Latest Odisha News

BREAKING NEWS

Browsing Tag

Bhubaneswar

ଆଜିଠୁ ଭୁବନେଶ୍ୱରରେ ଖୋଲିଲା ସବୁ ଧର୍ମାନୁଷ୍ଠାନ

ଭୁବନେଶ୍ୱର: ଆଜିଠୁ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଖୋଲିଛି ସବୁ ଧର୍ମାନୁଷ୍ଠାନ । କୋଭିଡ୍ କଟକଣାରେ ଖୋଲିବାକୁ ଅନୁମତି ମିଳିଥିଲା । ତେବେ ଆଜି ଲିଙ୍ଗରାଜ ମନ୍ଦିର ଖୋଲିନାହିଁ । ଲିଙ୍ଗରାଜ ମନ୍ଦିର ସେପ୍ଟେମ୍ବର ୧ ତାରିଖରୁ ସର୍ବସାଧାରଣ ଦର୍ଶନ ପାଇଁ ଖୋଲିବ । କୋଭିଡ୍ ନିୟମ ମାନି…

ଭୁବନେଶ୍ୱରରେ ଫାର୍ମ ହାଉସ ପୋଖରୀରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ପରେ ଖୋଳତାଡ

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ଭୁବନେଶ୍ୱରର ଏକ ଫାର୍ମ ହାଉସରୁ ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି । ନନ୍ଦନକାନନ ଥାନା ଅଞ୍ଚଳରେ ଥିବା ଫାର୍ମ ହାଉସରୁ ମିଳିଛି ମରଶରୀର । ସନ୍ଦେହଜନକ ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଆଜି ପୋଲିସ ଉଦ୍ଧାର କରିବା ପରେ ତନାଘନା ଆରମ୍ଭ ହୋଇଛି । ମୃତକ…

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଇଁ ଫୁଲଡ୍ରେସ୍ ରିହରସାଲ୍, ସାମିଲ ହେଲେ ୩ଟି ଟ୍ରୁପ୍‌

ଭୁବନେଶ୍ୱର: ଚଳିତବର୍ଷ କରୋନା କଟକଣା ଭିତରେ ରାଜ୍ୟରେ ପାଳନ ହେବ ୭୫ତମ ସ୍ୱାଧୀନତା ଦିବସ । ଭୁବନେଶ୍ୱର ପ୍ରଦର୍ଶନ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯିବ । ଏଥିପାଇଁ ଆଜି ଫୁଲଡ୍ରେସ୍ ରିହରସାଲ୍ କରାଯାଇଛି । ପୋଲିସ ଡିଜି ଅଭୟଙ୍କ ଉପସ୍ଥିତିରେ ହୋଇଥିଲା ଫୁଲ ଡ୍ରେସ୍…

ରାଜଧାନୀରେ ହଜାରେ ଡେଇଁଲା ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜଧାନୀରେ ବଢୁଛି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା । ହଜାରେ ପାର କରିଛି । ଗତ ୨୪ ଘଣ୍ଟାରେ ଭୁବନେଶ୍ୱରୁ ଆଉ ୩୫ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧ହଜାର ୯କୁ ବୃଦ୍ଧି ପାଇଛି । ତେବେ ସେମାନଙ୍କ ଭିତରୁ ୭୦୬…

ପାଇଖାନା ପ୍ୟାନରେ ଫସିଗଲା ଗୋଧି, ୩ ଘଣ୍ଟା ପରେ ସୁରକ୍ଷିତ ଉଦ୍ଧାର

ଭୁବନେଶ୍ୱର: ପାଇଖାନା ପ୍ୟାନ ଭିତରେ ପଶିଗଲା ଗୋଧି । ଶରୀରର ଅଧାରୁ ଅଧିକ ଅଂଶ ଭିତରେ ଫସିଗଲା । କେବଳ ବାହାରକୁ ଥିଲା ମୁଣ୍ଡ ଓ ଦୁଇଟି ଗୋଡ଼ । ଭାରି ଛଟପଚ ହେଉଥିଲା ଗୋଧି । ଭୁବନେଶ୍ୱର ବାଣୀବିହାର ପରିସରରେ ଆଇନ ବିଭାଗ ପ୍ରଫେସର ବିନୟ ଦାସଙ୍କ ଆଉଟ ହାଉସରେ ଥିବା ପାଇଖାନା ପ୍ୟାନରେ ଗୋଧି…

ଭୁବନେଶ୍ୱର ଏହି ମାଛ ମାର୍କେଟ ଅନିର୍ଦ୍ଦିଷ୍ଟ କାଳ ପାଇଁ ସିଲ୍

ଭୁବନେଶ୍ୱର: କୋଭିଡ୍ ଗାଇଡଲାଇନ୍ ଉଲ୍ଲଂଘନ ଅଭିଯୋଗରେ ବନ୍ଦ ହେଲା ଭୁବନେଶ୍ୱର ୪ ନମ୍ବର ମାଛ ମାର୍କେଟ । ଏହାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ କରିଛି ବିଏମସି । ସଟଡାଉନରେ ମାଛ ଦୋକାନ ଓ ଗୋଦାମ ଖୋଲି ବେପାର ଚଳାଇଥିଲେ । ମାର୍କେଟ ସିଲ୍ ସରିବା ସହ ଦୋକାନୀ ଓ ଗୋଦାମ ମାଲିକଙ୍କ ଉପରେ ମୋଟା…

ଭୁବନେଶ୍ବର ନାଇଜରକୁ ଡ୍ରୋନ ବ୍ୟବହାର ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଅନୁମତି

ଭୁବନେଶ୍ବର : ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ସଂସ୍ଥାନ ବା ନାଇଜର ପାଇଁ କୋହଳ ହେଲା ମାନବବିହୀନ ବିମାନ ବ୍ୟବସ୍ଥା (ୟୁଏଏସ) ନିୟମାବଳୀ । ବେସମାରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏବଂ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ବା ଡିଜିସିଏ ପକ୍ଷରୁ ଏ ସଂକ୍ରାନ୍ତରେ ଆବଶ୍ୟକ ଅନୁମତି…

ରାଜଧାନୀରେ ଦିନରେ ଲୁଟ୍: ମହିଳାଙ୍କ ପାଖରୁ ଝାମ୍ପି ନେଲେ ୧୦ ଲକ୍ଷ ଟଙ୍କା

ଭୁବନେଶ୍ୱର: ରାଜଧାନୀରେ ମାତିଛନ୍ତି ଲୁଟେରା । ଦିନରେ ଲୁଟ୍ । ମହିଳାଙ୍କ ପାଖରୁ ଝାମ୍ପି ନେଲେ ୧୦ ଲକ୍ଷ ଟଙ୍କା । ଭୁବନେଶ୍ୱର ଜୟଦେବ ବିହାର ଛକରେ ଆଜି ସକାଳେ ଏହି ଲୁଟ୍ ହୋଇଛି । ଜଣେ ମହିଳାଙ୍କ ପାଖରୁ ଲୁଟେରା ୧୦ ଲକ୍ଷ ଟଙ୍କା ଛଡ଼ାଇ ଚମ୍ପଟ ମାରିଛନ୍ତି । ଲୁଟର ଶିକାର ହୋଇଥିବା…

ଦିଲ୍ଲୀରୁ ଚୋରି, ଭୁବନେଶ୍ୱରରୁ ମହିଳା ଗିରଫ

ଭୁବନେଶ୍ୱର: ଦିଲ୍ଲୀରୁ ଚୋରି । ଭୁବନେଶ୍ୱରରୁ ଗିରଫ । ଦିଲ୍ଲୀରୁ କୋଟିଏ ଟଙ୍କାର ସୁନା ଗହଣା ଚୋରି କରି ଖସି ଆସିଥିବା ଜଣେ ମହିଳାଙ୍କୁ ଗିରଫ କରାଯାଇଛି । ଭୁବନେଶ୍ୱର ସାଳିଆ ସାହିରୁ ତାଙ୍କୁ ଗିରଫ କରିଛି ପୋଲିସ । କମିଶନରେଟ ପୋଲିସ ସହାୟତରେ ମହିଳାଙ୍କୁ ବାନ୍ଧିଛି ଦିଲ୍ଲୀ ପୋଲିସ । ଜବତ…

ଆଜିଠୁ ଭୁବନେଶ୍ୱରରେ ଗର୍ଭବତୀଙ୍କୁ ଟିକାକରଣ

ଭୁବନେଶ୍ୱର: ଆଜିଠାରୁ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଗର୍ଭବତୀଙଙ୍କୁ ଦିଆଯିବ କରୋନା ଟିକା । ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲ ସମେତ ସମସ୍ତ ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ର ଯେଉଁଠାରେ ଟିକାଦାନ କେନ୍ଦ୍ର କରାଯାଇଛି ସେଠାରୁ କୋଭାକ୍ସିନ୍ ଟିକା ନେଇପାରିବେ । ସକାଳ ୧୧ଟାରୁ ଦିନ ଗୋଟାଏ…