Latest Odisha News

BREAKING NEWS

Browsing Tag

bharat bandh

‘ଭାରତ ବନ୍ଦ’ ଲାଗି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର: ବିଭିନ୍ନ ଟ୍ରେଡ ୟୁନିୟନ୍ ପକ୍ଷରୁ ଦିଆଯାଇଥିବା ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଯୋଗୁଁ ଜନଜୀବନ ଏକପ୍ରକାର ବାଧାପ୍ରାପ୍ତ ହୋଇଛି । ଏହି ବନ୍ଦର ପ୍ରଭାବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦେଖିବାକୁ ମିଳିଛି । ସୁରକ୍ଷା ଦୃଷ୍ଟିକୁ ନଜରରେ ରଖି ରାଜ୍ୟର ୧୫ଟି ଜିଲ୍ଲାରେ ସ୍କୁଲଗୁଡିକୁ…

‘ଭାରତ ବନ୍ଦ’ ଯୋଗୁଁ ରାଜ୍ୟରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ

ଭୁବନେଶ୍ୱର: ବିଭିନ୍ନ ଟ୍ରେଡ୍ ୟୁନିୟନ ପକ୍ଷରୁ ଦେଶବ୍ୟାପୀ ବନ୍ଦ ପାଳନ ବେଳେ ରେଳରୋକ ଯୋଗୁଁ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଏହି ରେଳ ଚଳାଚଳରେ ବାଧାପ୍ରାପ୍ତ ଯୋଗୁଁ ଅଧିକାଂଶ ଟ୍ରେନ ବିଭିନ୍ନ ଷ୍ଟେସନରେ ଅଟକି ରହିଥିବା ଯୋଗୁଁ ଚଳାଚଳ ବନ୍ଦ ରହିଛି । ବନ୍ଦ ଯୋଗୁଁ ରାଜ୍ୟର…

ଟ୍ରେଡ୍ ୟୁନିୟନ ପକ୍ଷରୁ ‘ଭାରତ ବନ୍ଦ’ ଡାକରା; ଜନଜୀବନ ବାଧାପ୍ରାପ୍ତ

ଭୁବନେଶ୍ୱର: ବିଭିନ୍ନ ଟ୍ରେଡ ୟୁନିୟନ୍ ପକ୍ଷରୁ ଦିଆଯାଇଥିବା ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଯୋଗୁଁ ଜନଜୀବନ ଏକପ୍ରକାର ବାଧାପ୍ରାପ୍ତ ହୋଇଛି । ଏହି ବନ୍ଦର ପ୍ରଭାବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦେଖିବାକୁ ମିଳିଛି । ଦେଶରେ ଦରଦାମ ବୃଦ୍ଧି, ବେକାରୀ ସମସ୍ୟା, ସାମାଜିକ ସୁରକ୍ଷା ଭଳି…

ଭାରତ ବନ୍ଦ: ବାଧାପ୍ରାପ୍ତ ହେବ ବ୍ୟାଙ୍କ ସେବା

ନୂଆଦିଲ୍ଲୀ: ଆସନ୍ତାକାଲି କେନ୍ଦ୍ର ଟ୍ରେଡ଼ ୟୁନିୟନ ଦ୍ଵାରା ଦିଆଯାଇଥିବା ଭାରତ ବନ୍ଦ ଡାକରାରେ ବ୍ୟାଙ୍କ ସେବା ବାଧାପ୍ରାପ୍ତ ହେବା ନେଇ ସମ୍ଭାବନା ସୃଷ୍ଟି ହୋଇଛି । ଏହି ବନ୍ଦରେ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ୟୁନିଅନ ସାମିଲ ହେବାର ଇଚ୍ଛା ବ୍ୟକ୍ତ କରିଛନ୍ତି । ତେଣୁ ବ୍ୟାଙ୍କରେ ଟଙ୍କା…

ଜାନୁଆରୀ ୮ ରେ ଭାରତ ବନ୍ଦ ଡାକରାକୁ ରାଜ୍ୟ କଂଗ୍ରେସର ସମର୍ଥନ

ନୂଆଦିଲ୍ଲୀ: କେନ୍ଦ୍ର ଟ୍ରେଡ଼ ୟୁନିଅନ ଆସନ୍ତା ଜାନୁଆରୀ ୮ ତାରିଖରେ ଭାରତ ବନ୍ଦ ଡାକରା ଦେଇଛନ୍ତି । ନିତ୍ୟବ୍ୟବହାର୍ଯ୍ୟ ଜିନିଷର ଦରଦାମ ବୃଦ୍ଧି, ବେରୋଜଗାରୀ ତଥା ନାଗରିକତା ସଂଶୋଧନ ଆଇନ ଆଦିକୁ ’ପ୍ରତିବାଦ କରି ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି ଟ୍ରେଡ଼ ୟୁନିଅନ । ଆଇଏନଟିୟୁସି,…