Latest Odisha News

BREAKING NEWS

Browsing Tag

Bhubaneswar MP

ଅବୈଧ ବାଲି ଉଠାଣକୁ ନେଇ ସରକାରଙ୍କ ଉପରେ ବର୍ଷିଲେ ଅପରାଜିତା

ଭୁବନେଶ୍ୱର: ଜନ ପ୍ରତିନିଧିଙ୍କ କଥା ଶୁଣୁ ନାହାନ୍ତି ବାବୁ । ସାଂସଦଙ୍କୁ ହେୟଜ୍ଞାନ କରୁଛି ଜିଲ୍ଲା ପ୍ରଶାସନ । ଜୟଦେବ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୁଆଖାଇ ଏବଂ କୁସଭଦ୍ରା ନଦୀ ପଠାରୁ ବେଆଇନ୍ ବାଲି ଉଠାଣକୁ ନେଇ ପୁଣି ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ।…

ଜ୍ୟୋତିପ୍ରକାଶଙ୍କ ପରିବାରକୁ ଭେଟିଲେ ଅପରାଜିତା ଷଡ଼ଙ୍ଗୀ, ସାନ ଭାଇର ପାଠପଢ଼ା ଦାୟିତ୍ୱ ନେବାକୁ ପ୍ରତିଶ୍ରୁତି

ଭୁବନେଶ୍ୱର: ଡ୍ରେନରେ ଭାସି ଯାଇ ପ୍ରାଣ ହରାଇଥିବା ରାଜଧାନୀର ଜ୍ୟୋଜିପ୍ରକାଶ ବେହେରାଙ୍କ ପରିବାରକୁ ଭେଟିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ଏଥିସହ ଜ୍ୟୋତିପ୍ରକାଶଙ୍କ ସାନ ଭାଇକୁ ସାଂସଦ କୋଟାରେ କେନ୍ଦ୍ରୀୟ ବିଦ୍ୟାଳୟରେ ନାଁ ଲେଖାଇ ଦ୍ୱାଦଶ ଯାଏ…

ଓଡ଼ିଶା ମାଗଣା କରୋନା ଟିକା ଦେବାକୁ ପୁଣି ଦାବି କଲେ ସାଂସଦ ଅପରାଜିତା

ଭୁବନେଶ୍ୱର: ମେ’ ୧ରୁ ଦେଶରେ ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ କରୋନା ଟିକାକରଣ ଆରମ୍ଭ ହେବ । ଏହା ପୂର୍ବରୁ ଏକାଧିକ ରାଜ୍ୟ ମାଗଣା ଟିକା ଦେବାକୁ ଘୋଷଣା କରି ସାରିଛନ୍ତି । ଘୋଷଣା ସହ ୟୁପି ସରକାର କୋଭାକ୍ସିନର ୫୦ ଲକ୍ଷ ଡୋଜ୍ ଏବଂ କୋଭିସିଲ୍ଡର ୫୦ ଲକ୍ଷ ଡୋଜ୍ ଟିକା ଅର୍ଡର ମଧ୍ୟ…

ବର୍ଦ୍ଧିତ ହୋଲ୍ଡିଂ ଟ୍ୟାକ୍ସ ସ୍ଥଗିତ ପଦକ୍ଷେପକୁ ନେଇ ଖୁସି ବ୍ୟକ୍ତ କଲେ ସାଂସଦ ଅପରାଜିତା

ଭୁବନେଶ୍ୱର: ଭୁବନେଶ୍ୱରରେ ରାଜ୍ୟ ସରକାର ବର୍ଦ୍ଧିତ ହୋଲ୍ଡିଂ ଟ୍ୟାକ୍ସ ସ୍ଥଗିତ ରଖିବା ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ । ଏକ ଟ୍ୱିଟରେ ସେ ଲେଖିଛନ୍ତି ଯେ, ଏହା ଭୁବନେଶ୍ୱରର ଲୋକଙ୍କ ମିଳିତ ଉଦ୍ୟମ । ଏଥି ସହ ସେ ଲେଖିଛନ୍ତି ଯେ, 'ଭୁବନେଶ୍ୱରବାସୀଙ୍କ…

ମଗାଣା ନୁହେଁ, ଅନ୍ନପୂର୍ଣ୍ଣା ଯୋଜନାରେ ୧ ଟଙ୍କାରେ ଖାଦ୍ୟ: ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର: ଅନ୍ନପୂର୍ଣ୍ଣା ଯୋଜନାରେ ଲୋକଙ୍କୁ ମାଗଣାରେ ଖାଦ୍ୟ ଦିଆଯିବ ନାହିଁ । ଏଥିପାଇଁ ୧ ଟଙ୍କା ଦେବାକୁ ପଡ଼ିବ । ଏନେଇ ଆଜି ସୂଚନା ଦେଇଛନ୍ତି ସାଂସଦ ଅପରାଜିତ ଷଡଙ୍ଗୀ । ଗତକାଲି ବିଏମସି ପକ୍ଷରୁ ଭୁବନେଶ୍ୱରରେ ରାସ୍ତାକଡ଼ରେ ରହୁଥିବା ବାସହରାଙ୍କୁ ଖାଦ୍ୟ ବଣ୍ଟନ ଉପରେ କଟକଣା ଲଗାଇବା…