Latest Odisha News

BREAKING NEWS

Browsing Tag

Bhubaneswar

ଗାନ୍ଧୀ ଗଳ୍ପ ସଂକଳନ ଲୋକାର୍ପିତ

ଭୁବନେଶ୍ୱର : ଭୁବନେଶ୍ୱରର ଏଥେନା ବୁକସ ପରିସରରେ ଗାନ୍ଧୀ ଗଳ୍ପ ସଂକଳନ ଲୋକାର୍ପିତ ହୋଇ ଯାଇଛି। ଏହି ଗଳ୍ପ ସଂକଳନଟିକୁ କଥାକାର ଡ଼ .ସୁରେଶ ଛୋଟରାୟ ସମ୍ପାଦନା କରିଛନ୍ତି। ଏଥିରେ ବୀଣାପାଣି ମହାନ୍ତି,ପଦ୍ମଜ ପାଲ, ଗୌରହରି ଦାସ, କବିତା ବାରିକ, ମମତାମୟୀ ଚୌଧୁରୀ, ରବି ପଣ୍ଡା , ତପନ…

ଉଦଘାଟିତ ହେଲା ଆଦିବାସୀ ମେଳା, ପ୍ରଥମ ଥର ପାଇଁ ଇ ମାର୍କେଟିଂ ବ୍ୟବସ୍ଥା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା । ଭର୍ଚୁଆଲ ମୋଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିଥିଲେ । ଏହା ଫେବ୍ରୁଆରୀ ୯ ତାରିଖ ଯାଏଁ ଚାଲିବ । ଦିନ ୧୧ଟାରୁ ସନ୍ଧ୍ୟା ୭ଟା ଯାଏଁ ମେଳା ଚାଲିବ । ଚଳିତ ବର୍ଷ ପ୍ରଥମ ଥର ପାଇଁ ଇ ମାର୍କେଟିଂର…

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ, ଆଜି ୫ ଆକ୍ରାନ୍ତ 

ଭୁବନେଶ୍ୱର: ଭୁବନେଶ୍ୱରରୁ କରୋନା ସଂକ୍ରମିତ ସଂଖ୍ୟା କମୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। https://twitter.com/bmcbbsr/status/1352590345356210177?s=19 ଚିହ୍ନଟ…

ରାଜଧାନୀରେ ସାଇକ୍ଲୋଥନ ଆୟୋଜିତ

ଭୁବନେଶ୍ୱର: ୩୨ତମ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ ଅବସରରେ ଭୁବନେଶ୍ୱରରେ ସାଇକ୍ଲୋଥନ ଆୟୋଜିତ ହୋଇଛି । ଚଳିତବର୍ଷର ଥିମ୍‌ ରହିଛି ପେଡାଲ୍‌ ଫର୍‌ ରୋଡ୍‌ ସେଫଟି । ସଡକ ସୁରକ୍ଷାର ବାର୍ତ୍ତା ନେଇ ଶତାଧିକ ସାଇକ୍ଲିଷ୍ଟ ଏଥିରେ ସାମିଲ ହୋଇଥିଲେ । ସାଇକ୍ଲୋଥନ ଭୁବନେଶ୍ୱର ଓଏସ୍‌ଆରଟିସି…

ଭିନ୍ନମୋଡ଼ ନେଲା ଶିଶୁକୁ ଗିରଫ କରି କୋର୍ଟ ଚାଲାଣ କରିବା

ଭୁବନେଶ୍ବର : ବାଲିପାଟଣା ଥାନା ପୋଲିସ ଜଣେ ଶିଶୁକୁ ଗିରଫ କରି କୋର୍ଟ ଚାଲାଣ କରିବା ଘଟଣା ଏବେ ଭିନ୍ନମୋଡ ନେଇଛି । ଶିଶୁକୁ ନ୍ୟାୟ ଦେବା ପାଇଁ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଓ ରାଜ୍ୟ ମାନବାଧିକାର କମିଶନରେ ପହଞ୍ଚିଛି ମାମଲା । ଚାଇଲ୍ଡ ଲାଇନ୍ ଓ ସୂଚନା ଅଧିକାର କର୍ମୀଙ୍କ…

ପାର୍ବତୀ ଗିରିଙ୍କ  ୯୫ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ସମାଜସେବୀ ପାର୍ବତୀ ଗିରିଙ୍କ  ୯୫ତମ ଜନ୍ମ ଜୟନ୍ତୀ ଭୁବନେଶ୍ୱର ସ୍ଥିତ ପାନ୍ଥନିବାସରେ ଅନୁଷ୍ଠିତ ହୋଇଯାଇଛି। ଦେଶସେବା ସହ ଅସହାୟଙ୍କ କଲ୍ୟାଣ ଦିଗରେ ତାଙ୍କ ଜୀବନବ୍ୟାପୀ ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ସେ ଚିରସ୍ମରଣୀୟ ରହିବେ ବୋଲି ମୁଖ୍ୟ…

ଭୁବନେଶ୍ୱରରେ ସ୍ଥଳସେନା ଉପମୁଖ୍ୟ ଚଣ୍ଡୀ ପ୍ରସାଦ ମହାନ୍ତି

ଭୁବନେଶ୍ୱର: ନୂତନ ଭାବେ ନିଯୁକ୍ତ ହୋଇଥିବା ସ୍ଥଳ ସେନା ଉପମୁଖ୍ୟ ଚଣ୍ଡୀ ପ୍ରସାଦ ମହାନ୍ତି ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ୧୨୦ ବାଟାଲିୟନ ପକ୍ଷରୁ ସ୍ୱାଗତ କରାଯାଇଥିଲା । ଗତକାଲି ଶ୍ରୀ ମହାନ୍ତି ସେନା ଉପମୁଖ୍ୟ ଭାବେ ନିଯୁକ୍ତ ହୋଇଥିଲେ ।…

ଭୁବନେଶ୍ୱରରେ ନିର୍ମାଣ ହେବ ଦ୍ୱିତୀୟ ଫୁଟ୍ ଓଭର ବ୍ରିଜ

ଭୁବନେଶ୍ୱର: ରାଜଧାନୀରେ ନିର୍ମାଣ ହେବ ଦ୍ୱିତୀୟ ଫୁଟ୍ ଓଭର ବ୍ରିଜ । ୧୬ ନମ୍ବର ଜାତୀୟ ରାଜପଥର ସହିଦନଗର-ସତସଙ୍ଗ ବିହାର ମଧ୍ୟରେ ଏହି ବ୍ରିଜ୍ ନିର୍ମାଣ ହେବ । ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ (NHAI) ପକ୍ଷରୁ ଭୁବନେଶ୍ୱର ସ୍ଥିତ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିକଟକୁ ଚିଠି ଆସିଛି…

ରାଜାରାଣୀ ମହୋତ୍ସବର ଉଦଘାଟନୀ ସନ୍ଧ୍ୟା ଆରମ୍ଭ ହେଲା ବିଦୁଶୀ ଶୁଦ୍ଧା ରଘୁରମଣନଙ୍କ ସଙ୍ଗୀତରୁ

ଭୁବନେଶ୍ୱର :କର୍ଣ୍ଣାଟକୀ ଗାୟିକା ବିଦୁଶୀ ଶୁଦ୍ଧା ରଘୁରମଣନଙ୍କର କର୍ଣ୍ଣାଟକୀ ସଙ୍ଗୀତ ପରିବେଷଣରୁ ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ତରଫରୁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ଆୟୋଜିତ ରାଜାରାଣୀ ସଙ୍ଗୀତ ମହୋତ୍ସବ ତିନି ଦିନ ପାଇଁ କଳା ସ୍ଥାପତ୍ୟ ଓ ଭାସ୍କର୍ଯ୍ୟରେ ପରିପୂର୍ଣ୍ଣ…

ବାଣୀ ଚିତ୍ରର ସମ୍ପାଦକଙ୍କ ବିୟୋଗ

ଭୁବନେଶ୍ୱର : ସିନେ ପତ୍ରିକା ‘ବାଣୀ ଚିତ୍ର’ର ସମ୍ପାଦକ ପରୀକ୍ଷିତ ଜେନା , ଭୁବନେଶ୍ୱର,ନୂଆପଲ୍ଲୀ ସ୍ଥିତ ବାସଭବନରେ ତାଙ୍କର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ ସାରା ଓଡ଼ିଶାରେ ତଥା ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି ।…