Latest Odisha News

BREAKING NEWS

Browsing Tag

Bhubaneswar

ୱାଗନ୍ ଛାଡ଼ି ପଳାଇଲା ମାଲବାହୀ ଟ୍ରେନର ଇଞ୍ଜିନ୍

ଭୁବନେଶ୍ୱର: ୱାଗନ୍ ଛାଡ଼ି ପଳାଇଲା ଇଞ୍ଜିନ୍ । ଭୁବନେଶ୍ୱରର ବାଣୀବିହାର ଷ୍ଟେସନ ନିକଟରେ ଆଜି ଏକ ମାଲବାହୀ ଟ୍ରେନ୍ ଇଞ୍ଜିନ୍ କିଛି ବଗି ଛାଡ଼ି ପଳାଇଥିଲା । ମେରାମୁଣ୍ଡଳୀ ଅଭିମୁଖେ ଯାଉଥିବା ଟ୍ରେନର କିଛି ବଗି ବାଣୀବିହାର ଷ୍ଟେସନରେ ରହି ଯାଇଥିବା ବେଳେ କିଛି ବଗି ସହ ଆଗକୁ ପଳାଇଥିଲା…

ଜାଲ୍ ନୋଟ୍ ବଦଳ ବେଳେ ଭୁବନେଶ୍ୱର ଆରବିଆଇରୁ ଯୁବକ ଗିରଫ

ଭୁବନେଶ୍ୱର: ନକଲି ନୋଟ୍ ବଦଳ ତାହା ପୁଣି ରିଜର୍ଭ ବ୍ୟାଙ୍କରେ । ଏଭଳି ଉଦ୍ୟମ କରି ଗିରଫ ହୋଇଛନ୍ତି ଜଣେ ଯୁବକ । କମିଶନରେଟ ପୋଲିସ ଶୁକ୍ରବାର ଯୁବକ ଜଣଙ୍କୁ ଗିରଫ କରିବା ସହ ତାଙ୍କ ଠାରୁ ଶହେଟି ନକଲି ୫୦୦ ଟଙ୍କିଆ ନୋଟ୍ ଜବତ କରିଛି । ସୂଚନା ଅନୁସାରେ, ଖୋର୍ଦ୍ଧା ଅଞ୍ଚଳର ବିକାଶ…

ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମାର୍କେଟ ବିଲ୍ଡିଂ ବନ୍ଦ ପାଇଁ ଦୋକାନ ମାଲିକଙ୍କ ଧମକ

ଭୁବନେଶ୍ୱର: ମାର୍କେଟ ବିଲ୍ଡିଂରେ ବନ୍ଦ ହେଉନି ବୁଲା ବିକାଳିଙ୍କ ପସରା । ଅନଧିକୃତ ଭାବେ ଭୁବନେଶ୍ୱର ୟୁନିଟ୍ ୨ ମାର୍କେଟ ବିଲ୍ଡିଂରେ ବସୁଥିବା ବ୍ୟବସାୟୀଙ୍କୁ ନେଇ ଦୋକାନ ମାଲିକ ସଂଘ ମାର୍କେଟ ବିଲ୍ଡିକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିବାକୁ ଧମକ ଦେଇଛି । ଆଜି ୟୁନିଟ୍ ୨…

ବାସପୋଯୋଗୀ ଘରକୁ ବ୍ୟବସାୟ ପାଇଁ ବ୍ୟବହାର କରୁଛନ୍ତି କି ? ଚେତାବନୀ ଦେଲା ବିଏମସି

ଭୁବନେଶ୍ୱର: ରହିବା ପାଇଁ ବାସପୋଯୋଗୀ ଘର, ହେଲେ ବ୍ୟବସାୟ ପାଇଁ କରୁଛନ୍ତି ବ୍ୟବହାର । ଏଭଳି କରୁଥିଲେ ସାବଧାନ ହୋଇ ଯାଆନ୍ତୁ । ବାସପୋଯୋଗୀ ଘରକୁ ବ୍ୟବସାୟ ପାଇଁ ବ୍ୟବହାର କରୁଥିଲେ ବିଏମସି କମର୍ସିଆଲ୍ ହୋଲ୍ଡିଂ ଟିକସ ଆଦୟ କରିବ । ଭୁବନେଶ୍ୱର ମହାନଗର ନିଗମର କମିଶନର ବିଜୟ ଅମୃତା…

କୁଆଖାଇରେ ବୁଡ଼ି ଯାଇ ୨ ମୃତ, ୨ ଜଣ ନିଖୋଜ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ କୁଆଖାଇ ନଦୀରେ ଅଘଟଣ । ଗାଧୋଇବା ବେଳେ ବୁଡ଼ି ଯାଇ ୨ ଜଣ ନିଖୋଜ ହୋଇ ଯାଇଥିବା ବେଳେ ଅନ୍ୟ ୨ ଜଣ ନିଖୋଜ ହୋଇ ଯାଇଛନ୍ତି । ମଙ୍ଗଳବାର ଏ ଅଘଟଣ ଘଟିଛି । ମିଳିଥିବା ସୂଚନା ଅନୁସାରେ, ୮ ଜଣ ସାଙ୍ଗ ଭୁବନେଶ୍ୱରରୁ ବାଲିଅନ୍ତା ଥାନା ଅନ୍ତର୍ଗତ କୁଆଖାଇ ପଠାରେ…

ରାତିଅଧିଆ କମିଶନରେଟ ପୋଲିସର ଚଢ଼ାଉ, ସରାଇ ଆପ ଅଧୀନରେ ଅଣ ସ୍ୱୀକୃତିପ୍ରାପ୍ତ ହୋଟେଲରେ ରେଡ଼

ଭୁବନେଶ୍ୱର: ରାଜଧାନୀର ବିଭିନ୍ନ ହୋଟେଲରେ କମିଶନରେଟ ପୋଲିସର ଚଢ଼ାଉ । ଏଣିକି ସନ୍ଦିଗ୍ଧଙ୍କ ପ୍ରବେଶ ବା ରହଣୀ ସମ୍ପର୍କରେ ତୁରନ୍ତ ଖବର ପାଇବ କମିଶନରେଟ ପୋଲିସ । ସରାଇ ଆପ ଅଧୀନରେ ଅଣ ସ୍ୱୀକୃତିପ୍ରାପ୍ତ ହୋଟେଲରେ ଚଢ଼ାଉ । ହୋଟେଲ ଗୁଡ଼ିକ ସରାଇ ଆପର ଅନୁଶରଣ କରୁଛି କି ନାହିଁ ତାର ଚେକିଂ…

ଓଟିପି ସେୟାରିଂ ମାମଲା : ଭୁବନେଶ୍ୱରରେ ଏନଆଇଏ ଓ ଏଟିଏସ ଟିମ

ଭୁବନେଶ୍ୱର: ଓଟିପି ସେୟାରିଂ ନେଇ ପାକିସ୍ତାନ ଲିଙ୍କ ମାମଲାରେ ତନାଘନା । ଓଟିପି ସେୟାରିଂ ଅଭିଯୋଗର ତଦନ୍ତ ପାଇଁ ଭୁବନେଶ୍ୱରରେ ବିଳମ୍ବିତ ରାତିରେ ପହଞ୍ଚିଛି ଏନଆଇଏ ଓ ଏଟିଏସ ଟିମ । ଆଜି ଏସଟିଏଫ୍ କାର୍ଯ୍ୟାଳୟରେ ଅଭିଯୁକ୍ତ ଅଭିଜିତ ସଞ୍ଜୟ ଜାମ୍ବୁରେକୁ ଜେରା କରିବ ମୁମ୍ବାଇ ଏଟିଏସ୍ ।…

ସରୁନି ଡିଏନ୍ ଗ୍ରୁପ୍ ଉପରେ ଆୟକର ବିଭାଗର ରେଡ଼: ମିଳିଲା ଆହୁରି ଅଢ଼େଇ କୋଟି ଟଙ୍କା

ଭୁବନେଶ୍ୱର: ସରୁନି ଡିଏନ୍ ଗ୍ରୁପ୍ ଉପରେ ଆୟକର ବିଭାଗର ରେଡ଼ । ଲଗାତର ଭାବରେ ଚତୁର୍ଥ ଦିନରେ ପହଞ୍ଚିଛି ଆୟକର ବିଭାଗର ରେଡ଼ । ସେପଟେ ଡିଏନ ଗ୍ରୁପ ମୁଖ୍ୟଙ୍କୁ ପଚରାଉଚରା କରୁଛି ଆୟକର ବିଭାଗ । ଡିଏନ ଗ୍ରୁପ ମୁଖ୍ୟ କାର୍ଯ୍ୟାଳୟରେ ପଚରାଉଚରା କରାଯାଉଛି । ଆଜି ରେଡ୍ ପରେ ଆହୁରି ଅଢ଼େଇ କୋଟି…

ଏମ୍‌ସ ଭୁବନେଶ୍ୱର ଏବଂ ଏସ୍‌ଭିନିର୍‌ତାର ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ପୁନର୍ବାସ କ୍ଷେତ୍ରରେ ବ୍ୟାପକ ଚିକିତ୍ସାସେବା ଯୋଗାଇ ଦେବା ଲକ୍ଷ୍ୟରେ ଦୁଇ ପ୍ରମୁଖ ଜାତୀୟ ଅନୁଷ୍ଠାନ ଏମ୍‌ସ ଭୁବନେଶ୍ୱର ଏବଂ ସ୍ବାମୀ ବିବେକାନନ୍ଦ ରାଷ୍ଟ୍ରୀୟ ପୁନର୍ବାସ, ତାଲିମ, ଗବେଷଣା ଏବଂ ଶିକ୍ଷା କେନ୍ଦ୍ର(ଏସ୍‌ଭିନିର୍‌ତାର) ମଧ୍ୟରେ ଆଜି ଏକ ବୁଝାମଣାପତ୍ର ସ୍ୱାକ୍ଷରିତ…

‘ୱାର୍କ ଫ୍ରମ୍ ହୋମ୍’ ନାଁରେ ସାଇବର ଠକେଇ, ୮ ଜଣଙ୍କୁ ବାନ୍ଧିଲା ସାଇବର ଥାନା ପୋଲିସ

ଭୁବନେଶ୍ୱର: ପ୍ରଥମେ ବିଶ୍ୱାସ ଜନ୍ମାଇ ପରେ ବିଶ୍ୱାସରେ ବିଷ ଦେଉଥିଲେ । ଅନଲାଇନରେ ହ୍ଵାଟସ୍ଆପ ଏବଂ ଟେଲିଗ୍ରାମ ମାଧ୍ୟମରେ ଏକ ଲିଙ୍କ ପଠାଇ, “Work from Home“ ଜରିଆରେ ଅଜଣା ବ୍ୟକ୍ତି ପଠାଇଥିବା ଭିଡିଓ ଗୁଡ଼ିକୁ ଲାଇକ ଏବଂ ସେୟାର କଲେ, ପ୍ରତି ଭିଡିଓ ପିଛା ୫୦ ଟଙ୍କା ଦିଆଯିବାର…