Latest Odisha News

BREAKING NEWS

Browsing Tag

Bhitarkanika

ଭିତରକନିକା ଜାତୀୟ ଉଦ୍ୟାନର ବଦଳିବ ରୂପରେଖ

ରାଜନଗର : ନୂଆ ରୂପରେ ଦେଖିବାକୁ ମିଳିବ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ଭିତରକନିକା ପର୍ଯ୍ୟଟନସ୍ଥଳୀଠାରେ ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ନିମନ୍ତେ ମାଷ୍ଟର୍‌ପ୍ଲାନ୍‌ ପ୍ରସ୍ତୁତ କରୁଛନ୍ତି ରାଜ୍ୟ ସରକାର । ଏଥିପାଇଁ ସରକାର ୨୦୨୧-୨୨ ଆର୍ଥିକ ବର୍ଷରେ ୫୮ କୋଟି ୫୮ ଲକ୍ଷ ୫୩…

ମେ ପହିଲାରୁ ଜୁଲାଇ ୩୧ ଯାଏ ବନ୍ଦ ରହିବ ଭିତରକନିକା

କେନ୍ଦ୍ରାପଡ଼ା: ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ । ମେ ୧ରୁ କେନ୍ଦ୍ରାପଡ଼ା ଜିଲ୍ଲାରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ଜୁଲାଇ ୩୧ ଯାଏ ୩ ମାସ ବନ୍ଦ ରହିବ । ଏହି ସମୟରେ କୁମ୍ଭୀରମାନ ପ୍ରଜନନ କରିଥାନ୍ତା । କୁମ୍ଭୀରମାନେ ଲୁଣିପାଣିରେ ଅଣ୍ଡା ଦେଇଥାନ୍ତି । କୁମ୍ଭୀରମାନଙ୍କୁ…

ଆଜିଠୁ ଆରମ୍ଭ ହେଲା ଭିତରକନିକାରେ କୁମ୍ଭୀର ଗଣନା

ପଟ୍ଟାମୁଣ୍ଡାଇ: ଜାତୀୟ ଉଦ୍ୟାନ ଭିତରକନିକାରେ ଆଜିଠୁ କୁମ୍ଭୀର ଗଣନା ଆରମ୍ଭ ହୋଇଛି। ଏହି ଗଣନା କାର୍ଯ୍ୟ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଚାଲିବା ନେଇ ସୂଚନା ମିଳିଛି। ଏହି ଗଣନା କାର୍ଯ୍ୟରେ କୁମ୍ଭୀର ବିଶାରଦ ଡକ୍ଟର ସୁଧାକର କରଙ୍କ ନେତୃତ୍ବରେ୨୨ଟି ଟିମ୍ ନିୟୋଜିତ ହୋଇଛନ୍ତି। ପ୍ରତି ଟିମ…

ଆସନ୍ତା ୧୯ରୁ ଖୋଲିବ ଭିତରକନିକା, ପର୍ଯ୍ୟଟକ ଏସବୁ ନିୟମ ମାନିବା ଜରୁରୀ

କେନ୍ଦ୍ରାପଡ଼ା: ଭିତରକନିକା ବୁଲିବା ପାଇଁ ଇଚ୍ଛୁକ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଆସନ୍ତା ୧୯ ତାରିଖରୁ ଖୋଲିବ ଜାତୀୟ ପ୍ରାଣୀ ଉଦ୍ୟାନ । ଦର୍ଶକ ପୁଣି ଥରେ ଭିତରକନିକାର ଅପରୂପ ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ । ତେବେ କୋଭିଡ୍ କଟକଣାକୁ କଡ଼ାକଡ଼ି ପାଳନ କରିବାକୁ ପଡ଼ିବ । ଏଥିପାଇଁ…

ପର୍ଯ୍ୟଟକଙ୍କ ଲାଗି ଖୋଲିଲା ଭିତରକନିକା, କୁମ୍ଭୀର ସଂଖ୍ୟା ବୃଦ୍ଧି

କେନ୍ଦ୍ରାପଡା: ଭିତରକନିକା ଜାତୀୟ ଉଦ୍ୟାନ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲାଗଲା । କୁମ୍ଭୀର ଗଣନା ପାଇଁ ଗତ ଡିସେମ୍ବର ୨୬ରୁ ଜାନୁଆରୀ ୪ ତାରିଖ ପର୍ଯ୍ୟନ୍ତ ଭିତରକନିକା ଜାତୀୟ ଉଦ୍ୟାନକୁ ବନ୍ଦ ରଖାଯାଇଥିଲା। ମିଳିଥିବା ସୂଚନାନୁଯାୟୀ ଚଳିତବର୍ଷ ଭିତରକନିକାରେ କୁମ୍ଭୀରଙ୍କ…

ଭିତରକନିକାରେ ବୃଦ୍ଧି ପାଇଲା କୁମ୍ଭୀର ସଂଖ୍ୟା

ରାଜନଗର: କେନ୍ଦ୍ରାପଡାସ୍ଥିତ ଭିତରକନିକା ଜାତୀୟ ଅଭୟାରଣ୍ୟରେ ଥିବା କୁମ୍ଭୀରଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି । ଏହାକୁ ନେଇ ବନ୍ୟପ୍ରାଣୀ ପ୍ରେମୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି । ଚଳିତ ବର୍ଷ କୁମ୍ଭୀର ବସାରୁ ପାଖାପାଖି ୧୦୧ଟି ଅଣ୍ଡା ସଂଗ୍ରହ କରାଯାଇଥିଲାବେଳେ କେବଳ ଗୋଟିଏ ବସାରୁ…