Latest Odisha News

BREAKING NEWS

Browsing Tag

Bhubaneswar Weather Office

ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷ

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଠାରୁ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ୨୦ ଓ ୨୧ ତାରିଖରେ ଉପକୂଳ ଓ ପଶ୍ଚିମ ଓଡ଼ିଶା କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା…

ମୈାସୁମୀ ଛୁଇଁଲା ଓଡ଼ିଶା

ଭୁବନେଶ୍ବର:  ମୈାସୁମୀ ଛୁଇଁଛି ଓଡ଼ିଶା । ଏବେ ଅନେକ ସ୍ଥାନରେ  ବର୍ଷା ହେଉଛି ।   ପ୍ରଥମେ ଦକ୍ଷିଣ ଓଡ଼ିଶା ଛୁଇଁଛି । ଆଇଏମଡି ପୂର୍ବାନୁମାନ ଅନୁସାରେ ଆସନ୍ତା ୫ ଦିନ ଓଡ଼ିଶାରେ ବର୍ଷା ବଢ଼ିବ । ଦକ୍ଷିଣ ପଶ୍ଚିମ ମୈାସୁମୀ ଦକ୍ଷିଣ ଓଡିଶାର କିଛି ଅଂଶରେ ପହଞ୍ଚିଛି ବୋଲି ଭାରତ ପାଣିପାଗ ବିଭାଗ…

୧୮ରୁ ପୁଣି ବର୍ଷିବ!!

ଭୁବନେଶ୍ୱର: ଭାରତ ପାଣିପାଗ ବିଭାଗ (ଆଇଏମଡି) ଓଡିଶା ପାଇଁ ପ୍ରବଳ ବର୍ଷା ସତର୍କ ସୂଚନା ଜାରି କରିଛନ୍ତି । ରାଜ୍ୟ ସରକାର ବୁଧବାର ଜିଲ୍ଲା କଲେକ୍ଟରମାନଙ୍କୁ ଅଧିକ ସଜାଗ ରହିବାକୁ କହିଛନ୍ତି। ଏକ ଚିଠିରେ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ପ୍ରଦୀପ କୁମାର ଜେନା କଲେକ୍ଟରମାନଙ୍କୁ…

ଆସନ୍ତା ୩ ଦିନ ମଧ୍ୟରେ ପ୍ରବଳ ବର୍ଷା ଆଶଙ୍କା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଅଶଙ୍କା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ଜିଲ୍ଲାଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ,…