Latest Odisha News

BREAKING NEWS

Browsing Tag

Bhubaneswar Commissionerate Police

ନକଲି ଗୋଦାମ ଉପରେ ପୋଲିସର ଚଢାଉ

ଭୁବନେଶ୍ୱର:  ଭୁବନେଶ୍ୱର ଉପକଣ୍ଠ ହଂସପାଳ ପାଖରେ ଥିବା ଶିବଶକ୍ତିନଗର ଲେନ୍ ୧୫ରେ ଚଢାଉ ବେଳେ ନକଲି ଗୋଦାମ ଠାବ କରିଛି ପାହଳ ପୋଲିସ । ଏହି ଗୋଦାମରେ ନକଲି ଲୁଣ ଓ ସର୍ଫ ଗୁଣ୍ଡକୁ ବ୍ରାଣ୍ଡେଡ କଂପାନୀର ଜରିରେ ଭର୍ତ୍ତି କରାଯାଇ ପ୍ୟାକଂ କରାଯାଉଥିଲା । ଏଠାରୁ ଖେଲା ବଜାରରେ ବିକ୍ରି…

ନିଶା ବେପାରୀ ଚକ୍ରଧର ସାହୁ ଘର ଭାଙ୍ଗିଲା କମିଶନରେଟ ପୋଲିସ

ଭୁବନେଶ୍ୱର: ନିଶା ବେପାରୀ ଚକ୍ରଧର ସାହୁର ଘର ଭାଙ୍ଗିଲା କମିଶନରେଟ ପୋଲିସ । ବୁଧବାର କମିଶନରେଟ ପୋଲିସର ଏକ ସ୍ପେଶାଲ ଟିମ୍ ଇନ୍ଫୋସିଟି ଥାନା ଅଞ୍ଚଳରେ ଚକ୍ରଧରର ଘର ଭାଙ୍ଗିଛନ୍ତି । ଚକ୍ରଧର ସଂପୃକ୍ତ ଘରେ ଦୀର୍ଘ ଦିନ ଧରି ଗଞ୍ଜେଇ, ବ୍ରାଉନସୁଗାର ଏବଂ ଅନ୍ୟାନ୍ୟ ନିଶା ଦ୍ରବ୍ୟ ବେପାର…

ମନିଷଙ୍କୁ ହତ୍ୟା କରିଥିବା ୩ ବନ୍ଧୁ, ପ୍ରମାଣ ନଷ୍ଟ ପାଇଁ ପୋଖରୀରେ ଫିଙ୍ଗିଥିଲେ ମୃତଦେହ

ଭୁବନେଶ୍ୱର: ସାଙ୍ଗ ସାଜିଲେ ହତ୍ୟାକାରୀ । ହୋଟେଲରେ ବିଲକୁ ନେଇ ପାଟିତୁଣ୍ଡ ପରେ ହତ୍ୟା । ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନିଷ ଅନୁରାଗ ମୃତ୍ୟୁ ମାମଲାର ରହସ୍ୟ ଖୋଲିଛି କମିଶନରେଟ ପୋଲିସ । ମନିଷଙ୍କ ୩ ଜଣ ସାଙ୍ଗଙ୍କୁ ଗିରଫ କରାଯାଇଛି । ସେମାନେ ହେଲେ ଅମ୍ରିତ ପ୍ରୀତମ୍, ଦୀନେଶ…

୧୯୯୯ ବାରଙ୍ଗ ଗଣଦୁଷ୍କର୍ମ ମାମଲା: ୨୨ବର୍ଷ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ୨୨ବର୍ଷ ତଳର ବହୁ ଚର୍ଚ୍ଚିତ ଗଣଦୁଷ୍କର୍ମ ମାମଲାରେ ପୋଲିସକୁ ବଡ଼ ସଫଳତା । ୧୯୯୯ ବାରଙ୍ଗ ଗଣଦୁଷ୍କର୍ମ ମାମଲାରେ ଧରାପଡ଼ିଲା ମୁଖ୍ୟ ଅଭିଯୁକ୍ତ । ଘଟଣାର ୨୨ବର୍ଷ ପରେ ତାକୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ । ମୁଖ୍ୟ ଅଭିଯୁକ୍ତ ବିବନ ଓରଫ…

ବନ୍ଦ ପାଳନ ବେଳେ ଛାତ୍ର କଂଗ୍ରେସ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି

ଭୁବନେଶ୍ୱର: କଂଗ୍ରେସର ବନ୍ଦ ପାଳନ ବେଳେ ଛାତ୍ର କଂଗ୍ରେସ ଓ ପୁଲିସ ମଧ୍ୟରେ ଧସ୍ତାଧସ୍ତି । ଲୋକସେବା ଭବନକୁ ଘେରାଉ ପାଇଁ ଯାଉଥିବା ବେଳେ ପୁଲିସ ବ୍ୟାରିକେଡ କରି ଅଟକାଇବାକୁ ଏହି ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା । ଛାତ୍ର କଂଗ୍ରେସ ସଭାପତିଙ୍କ ନେତୃତ୍ୱରେ କଂଗ୍ରେସ ଭବନରୁ ଏକ…

ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣାରେ ୨ଜଣ ଅଟକ, କ୍ରାଇମ ସିନ୍ ରି-କ୍ରିଏସନ୍ କରିବ ପୋଲିସ

ଭୁବନେଶ୍ୱର: ରାଜଧାନୀରୁ ମୁଣ୍ଡ ବିହୀନ ମହିଳାଙ୍କ ମୃତଦେହ ମିଳିବା ଘଟଣାରେ ପୋଲିସକୁ ମିଳିଲା ବଡ଼ ସୁରାକ । ସାତ ଦିନ ପରେ ଘଟଣାର ରହସ୍ୟ ଖୋଲୁଛି । ହତ୍ୟାକାଣ୍ଡ ଘଟଣାରେ ପୋଲିସ ଦୁଇ ଜଣଙ୍କୁ ଅଟକ ରଖିଛି । କଟାମୁଣ୍ଡ ଠାବ ପାଇଁ ସେମାନଙ୍କ ପଚରାଉଚରା ଜାରି ରଖିଛି ପୋଲିସ । ମୃତ ମହିଳାଙ୍କ…

ରାଜଧାନୀର ବସ୍ତିକୁ ଅପରାଧ ମୁକ୍ତ କରିବା ପାଇଁ କମିଶନରେଟ ପୋଲିସର ବସ୍ତିକୁ ଚାଲ ଅଭିଯାନ

ଭୁବନେଶ୍ୱର: ନୂଆବର୍ଷରେ କମିଶରେଟ ପୋଲିସର ନୂଆ ଯୋଜନା । ବସ୍ତିକୁ ଅପରାଧ ମୁକ୍ତ କରିବା ପାଇଁ ନୂଆ ପଦକ୍ଷେପ । ପୋଲିସର ବସ୍ତିକୁ ଚାଲ ଅଭିଯାନ । ବସ୍ତିକୁ ଜଗିବ ପୋଲିସ । ରାଜଧାନୀର ବିଭିନ୍ନ ବସ୍ତିରେ ରାଜ୍ୟ ବାହାରର ଅପରାଧୀ ଭଡ଼ା ଘରେ ରହୁଛନ୍ତି । ଏଠାରେ ଲୁଚୁଛନ୍ତି । ଏହାକୁ ରୋକିବା…