Latest Odisha News

BREAKING NEWS

Browsing Tag

Bhubaneswar

ରାଜଧାନୀରେ ଡେଙ୍ଗୁ ନେଲା ପୂର୍ବତନ ପୋଲିସ ଅଧିକାରୀଙ୍କ ଜୀବନ

ଭୁବନେଶ୍ୱର: ବର୍ଷା ଋତୁ ଆରମ୍ଭ ପୂର୍ବରୁ ରାଜଧାନୀରେ ଡେଙ୍ଗୁ ଜଣଙ୍କ ଜୀବନ ନେଇଛି । ସୂଚନା ଅନୁସାରେ, ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଜଣେ ପୂର୍ବତନ ପୋଲିସ ଅଧିକାରୀ । ପୂର୍ବତନ ଅତିରିକ୍ତ ଡିସିପି ଶୁଭ୍ରାଂଶୁ ସେଠୀ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।…

କେନ୍ଦ୍ରାପଡ଼ା ସୁପାରି କିଲର ଜଟଣୀରୁ ଗିରଫ; ସୁନ୍ଦରପଦାର ସନ୍ତୋଷ ମାର୍ଥା ମାଷ୍ଟରମାଇଣ୍ଡ

ଭୁବନେଶ୍ୱର: ଫିଲ୍ମ ଷ୍ଟାଇଲରେ ହତ୍ୟା କରିବାକୁ ଆସି ପୋଲିସ ହାବୁଡ଼ରେ ପଡ଼ିଛନ୍ତି ସୁପାରି କିଲର । କେନ୍ଦ୍ରାପଡ଼ାରୁ ଦୁଇ ଜଣ ସୁପାରି କିଲର ସାଙ୍ଗରେ ୭ ଏମଏମ ବନ୍ଧୁକ ଧରି ବାଇକରେ ଜଟଣୀ ପହଞ୍ଚିଥିଲେ । ହେଲେ ଠିକ୍ ସମୟରେ ପୋଲିସ ଧରି ପକେଇ ସବୁ ଭଣ୍ଡୁର୍ କରିଦେଲା । ମଙ୍ଗଳବାର ବିଳମ୍ବିତ…

ବିମାନବନ୍ଦରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଯାଞ୍ଚ କଲେ ଅଗ୍ନିଶମ ଡିଜି

ଭୁବନେଶ୍ୱର: ବିମାନବନ୍ଦରରେ ନିଆଁ ଲାଗିଲେ କଣ ହେବ ? ତୁରନ୍ତ ସମସ୍ତଙ୍କୁ ଉଦ୍ଧାର କରାଯାଇ ପାରିବ ତ ? ନିଆଁ ଲିଭାଇବା ପାଇଁ କଣ ରହିଛି ବ୍ୟବସ୍ଥା ? ଭୁବନେଶ୍ୱର ବିମାନବନ୍ଦରରେ ଏସବୁର ଅନୁଧ୍ୟାନ କରିଛନ୍ତି ଅଗ୍ନିଶମ ଡିଜି ଏସ୍.କେ ଉପାଧ୍ୟାୟ । ଏୟାରପୋର୍ଟ ନିର୍ଦ୍ଦେଶକଙ୍କ ଉପସ୍ଥିତିରେ…

ରାଜଧାନୀରେ ପୁଣି ଫୁଟିଲା ବୋମା

ଭୁବନେଶ୍ୱର: ଅଶାନ୍ତ ହୋଇପଡ଼ିଛି ରାଜଧାନୀ । ଭୁବନେଶ୍ୱରରେ ପୁଣି ଫୁଟିଲା ବୋମା । ଗତକାଲି ବିଳମ୍ବିତ ରାତିରେ ପଳାଶୁଣୀ ଜଗନ୍ନାଥ ବିହାରରେ ଥିବା ନିର୍ମାଣାଧୀନ ଆପାର୍ଟମେଣ୍ଟ ଉପରେ ବୋମାମାଡ଼ କରିଛନ୍ତି ଦୁର୍ବୃତ୍ତ । ସେମାନେ ୩ଟି ବୋମା ମାଡ଼ କରିଥିବା ସୂଚନା ମିଳିଛି । ତେବେ ଏଥିରେ କାହାର…

ଭୁବନେଶ୍ୱରରେ ଫାଙ୍କା ଗୁଳି; ଲୋକେ ଆତଙ୍କିତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଅତି ଗୁରୁତ୍ୱପୂର୍ଣ୍ଣ ଅଞ୍ଚଳ ନୟାପଲ୍ଲୀରେ ମଙ୍ଗଳବାର ସଂଧ୍ୟାରେ ଫୁଟିଛି ଗୁଳି । କେହି ଏଥିରେ ମୃତାହତ ହୋଇନାହାନ୍ତି । କେବଳ ଫାଙ୍କା ଗୁଳି ଚାଳନା ହୋଇଥିବା କମିଶନରେଟ ପୋଲିସ୍ ସୂଚନା ଦେଇଛି । ଘଟଣାସ୍ଥଳରେ ଡିସିପି ପ୍ରତୀକ ସିଂ ପହଞ୍ଚି ତଦନ୍ତ…

ଭୁବନେଶ୍ୱରରୁ ୯ ଲୁଟେରା ଗିରଫ, ୩୬ ମୋବାଇଲ୍ ଜବତ

ଭୁବନେଶ୍ୱର: ବିଗତ କେଇ ସପ୍ତାହ ଭିତରେ ରାଜଧାନୀ ଭୁବନେଶ୍ୱରରେ ବଢ଼ିଥିଲା ମୋବାଇଲ୍ ଲୁଟ୍ । ରାସ୍ତାରୁ ଝାମ୍ପୁଥିଲେ ଲୁଟେରା । ରାତି ନୁହେଁ କି ସଂଧ୍ୟା ନୁହେଁ । ଦିନ ଦି ପ୍ରହରରେ ବି ଟାଣି ନେଉଥିଲେ ମୋବାଇଲ୍ ଆଉ ସୁନା ଚେନ୍ । ତେବେ ରବିବାର ଧରାପଡ଼ିଛନ୍ତି ୯ ଲୁଟେରା । କମିଶନରେଟ…

ପ୍ରଥମ ସାତ ସ୍ମାର୍ଟ ସିଟି ରେ ଭୁବନେଶ୍ୱର

ଭୁବନେଶ୍ୱର: ଶହେ ସ୍ମାର୍ଟ ସିଟି ଭିତରେ ପ୍ରଥମ ସାତଟି ରେ ସ୍ଥାନ ପାଇଛି ଭୁବନେଶ୍ୱର। ଦେଶରେ ଖୁବ୍ ଶୀଘ୍ର ଘୋଷଣା ହେବାକୁ ଯାଉଛି ପ୍ରଥମପର୍ଯ୍ଯାୟ ର ସାତ ସ୍ମାର୍ଟ ସିଟି। ୨୦୧୫ ରେ ସ୍ମାର୍ଟ ସିଟି ପାଇଁ ଚୟନ ହୋଇଥିବା ସହର ଗୁଡିକ ଭିତରେ ଭିତ୍ତିଭୂମି ଭୁବନେଶ୍ୱର ର ସ୍ଥାନ ପ୍ରଥମ ଥିଲା।…

ଭୁବନେଶ୍ୱରରେ ପ୍ରଥମ ଟାଇବକ୍ସ ପ୍ରତିଯୋଗିତା

ଭୁବନେଶ୍ୱର: ଆସନ୍ତା ମେ ୧ ରେ ପ୍ରଥମ କରି ରାଜ୍ୟସ୍ତରୀୟ ଟାଇବକ୍ସ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି । ବୁଦ୍ଧେଶ୍ୱରୀ କଲୋନୀ କମ୍ପ୍ଲେକ୍ସ ସେଣ୍ଟର୍ ଠାରେ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତରେ ବିଭିନ୍ନ ଜିଲ୍ଲାରୁ ୩୦୦ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ ଭାଗନେବେ। ଟାଇବକ୍ସ ଏକ ସାମରିକ…

ବିଜେପିର ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡ, ସନ୍ଦେହ ଘେରରେ ଡକ୍ଟରେଟ ଶିକ୍ଷାଗତ ଯୋଗ୍ୟତା

ଭୁବନେଶ୍ୱର: ସରିଛି ପ୍ରଚାର, ଏବେ ଅନ୍ଧାରି ବିଜେର ସମୟ । ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନ ପାଇଁ ପଡିବ ଭୋଟ୍ । କିନ୍ତୁ ପ୍ରଚାର ବେଳେ ବିଜେପିର ଭୁବନେଶ୍ୱର ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡଙ୍କ ଶିକ୍ଷାଗତ ଯୋଗ୍ୟତା ଏବେ ସନ୍ଦେହ ଘେରକୁ ଆସିଛି । ସୁନୀତି ତାଙ୍କ ନାଁ ପୂର୍ବରୁ…

ଦିନ ଦ୍ୱିପ୍ରହରରେ ଫାୟାରିଂ କରି ଦୋକାନରୁ ସୁନା ଲୁଟି ଚମ୍ପଟ

ଭୁବନେଶ୍ୱର: ପୁଣି ରାଜଧାନୀରେ ମାତିଲେ ଲୁଟେରା । ଦିନ ଦ୍ୱିପ୍ରହରରେ ଗୁଳି ଚଳାଇ ଦୋକାନରୁ ଲୁଟିନେଲେ ଲକ୍ଷାଧୀକ ଟଙ୍କାର ସୁନା । ପରେ ଫାୟାରିଂ କରି ଘଟଣାସ୍ଥଳରୁ ଚମ୍ପଟ ମାରିଲେ । ଏଭଳି ଘଟଣା ଘଟିଛି ଭୁବନେଶ୍ୱର ଯାଆଁଳାରେ । ସୂଚନା ଅନୁସାରେ, ଆଜି ମଧ୍ୟାହ୍ନରେ ଯାଆଁଳାରେ ଥିବା ସାଗରିକା…