଭିଏମ୍)କୁ ଭଙ୍ଗାରୁଜା କରିଥିବା ନେଇ ଅଭିଯୋଗ ହୋଇଛି । ଯାଜପୁର ଜିଲ୍ଲା ଧର୍ମଶାଳାରେ ୧୭୩ ନଂ ବୁଥରେ ଜଣେ…