Latest Odisha News

BREAKING NEWS

Browsing Tag

Bhubaneswar corona positive

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୮୨୩ କରୋନା ଆକ୍ରାନ୍ତ

ଭୁବନେଶ୍ବର : ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ଆଉ ୮୨୩ କରୋନା ପଜିଟିଭ୍ । କ୍ବାରେଣ୍ଟାଇନରୁ ୧୫୦ ଜଣ ଥିବା ବେଳେ, ୬୭୩ ଜଣ ଲୋକାଲ୍‌ କେସ୍‌ । ସେହିପରି ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୭୦୯ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର…

ଭୁବନେଶ୍ବରରୁ ଆଉ ୧୦୪୪ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବର ପାଲଟିଛି କରୋନା ହଟସ୍ପଟ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ, ଆଜି ଚିହ୍ନଟ ହୋଇଛନ୍ତି ୧୦୪୪ ପଜିଟିଭ୍ । କ୍ବାରେଣ୍ଟାଇନରୁ ୨୧୯ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୮୨୫ । ସେହିପରି ଭୁବନେଶ୍ବର ଅଞ୍ଚଳରୁ ସୁସ୍ଥ ହୋଇଛନ୍ତି ୪୪୭ ଜଣ…

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୭୭୩ ପଜିଟିଭ୍

ଭୁବନେଶ୍ବର : ମହାମାରୀ କରୋନାର ଦ୍ବିତୀୟ ଲହରକୁ ନେଇ ସାରା ରାଜ୍ୟରେ ଆତଙ୍କ । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୭୭୩ ଜଣ ସଂକ୍ରମିତ । କ୍ବାରେଣ୍ଟାଇନରୁ ୧୪୦ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୬୩୨ । ସେହିପରି ଭୁବନେଶ୍ବରରୁ…

ଭୁବନେଶ୍ବରରୁ ୭୦୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ମହାମାରୀ କରୋନାକୁ ନେଇ ହଟସ୍ପଟ ପାଲଟିଛି ରାଜଧାନୀ ଭୁବନେଶ୍ବର । ଦିନକୁ ଦିନ ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ଚିହ୍ନଟ ହୋଇଛନ୍ତି ୭୦୮ ପଜିଟିଭ୍ । କ୍ବାରେଣ୍ଟାଇନରୁ ୧୫୧ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୫୫୭ । ସେହିପରି ଆଜି ବିଏମସି ଅଞ୍ଚଳରୁ ସୁସ୍ଥ…

ଭୁବନେଶ୍ବରରୁ ଆଉ ୬୮୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମଣ ବଢୁଥିବାରୁ ଲୋକଙ୍କ ମନରେ ଛନକା ପଶିଲାଣି । ସାରା ରାଜ୍ୟରେ ଦେଖାଦେଲାଣି ଏକ ପ୍ରକାର ଭୟ । ରାଜ୍ୟରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ, ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୬୮୩ ପଜିଟିଭ୍ । କ୍ବାରେଣ୍ଟାଇନରୁ…

ଭୁବନେଶ୍ବରରୁ ୭୪୫ ପଜିଟିଭ୍ ଚିହ୍ନଟ, ୩୯୯ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଏବେ ଉପରମୁହାଁ କରୋନା ସଂକ୍ରମଣ । ଆକ୍ରାନ୍ତ ବଢୁଥିବା ବେଳେ ଏବେ ପ୍ରଶାସନର ଚିନ୍ତା ବି ବଢ଼ିଲାଣି । ଏହି କ୍ରମରେ ଆଜି ରାଜଧାନୀ ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୭୪୫ ଜଣ ପଜିଟିଭ୍ । କ୍ବାରେଣ୍ଟାଇନରୁ ୧୪୭ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୫୯୮ । ତେବେ ଆଜି…

ଭୁବନେଶ୍ବରରୁ ଚିହ୍ନଟ ହେଲେ ୫୯୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ରେକର୍ଡ ଭାଙ୍ଗିଥିବା ବେଳେ, ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୫୯୦ ଜଣ ଆକ୍ରାନ୍ତ । କ୍ବାରେଣ୍ଟାଇନରୁ ୧୩୦ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୪୬୦ । ସେହିପରି ଭୁବନେଶ୍ବରରୁ ଆଜି ସୁସ୍ଥ ହୋଇଛନ୍ତି ୧୩୯ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି…

ଭୁବନେଶ୍ବରରୁ ଚିହ୍ନଟ ହେଲେ ୪୭୬ କରୋନା ପଜିଟିଭ୍

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ବ୍ୟାପୁଥିବା ବେଳେ, ଆଜି ରାଜଧାନୀ ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୪୭୬ ଜଣ ପଜିଟିଭ୍ । କ୍ବାରେଣ୍ଟାଇନରୁ ୮୮ ଜଣ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମଣ ୩୮୮ ଜଣ ଅଛନ୍ତି । ସେହିପରି ୧୪୦ ଜଣ ସୁସ୍ଥ ହୋଇଥିବା ନେଇ ଟ୍ବିଟ୍ କରି…

ଭୁବନେଶ୍ବରରୁ ୫୮୧ କରୋନା ପଜିଟିଭ୍ ଚିହ୍ନଟ, ୨୦୪ ସୁସ୍ଥ

ଭୁବନେଶ୍ବର : ସାରା ରାଜ୍ୟରେ ଏବେ ଉପରମୁହାଁ କରୋନା ସଂକମ୍ରଣ । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ପ୍ରଶାସନ ବି ଦେଖାଇଲାଣି ତତ୍ପରତା । ଏହି କ୍ରମରେ ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୫୮୧ କରୋନା ଆକ୍ରାନ୍ତ । କ୍ବାରେଣ୍ଟାଇନରୁ ୧୧୧ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୪୭୦ ।…

ଭୁବନେଶ୍ବରରୁ ୩୩୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢୁଥିବା ବେଳେ, ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୩୩୮ ଜଣ କରୋନା ଆକ୍ରାନ୍ତ । ସ୍ଥାନୀୟ ଅଞ୍ଚଳରୁ ୨୯୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ, କ୍ବାରେଣ୍ଟାଇନରୁ ୪୮ ଜଣ ପଜିଟିଭ୍ ଅଛନ୍ତି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ବିଏମସି…