ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷ
ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଆଜି ଠାରୁ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ୨୦ ଓ ୨୧ ତାରିଖରେ ଉପକୂଳ ଓ ପଶ୍ଚିମ ଓଡ଼ିଶା କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା…