Latest Odisha News

BREAKING NEWS

Browsing Tag

Bhubaneswar Court

କୋର୍ଟରୁ ଫେରାର ଦୋଷୀ; ପୋଲିସ ଆଗରେ ମାରିଲା ଚମ୍ପଟ

ଭୁବନେଶ୍ୱର: ଜଣେ ନିଶା ବେପାରୀ ଏନଡିପିଏସ ଆକ୍ଟରେ ତାକୁ ୧୦ ବର୍ଷ ଦଣ୍ଡାଦେଶ ଶୁଣି ପୋଲିସ କବଳରୁ ଖସିଯାଇଛି । ଶନିବାର ଭୁବନେଶ୍ୱର ଏଡିଜେ କୋର୍ଟରେ ଶୁଣାଣି ବେଳେ ସୁରକ୍ଷା ବଳୟ ଭିତରୁ ଚମ୍ପଟ ମାରିଛି ଦୋଷୀ ପ୍ରମାଣିତ ବିଜୟ କୁମାର ମାଣିଆ । ଏବେ ପୋଲିସର ଚିନ୍ତା ବଢ଼ିଯାଇଛି । କୋର୍ଟ…

ରାଜଧାନୀରେ କରୋନା ଆତଙ୍କ, ସିଲ୍ ହେଲା କୋର୍ଟ ପରିସର

ଭୁବନେଶ୍ୱର: ଧିରେଧିରେ କରୋନା ସଂକ୍ରମଣ ପୁଣିଥରେ କାୟା ବିସ୍ତାର କରିବାରେ ଲାଗିଛି । ଏହି ଧାରାରେ ରାଜଧାନୀ ସ୍ଥିତ କୋର୍ଟରେ ୧୫ଜଣ କର୍ମର୍ଚାରୀ କରାନା ସଂକ୍ରମିତଙ୍କ ଚିହ୍ନଟ ହେବା ପରେ ବିଏମ୍‌ସି କୋର୍ଟ ପରିସରକୁ ସିଲ୍ କରିଛି । ଆସନ୍ତା ୨୭ ତାରିଖରେ ବିଏମ୍‌ସି ସମସ୍ତ କର୍ମଚାରୀଙ୍କର…

ଭୁବନେଶ୍ୱର କୋର୍ଟର କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର କୋର୍ଟର ସବ ଇନସ୍ପେକ୍ଟର(ସିଏସ୍‌ଆଇ) କାର୍ଯ୍ୟାଳୟର ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଗତକାଲି ରାତିରୁ ଆରମ୍ଭ ହୋଇଥିବା ବିଶୋଧନ କାମ ନ ସରିବା ଯାଏଁ କୋର୍ଟ କାର୍ଯ୍ୟକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜରୁରୀ ମାମଲାର ଶୁଣାଣି ଥିଲେ…