Latest Odisha News

BREAKING NEWS

Browsing Tag

Bhadrak

ଭଦ୍ରକରେ ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ

ଭଦ୍ରକ: ଭଦ୍ରକ ଜିଲ୍ଲାର ସଦର ଥାନା ଅନ୍ତର୍ଗତ ଜଳଙ୍ଗା ଗ୍ରାମରେ ନୂଆବର୍ଷର ପୂର୍ବ ସନ୍ଧ୍ୟାରେ ତଥା ଜିରୋନାଇଟ୍ ଭୋଜିରେ ଜଣେ ଯୁବକଙ୍କୁ କିଛି ବ୍ୟକ୍ତି ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ଯୁବକଙ୍କ ନାମ ସତ୍ୟବ୍ରତ ଶିଅଳ ବୋଲି ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ କିଛି ବ୍ୟକ୍ତି…

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୨ ମୃତ ଓ ଜଣେ ଆହତ

ଭଦ୍ରକ: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ୍ ଅନ୍ତର୍ଗତ ନୂଆଗାଁ ନିକଟରେ ଏକ ବାଇକ୍ ଭାରସାମ୍ୟ ହରାଇ କଲଭର୍ଟରେ ପିଟି ହେବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିବା ସହ ଜଣେ ଆହତ ହୋଇଛନ୍ତି । ମୃତକ ମାନେ ହେଲେ ଅଶୋକ ଦାସ ଓ ବଳରାମ ନାୟକ । ଅପରପକ୍ଷରେ ଆହତ ବ୍ୟକ୍ତିଙ୍କ ନାମ ଆନନ୍ଦ ନାୟକ ବୋଲି…

ଟ୍ରେନରେ ଜନ୍ମ ନେଲେ ୩ ଶିଶୁ, ପରେ ଆଖି ବୁଜିଲେ

ଭଦ୍ରକ: ଭଦ୍ରକ ରେଳୱେ ଷ୍ଟେସନରେ ଶୁକ୍ରବାର ଦିନ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଗର୍ଭବତୀ ମହିଳା ଚଳନ୍ତା ଟ୍ରେନରେ ୩ ଶିଶୁପୁତ୍ର ଜନ୍ମ ଦେଇଛନ୍ତି । ପରେ ମା’ ଓ ନବଜାତକକୁ ଚିକିତ୍ସା ନିମନ୍ତେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସମସ୍ତ ଶିଶୁ ପୁତ୍ରଙ୍କର…

ଭଦ୍ରକରେ ଜଳିଗଲା ଅନେକ ଘର, ଲକ୍ଷାଧିକ ସମ୍ପତ୍ତି ନଷ୍ଟ

ଭଦ୍ରକ: ଭଦ୍ରକ ଜିଲ୍ଲାର ଧାମନଗର ଏନଏସି ଅନ୍ତର୍ଗତ କାଙ୍କରା ଗ୍ରାମରେ ଶନିବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ପାଖାପଖି ୭ ବଖରା ଘର ଜଳି ଧୂଳିସାତ ହୋଇପଡିଛି । ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ କୌଣସି କାରଣବଶତଃ ଏହି ଗାଁରେ ଅଚାନକ ନିଆଁ ଲାଗିଯାଇଥିଲା ।…

ଧାମରାରେ ଓଲଟିଲା ମାଛଧରା ବୋଟ୍, ଅଳ୍ପକେ ବର୍ତ୍ତିଲେ ମତ୍ସ୍ୟଜୀବୀ

ଭୁବନେଶ୍ୱର: ଭଦ୍ରକର ଧାମରାସ୍ଥିତ କାଳିନାଳୀ ନିକଟରେ ଏକ ମାଛଧରା ବୋଟ୍ କୌଣସି କାରଣବଶତଃ ଦୁର୍ଘଟଣାଗ୍ରସ୍ତ ହୋଇ ବୁଡିଯାଇଛି । ମିଳିଥିବା ସୂଚନାନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଉକ୍ତ ବୋଟଟି କାଳିନାଳୀ ନିକଟରେ ସମୁଦ୍ରରେ ବୁଡିଯାଇଥିଲା । ଉକ୍ତ ବୋଟରେ ଥିବା ସମସ୍ତ ମତ୍ସ୍ୟଜୀବୀମାନେ…

ଭଦ୍ରକରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଅନେକ ଘର

ଭଦ୍ରକ: ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ୍ ଅନ୍ତର୍ଗତ ଅଗିରାଗାଡିଆ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ କୌଣସି କାରଣବଶତଃ ନିଆଁ ଲାଗିଯିବାରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି । ପ୍ରାପ୍ତ ସୂଚନାନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଦୁର୍ଭାଗ୍ୟବଶତଃ ଗ୍ରାମ ମଧ୍ୟରେ ଥିବା ଏକ ଘରେ ନିଆଁ ଲାଗିଯାଇଥିଲା…

ଭଦ୍ରକରେ କାରକୁ ପିଟିଲା ଟ୍ରକ୍, ୫ ଗୁରୁତର

ଭଦ୍ରକ: ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ନିକଟ ୧୬ ନଂ ଜାତୀୟ ରାଜପଥରେ ଏକ କାରକୁ ଗୋଟିଏ ଆଳୁ ବୋଝେଇ ଟ୍ରକ୍ ଧକ୍କା ଦେବା ଫଳରେ ୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ବ୍ୟକ୍ତିମାନେ ଗୋଟିଏ ପରିବାରର ସଦସ୍ୟ ଏବଂ ସେମାନେ…

ଭଦ୍ରକରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍

ଭଦ୍ରକ: ଭଦ୍ରକ ଜିଲ୍ଲାର ତିହିଡି ଥାନା ଅନ୍ତର୍ଗତ ଜିଝାରପୁର ନିକଟ ଦେଇ ଯାଉଥିବା ଏକ ମାଲଗାଡି ଟ୍ରେନ୍ କୌଣସି କାରଣବଶତଃ ଲାଇନଚ୍ୟୁତ ହେବାରୁ ସେହି ରୁଟରେ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି । ମିଳିଥିବା ସୂଚନାନୁଯାୟୀ କୋଇଲା ବୋଝେଇ ଏହି ମାଲଗାଡିଟି ଧାମରାରୁ ଭଦ୍ରକ ଅଭିମୁଖେ ଯାଉଥିବା…

ମର୍ଣ୍ଣିଂୱାକ୍ ବେଳେ ଧକ୍କା ଦେଲା କାର୍, ୨ ନାବାଳକ ମୃତ

ଭଦ୍ରକ: ଭଦ୍ରକ ଜିଲ୍ଲାର ନୂଆ ବସଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଦିନ ମର୍ଣ୍ଣିଂୱାକରେ ଯାଉଥିବା ବେଳେ ଦୁଇ ଜଣ ନାବାଳକଙ୍କୁ ଏକ ଅଜଣା ଦ୍ରୁତଗାମୀ କାର୍ ଧକ୍କା ଦେଇଛି । ଫଳରେ ଘଟଣାସ୍ଥଳରେ ଦୁହିଁଙ୍କ ମୃତ୍ୟୁ ଘଟିଛି । ମୃତ ନାବାଳକଙ୍କ ନାମ ସୁମିତ ସାହୁ ଓ ଶୁଭଙ୍କର ମଲ୍ଲିକ ବୋଲି ଜଣାପଡ଼ିଛି।…

ଭଦ୍ରକ: ଶନି ମନ୍ଦିରରୁ ଦୁର୍ବୃତ୍ତ ଲୁଟିଲେ ବହୁ ମୂଲ୍ୟବାନ ସାମଗ୍ରୀ

ଭଦ୍ରକ: ଭଦ୍ରକ ଜିଲ୍ଲା ଜାନୁଗଞ୍ଜ ଅନ୍ତର୍ଗତ ଶନି ମନ୍ଦିରର ଦାନ ବାକ୍ସ ତଥା ହୁଣ୍ଡି ଭାଙ୍ଗି କେତେକ ଦୁର୍ବୃତ୍ତ ଶୁକ୍ରବାର ରାତିରେ ଅନେକ ମୂଲ୍ୟବାନ ସାମଗ୍ରୀ ସହ ଟଙ୍କା ପଇସା ଲୁଟ୍ କରିଥିବା ନେଇ ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳୁ ମନ୍ଦିରର ପୂଜକ ପୂଜା ନିମନ୍ତେ…