Latest Odisha News

BREAKING NEWS

Browsing Tag

Bhima Prusti

ଭୀମ ପୃଷ୍ଟି ପାଇଲେ ‘ଅକ୍ଷୟ ସାହିତ୍ୟ ସମ୍ମାନ’

ଭୁବନେଶ୍ୱର : ଓଡ଼ିଶା ସିନେକ୍ରିଟିକ ଆସୋସିଏସନ୍, ସଂସ୍କୃତି ଓ ସଂସ୍କୃତି ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମିଳିତ ସହଯୋଗରେ ଆୟୋଜିତ ସଙ୍ଗୀତ ଜଗତର କିମ୍ବଦନ୍ତୀ ବ୍ୟକ୍ତିତ୍ୱ ଅକ୍ଷୟ ମହାନ୍ତିଙ୍କ ବିଂଶତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଆୟୋଜିତ ଅକ୍ଷୟ ସଙ୍ଗୀତ ସନ୍ଧ୍ୟା…

ଭୀମ ପୃଷ୍ଟି ପାଇବେ ପ୍ରଥମ ‘ବିଭୂତି ପଟ୍ଟନାୟକ ଉପନ୍ୟାସ ସମ୍ମାନ’

ଭୁବନେଶ୍ୱର : ବିଶିଷ୍ଟ ଲେଖକ ଭୀମ ପୃଷ୍ଟି ୨୦୨୧ ମସିହା ପାଇଁ ପ୍ରଥମ 'ବିଭୂତି ପଟ୍ଟନାୟକ ଉପନ୍ୟାସ ସମ୍ମାନ' ପାଇବେ ବୋଲି କାଦମ୍ବିନୀ ମିଡ଼ିଆ ପକ୍ଷରୁ ସୂଚନା ଦିଆଯାଇଛି  । ମାସିକ ସାହିତ୍ୟ ପତ୍ରିକା ‘କାଦମ୍ବିନୀ’ ପକ୍ଷରୁ ଓଡ଼ିଆ କଥା ସାହିତ୍ୟର ବହୁ ଜନପ୍ରିୟ ଲେଖକ ତଥା ଓଡ଼ିଆ ଉପନ୍ୟାସର…