Latest Odisha News

BREAKING NEWS

Browsing Tag

Bhubaneswar Corona

ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୫୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : ସାରା ରାଜ୍ୟରେ ଏବେ ଚିନ୍ତା ବଢ଼ାଇଲାଣି କରୋନା ଭୂତାଣୁ । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ସଜାଗ ହେଲାଣି ପ୍ରଶାସନ । ରାଜ୍ୟରେ ୧୩ଶହ ମୁହାଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୧୫୦ ସଂକ୍ରମିତ । ସେମାନଙ୍କ ମଧ୍ୟରୁ ୩୩ ଜଣ…

ଆଜି ଭୁବନେଶ୍ବରରୁ ୧୦୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଏବ ଉପରମୁହାଁ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ସାରା ରାଜ୍ୟରୁ ୮୭୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ରାଜଧାନୀ ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୧୦୮ ଜଣ ପଜିଟିଭ୍ । ଏମାନଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୨୦ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୮୮ । ଏନେଇ…

ଭୁବନେଶ୍ୱରରୁ ୧୧୧ କରୋନା ସଂକ୍ରମିତ ଚିହ୍ନଟ, ୪୯ ଲୋକାଲ୍ କେସ୍

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୧୧୧ ଜଣ ନୂଆ କରୋନା ଆକ୍ରାନ୍ତ । ସେମାନଙ୍କ ଭିତରେ ୬୨ ଜଣ କ୍ୱାରେଣ୍ଟାଇନରୁ ଓ ଲୋକାଲ୍ କେସ ସଂଖ୍ୟା ୪୯ । Update on newly detected & cured #COVID19 cases in the last 24 hrs…

କରୋନା ରୋଗୀଙ୍କ ପାଇଁ ଭୁବନେଶ୍ୱରରେ ଆଉ ୮୫୦ ବେଡ୍ ବ୍ୟବସ୍ଥା

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ବେଡ୍ ଚିନ୍ତା ନାହିଁ । ହାଇଟେକ୍ ମେଡିକାଲ କଲେଜ ଓ ହସ୍ପିଟାଲରେ ବିଏମସି ସହଭାଗିତାରେ ଖୋଲିବ ୫୫୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ । ସେହିପରି ଆଦିତ୍ୟ-ଅଶ୍ୱିନୀ ହସ୍ପିଟାଲରେ କରୋନା ରୋଗୀଙ୍କ…

ଭୁବନେଶ୍ୱରରେ ବଢୁଛି, ଖୋର୍ଦ୍ଧା ଲଢୁଛି

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ମୁଣ୍ଡ ବିନ୍ଧାର କାରଣ ହେଲାଣି କରୋନା ସଂକ୍ରମଣ । ପ୍ରତିଦିନ କେସ୍ ବଢୁଛି । ଗତ ୨୪ ଘଣ୍ଟାରେ ୧୫୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ୧ ହଜାର ୭୪୪କୁ ବୃଦ୍ଧି ପାଇଛି ପଜିଟିଭ୍ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ଖୋର୍ଦ୍ଧାରୁ ଯେତିକି ଭୂତାଣୁ…