Latest Odisha News
Browsing Tag

bharat bandh

ଆଜି ଭାରତ ବନ୍ଦ, ବାଣିଜ୍ୟିକ ବଜାର ଠପ୍

ଭୁବନେଶ୍ୱର: ସର୍ବଭାରତୀୟ ବ୍ୟବସାୟୀ ସଂଘ(CAIT) ପକ୍ଷରୁ ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ ପାଳନ କରାଯାଉଛି । ଠପ୍ ହୋଇଛି ବାଣିଜ୍ୟିକ ବଜାର । ସନ୍ଧ୍ୟା ୬ଟା ଯାଏ ବନ୍ଦ ରହିବ ଦୋକାନ, ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନ । ଜିଏସ୍‌ଟି, ତୈଳଦର ବୃଦ୍ଧି ପ୍ରତିବାଦରେ ଏହି ବନ୍ଦ ପାଳନ କରାଯାଉଛି ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଭାରତ ବନ୍ଦର ପ୍ରଭାବ; ଗମନାଗମନ ବାଧାପ୍ରାପ୍ତ

ଭୁବନେଶ୍ୱର: କୃଷି ଆଇନ୍ ପ୍ରତ୍ୟାହାର ଦାବିରେ ଆଜି ଭାରତ ବନ୍ଦ ପାଳନ କରୁଛନ୍ତି ଦେଶର ଶତାଧିକ କୃଷକ ସଂଗଠନ । ଆଉ ଏହି ଭାରତ ବନ୍ଦ ପ୍ରତିବାଦକୁ କଂଗ୍ରେସ ସମେତ ୧୮ଟି ପ୍ରମୁଖ ରାଜନୈତିକ ଦଳ ସମର୍ଥନ ଜଣାଇଛନ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ସକାଳୁ ’ଭାରତ ବନ୍ଦ’ର ପ୍ରଭାବ ପଡିଥିବା…

କୃଷି ଆଇନ ପ୍ରତ୍ୟାହାର ଦାବିରେ ଅନ୍ନଦାତାଙ୍କ ଭାରତ ବନ୍ଦ ଡାକରା

ଭୁବନେଶ୍ୱର: କୃଷି ଆଇନ୍ ପ୍ରତ୍ୟାହାର ଦାବିରେ ଆଜି ଭାରତ ବନ୍ଦ ଆହ୍ୱାନ ଦେଇଛନ୍ତି ଦେଶର ଶତାଧିକ କୃଷକ ସଂଗଠନ । ଆଉ ଏହି ଭାରତ ବନ୍ଦ ପ୍ରତିବାଦକୁ କଂଗ୍ରେସ ସମେତ ୧୮ଟି ପ୍ରମୁଖ ରାଜନୈତିକ ଦଳ ସମର୍ଥନ ଜଣାଇଛନ୍ତି । ଆଜି ସକାଳ ୮ରୁ ଦିନ ୩ ଟା ଯାଏଁ ଏହି ବନ୍ଦ ବଳବତ୍ତର ରହିବା ନେଇ ସୂଚନା…

ଆସନ୍ତାକାଲି ଭାରତ ବନ୍ଦ; ଦିନ ୩ଟା ଯାଏ ଚକା ଜାମ୍

ନୂଆଦିଲ୍ଲୀ: କୃଷକ ସଙ୍ଗଠନ ପକ୍ଷରୁ ଆସନ୍ତାକାଲି ଭାରତ ବନ୍ଦ୍ ଘୋଷଣା କରାଯାଇଛି। ଏହି ଭାରତ ବନ୍ଦ ଡାକରାକୁ ୧୧ ରାଜନୈତିକ ଦଳ ସମର୍ଥନ କରୁଛନ୍ତି । ଭାରତ ବନ୍ଦ ୮ ତାରିଖ ମଙ୍ଗଳବାର ସକାଳ ୮ରୁ ସନ୍ଧ୍ୟା ପର୍ଯ୍ୟନ୍ତ ପାଳନ କରାଯିବ । ତେବେ ବନ୍ଦ ସମୟରେ କିଛି ଜରୁରୀକାଳୀନ ସେବା ଜାରିରହିବ ।…

ଚାଷୀଙ୍କ ଭାରତ ବନ୍ଦକୁ ବିଜେଡି ସମର୍ଥନ କରିବ କି ନାହିଁ ? ନିଷ୍ପତ୍ତି ନେବେ ନବୀନ

ଭୁବନେଶ୍ୱର: ନୂଆ କୃଷି ଆଇନକୁ ବିରୋଧ କରି କୃଷକ ସଂଗଠନ ଆସନ୍ତାକାଲି ଭାରତ ବନ୍ଦ ଡାକରା ଦେଇଛି । ବନ୍ଦକୁ ବିଜେଡି ସମର୍ଥନ କରିବ କି ନାହିଁ ତାଉପରେ ଏବେ ସମସ୍ତଙ୍କର ନଜର ରହିଛି । ବିଜେପି ଉପସଭାପତି ଦେବୀ ପ୍ରସାଦ ମିଶ୍ର କହିଛନ୍ତି, ଭାରତ ବନ୍ଦକୁ ଦଳ ସମର୍ଥନ ଦେବ କି ନାହିଁ ନିଷ୍ପତ୍ତି…

ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରତ ବନ୍ଦ ଡକରାର ପ୍ରଭାବ

ଭୁବନେଶ୍ୱର: ଓଡ଼ିଶାରେ ପଡ଼ିଛି ଟ୍ରେଡ ୟୁନିୟନ ଦେଇଥିବା ଭାରତ ବନ୍ଦ ପ୍ରଭାବ । ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଥିଲା ଧର୍ମଘଟ । ରାସ୍ତାକୁ ଓହ୍ଲାଇଥିଲେ ବିକ୍ଷୋଭକାରୀ । ପିକେଟିଂ କରି ରାସ୍ତା ଅବରୋଧ କରିଥିଲେ । କେଉଁଠି ଟାୟାର ଜାଳି ରାସ୍ତାରୋକ କରିଥିଲେ । ଚକ ବନ୍ଦ, ଅଖ…

କେନ୍ଦ୍ରୀୟ ଟ୍ରେଡ଼ ୟୁନିଅନ ପକ୍ଷରୁ ଆଜି ଭାରତ ବନ୍ଦ 

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଶ୍ରମିକ, କୃଷକ ଓ ଜନବିରୋଧି ନୀତି ବିରୋଧରେ ମିଳିତ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ଆଜି ଦେଶବ୍ୟାପୀ ଧର୍ମଘଟ କରାଯାଉଛି। ଏହି ବନ୍ଦକୁ ରାଜ୍ୟ କଂ‌ଗ୍ରେସ ମଧ୍ୟ ସମର୍ଥନ କରୁଛି ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତାରେ…

ଭାରତ ବନ୍ଦ ଯୋଗୁଁ ପାରାଦୀପରେ ଅଚଳାବସ୍ଥା; ବନ୍ଦ ରହିଲା ଅଧିକାଂଶ କାରଖାନା

ପାରାଦୀପ: ଦେଶର ୧୦ଟି ଟ୍ରେଡ୍ ୟୁନିଅନ ଓ ୫୪ଟି ସ୍ବାଧିନ ଫେଡେରେସନ ପକ୍ଷରୁ ଦିଆଯାଇଥିବା ୨୪ ଘଣ୍ଟିଆ ଭାରତ ବନ୍ଦ ପାରାଦୀପ ରେ ପାଳିତ ହୋଇଛି। ଦରଦାମ ବୃଦ୍ଧି, ବେକାରୀ ସମସ୍ୟା, ସରକାରୀ ଉଦ୍ୟୋଗକୁ ଘରୋଇକରଣ, ୪୪ ଟି ଶ୍ରମ ଆଇନକୁ ୪ଟି କୋଡରେ ବିଭକ୍ତ କରିବାର ମସୁଧା ପ୍ରଭୁତି ୧୨ ଦଫା…

ଯାଜପୁରରେ ବନ୍ଦର ପ୍ରଭାବ: ଗାଡି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ

ଯାଜପୁର: କେନ୍ଦ୍ର ସରକାରଙ୍କ ବିରୋଧରେ ମିଳିତ କେନ୍ଦ୍ର ଟ୍ରେଡ ୟୁନିୟନ ପକ୍ଷରୁ ଆଜି ଦିନିକିଆ ଭାରତ ବନ୍ଦ ପାଳନ କରାଯିବା ସହ ଧର୍ମଘଟ କରାଯାଇଛି । ଏହାର ପ୍ରଭାବ ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି । ଜିଲ୍ଲା ସଦର ମହକୁମା ଏବଂ ବ୍ୟାସନଗର ପୌରାଞ୍ଚଳ ସମେତ…

‘ଭାରତ ବନ୍ଦ’: ଜାଣନ୍ତୁ, କେଉଁସବୁ ଟ୍ରେନ ଚଳାଚଳ ହେଲା ବାତିଲ

ଭୁବନେଶ୍ୱର: ବିଭିନ୍ନ ଟ୍ରେଡ୍ ୟୁନିୟନ ପକ୍ଷରୁ ଦେଶବ୍ୟାପୀ ବନ୍ଦ ପାଳନ ବେଳେ ରେଳରୋକ ଯୋଗୁଁ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଏହି ରେଳ ଚଳାଚଳରେ ବାଧାପ୍ରାପ୍ତ ଯୋଗୁଁ ଅଧିକାଂଶ ଟ୍ରେନ ବିଭିନ୍ନ ଷ୍ଟେସନରେ ଅଟକି ରହିବା ସହ ବାତିଲ ମଧ୍ୟ ହୋଇଛି । ଜାଣନ୍ତୁ, କେଉଁସବୁ ଟ୍ରେନ୍…