ଆଜିଠୁ ରାଜଧାନୀରେ ତୃତୀୟ ପର୍ଯ୍ୟାୟ ସେରୋ ସର୍ଭେ
ଭୁବନେଶ୍ୱର: ଆଜିଠୁ ରାଜଧାନୀରେ ତୃତୀୟ ପର୍ଯ୍ୟାୟ ସେରୋଲୋଜିକାଲ୍ ସର୍ଭେ । ଆସନ୍ତା ୧୮ ତାରିଖ ଯାଏ ତିନି ଦିନ ଚାଲିବ ସର୍ବେକ୍ଷଣ । ସେରୋ ସର୍ଭା ପାଇଁ ଗଠନ କରାଯାଇଛି ୫ ଟିମ୍ । ସେମାନେ ୨୫ଟି ୱାର୍ଡକୁ ଯାଇ ରକ୍ତ ନମୁନା ସଂଗ୍ରହ କରି ଆଣ୍ଟିବଡି ପରୀକ୍ଷା କରିବେ ।
ଆରଏମଆରସି ସହଯୋଗରେ…