Latest Odisha News

BREAKING NEWS

Browsing Tag

Bhubaneswar

କାର ଘଷି ହୋଇ ଯିବାରୁ ବରିଷ୍ଠ ନାଗରିକଙ୍କୁ ମାଡ ଅଭିଯୋଗ, ଜଣେ ଗିରଫ

ଭୁବନେଶ୍ୱର: ପେଟ୍ରୋଲ ପମ୍ପ ନିକଟରେ ପେଟ୍ରୋଲ ପକାଇବା ବେଳେ ଜଣେ ଯୁବକଙ୍କ କାର ମିରର୍ ସହ ଜଣେ ବରିଷ୍ଠ ନାଗରିକଙ୍କ କାର ଘଷି ହୋଇଯିବାରୁ ତୁମୁଳକାଣ୍ଡ । ଯୁବକ ଜଣକ ବରିଷ୍ଠ ନାଗରିକଙ୍କୁ ନିସ୍ତୁକ ମାଡ ମାରିବା ସହ ପାଞ୍ଚ ହଜାର ଟଙ୍କା ଦାବି କରିଥିଲା । ଏୟାରଫିଲ୍ଡ ଥାନାରେ ଅଭିଯୋଗ ପରେ…

ଚଢେଇ ଫାଶରେ ପଡିଲା ‘ତମ୍ପ’

ଭୁବନେଶ୍ୱର: ଚଢେଇ ଧରିବା ପାଇଁ ବସାଯାଇଥିଲା ଫାଶ, ହେଲେ ଚଢେଇ ନୁହେଁ ଫସିଗଲା ତମ୍ପ ସାପ । ଘଟଣାଟି ଘଟିଛି ଭୁବନେଶ୍ୱର ଚିଲି ପୋଖରୀ ଅଞ୍ଚଳରେ । ଗତ କାଲି ଶିବନଗର ତେଲୁଗୁ ବସ୍ତିରେ ଏନ ତିରୁପତିଙ୍କ ଘର ନିକଟରୁ ଏହି ୫ ଫୁଟ ଲମ୍ବର ବଡ଼ ତମ୍ପ ସାପକୁ ଉଦ୍ଧାର କରିଛନ୍ତି ସ୍ନେକ ହେଲ୍ପ ଲାଇନ…

ମାର୍ଚ୍ଚ ୨୭ରୁ ଆରମ୍ଭ ହେବ ଭୁବନେଶ୍ୱର ପୁସ୍ତକ ମେଳା

ଭୁବନେଶ୍ୱର : ଆସନ୍ତା ମାର୍ଚ୍ଚ ୨୭ରୁ ଆରମ୍ଭ ହେବ ଭୁବନେଶ୍ୱର ପୁସ୍ତକ ମେଳା "ଅକ୍ଷର"। ମାର୍ଚ୍ଚ ୨୭ରୁ ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ଏହା ଅନୁଷ୍ଠିତ ହେବ। ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ ,ରାଜଧାନୀ ପୁସ୍ତକ ମେଳା କମିଟି ,ଏକାମ୍ର ପୁସ୍ତକ…

ଜଳୁଛି ରାଜଧାନୀ, ୩୯.୪ ଡିଗ୍ରୀ ସହ ଆଜି ବି ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର: କମୁଛି ଶୀତ, ବଢ଼ୁଛି ପାରଦ । ୨ ଦିନ ହେଲା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ବଢ଼ିବାରେ ଲାଗିଛି । ଗତକାଲି ରାଜଧାନୀରେ ପାରଦ ୩୮ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଆଜି ୩୯.୪ ଡିଗ୍ରୀ ରେକର୍ଡ ହୋଇଛି । ଏଥିସହ ଗତକାଲି ଭଳି ଭୁବନେଶ୍ୱର ଆଜି ରାଜ୍ୟର ସବୁଠୁ ଉତ୍ତର ସହର…

ରାଜଧାନୀରେ ସିରିଜ୍ ଦୁର୍ଘଟଣା, ଦୁଇ ଅଟକ

ଭୁବନେଶ୍ୱର: ଜାତୀୟ ରାଜପଥ ସିଆରପି ଓଭରବ୍ରିଜ୍ ଉପରେ କାର୍ ସିରିଜ୍ ଦୁର୍ଘଟଣା ଘଟାଇଛି । ନିଶାସକ୍ତ ଅବସ୍ଥାରେ ୪ଟି କାର୍‌କୁ ପିଟିଛନ୍ତି ୨ଜଣ ଯୁବକ । ନିଶାସକ୍ତ ଅବସ୍ଥାରେ ଯୁବକ ଦୁଇ ଜଣ ଗୋଟିଏ ପରେ ଗୋଟିଏ ଗାଡିକୁ ପିଟିଚାଲିଥିଲେ । ୪ଟି କାର କ୍ଷତିଗ୍ରସ୍ତ ହୋଇଥିବା ବେଳେ ଦୁର୍ଘଟଣାରେ…

ରାଜଧାନୀରେ ଦେହଜୀବୀଙ୍କ ଉତ୍ପାତ, ପିସିଆର୍ ଭ୍ୟାନ ଭଙ୍ଗାରୁଜା

ଭୁବନେଶ୍ୱର: ସଞ୍ଜ ନଇଁଲେ ରାଜଧାନୀରେ ବଢୁଛି ଦେହଜୀବୀଙ୍କ ବେପାର । ରାତି ବଢ଼ିବା ସହ ରାଜଧାନୀର ରାସ୍ତା କଡ଼ରେ ସେମାନଙ୍କ ଆଡ୍ଡା ଜମୁଛି । ସୂଚନା ଅନୁସାରେ ରବିବାର ରାତି ପ୍ରାୟ ୧୧ଟା ବେଳେ ରାଜମହଲ ଛକ ନିକଟରେ କିଛି ଦେହଜୀବୀ ନିଜ ନିଜ ମଧ୍ୟରେ ଝଗଡ଼ା କରୁଥିଲେ । ଖବର ପାଇ ପିସିଆର୍…

ଭୁବନେଶ୍ୱରରେ ଖୋଲିଲା ରିହାବିଲିଟେସନ କ୍ଲିନିକ ‘ରିହାବସ୍କେପ୍’

ଭୁବନେଶ୍ୱର : ପିଲାମାନଙ୍କ କ୍ଷେତ୍ରରେ ଅଟିଜିମ୍ ଓ ବାକ୍ ତଥା ଶ୍ରବଣଜନିତ ସମସ୍ୟା ବୃଦ୍ଧି ପାଉଥିବା ସମସ୍ୟାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ଉଦଘାଟିତ ହୋଇଛି ‘ରିହାବସ୍କେପ୍’ କ୍ଲିନିକ । ଓଡ଼ିଶା ଭିନ୍ନକ୍ଷମ ଆୟୋଗ ଅଧ୍ୟକ୍ଷା ସୁଲୋଚନା ଦାସ ଏହି ରିହାବିଲିଟେସନ ସେଣ୍ଟର ‘ରିହାବସ୍କେପ୍‌’କୁ…

ନିଖିଳ ଓଡ଼ିଶା ଠିକାଦାର ମହାସଂଘର ମହାସମାବେଶ ଅନୁଷ୍ଠିତ

ଭୁବନେଶ୍ବର: ନିଖିଳ ଓଡ଼ିଶା ଠିକାଦାର ମହାସଂଘର ମହାସମାବେଶ । ମାଷ୍ଟର କ୍ୟାଣ୍ଟିନ ଛକଠାରେ ଅନୁଷ୍ଠିତ ହୋଇଯାଇଛି ଏହି ମହାସମାବେଶ । ଆଜିର ମହାସମାବେଶରେ ୨୦୧୪ର ସ୍ଥିରୀକୃତ ସିଡ୍ୟୁଲ ରେଟର ୨୦୨୧ମୂଲ୍ୟଭିତ୍ତିରେ ପୁନଃ ଆକଳନ କରିବା, ଭାରତ ସରକାରଙ୍କ ଟେଣ୍ଡର ନିୟମାବଳୀର ତୁରନ୍ତ ପ୍ରଚଳନ…

ଭୁବନେଶ୍ୱରରେ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ

ଭୁବନେଶ୍ୱର: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ତେବେ ଯାହା ଅନୁମାନ କରାଯାଉଛି କୌଣସି କାର୍ଯ୍ୟକ୍ରମରେ ନୁହେଁ ବରଂ ସେ ବୁଲିବା ପାଇଁ ଆସିଛନ୍ତି । ଏକ ସୂତ୍ରରୁ ଜଣାପଡିଛି ଯେ ସେ ରାଜଧାନୀର ଏକ ପ୍ରିମିୟର ହୋଟେଲରେ ରହିଛନ୍ତି । ସେ…

ବିଏମ୍‌ସି ଅଫିସ ଘେରିଲେ ବସ୍ତିବାସିନ୍ଦା

ଭୁବନେଶ୍ୱର: ୧୦ ଦଫା ଦାବି ନେଇ ବିଏମ୍‌ସି ଅଫିସ ଘେରିଛନ୍ତି ବସ୍ତିବାସ୍ତିନ୍ଦା । ଖୁବଶୀଘ୍ର ତାଙ୍କ ସମସ୍ୟାର ସମାଧାନ କରିବାକୁ ଦାବି କରିଛି ବସ୍ତି ସୁରକ୍ଷା ମଞ୍ଚ ।  ବସ୍ତି ଥଇଥାନ ପାଇଁ ବିଶାଳ ସମାବେଶ । ସରକାର ବସ୍ତିମୁକ୍ତ ସହର ଘୋଷଣା କରୁଥିବା ବେଳେ ବସ୍ତି ଭାଙ୍ଗି ନୂଆ ନୂଆ…