Latest Odisha News

BREAKING NEWS

Browsing Tag

Bhubaneswar

ମାଷ୍ଟରକ୍ୟାଣ୍ଟିନରେ ଆତ୍ମାହୂତି ଉଦ୍ୟମ କଲେ ଦୁଇ ଜଣ ଏଏନଏମ୍

ଭୁବନେଶ୍ୱର: ରାଜଧାନୀରେ ଧାରଣା ଚଳାଇଥିବା ଏଏନଏମଙ୍କ ମଧ୍ୟରୁ ଆଜି ଦୁଇ ଜଣ ଆତ୍ମାହୂତି ଉଦ୍ୟମ କରିଥିଲେ । ମାଷ୍ଟରକ୍ୟାଣ୍ଟିନ ନିକଟରେ ଦେହରେ କିରାସିନି ଢ଼ାଳି ସେମାନେ ଆତ୍ମାହୂତି ଉଦ୍ୟମ କରୁଥିଲେ । ଏତିକିବେଳେ ଅନ୍ୟ ସହଯୋଗୀ ସେମାନଙ୍କୁ ଉଦ୍ଧାର କରିଥିଲେ । ଖବର ପାଇ ଘଟଣାସ୍ଥଳରେ…

ଭୁବନେଶ୍ୱରରେ ୨୩୦ ଛୁଇଁଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ବିଏମସିର ଟ୍ବିଟ୍ ଅନୁଯାୟୀ ୩୪ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୦ ଓ ସ୍ଥାନୀୟ ଅଂଚଳରୁ ୨୪ ଜଣ କରୋନା…

ପରୀ ମୃତ୍ୟୁ ଓ ରାଜ୍ୟରେ ଶିଶୁ ନିଖୋଜ ଘଟଣାରେ ବିଜେପି ଓ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର: ନୟାଗଡ଼ ପରୀ ହତ୍ୟା ଓ ରାଜ୍ୟରେ ଶିଶୁ ନିଖୋଜ ଘଟଣାରେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଫିସ ଘେରିଲେ ବିଜେପି ମହିଳା ମୋର୍ଚ୍ଚା କର୍ମୀ । ଅଫିସ ଭିତରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ । ସେମାନଙ୍କୁ ପୋଲିସ ବାଧା ଦେଇଥିଲା । ଏତିକିବେଳେ ପୋଲିସ ସହ ବିକ୍ଷୋଭକାରୀଙ୍କ ମଧ୍ୟରେ…

୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୧ ପଜିଟିଭ, ୨୯ ସୁସ୍ଥ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨୯ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ସୂଚନା ଦେଇଛି। ବିଏମସିର ଟ୍ବିଟ୍ ଅନୁଯାୟୀ ସଙ୍ଗରୋଧରୁ ୧୬ ଓ ସ୍ଥାନୀୟ ଅଂଚଳରୁ ୧୫ ଜଣ କରୋନା ପଜିଟିଭ…

ମ୍ୟୁଜିକ୍ ଭିଡିଓ ‘ଫେରିଆ’ ଉନ୍ମୋଚିତ

ଭୁବନେଶ୍ୱର : ଆଗକୁ ଆସୁଛି ନୂଆବର୍ଷ । ଏହି ଅବସରରେ ଦର୍ଶକଙ୍କୁ ସୁନ୍ଦର ମ୍ୟୁଜିକ୍ ଭିଡିଓ ‘ଫେରିଆ’ ଭେଟି ଦେବାକୁ ଯାଉଛି ଶୁଭମ୍ ମ୍ୟୁଜିକ୍ । ଏହାର ମ୍ୟୁଜିକ୍ ଭିଡିଓର ଉନ୍ମୋଚନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିଥି ଭାବେ ବମ୍ବେର ପୂର୍ବତନ ପୋଲିସ କମିଶନର ତଥା ବିଜେଡି ନେତା ଅରୂପ…

ଭୁବନେଶ୍ୱର ଓ କଟକରେ ଘନ କୁହୁଡ଼ି, ଗାଡ଼ି ଚଳାଚଳରେ ବାଧା

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଶୀତ । ବିଭିନ୍ନ ସ୍ଥାନରେ ପାରଦ ୧୫ଡିଗ୍ରୀ ତଳେ ରହୁଛି । ଏହାସହ କୁହୁଡ଼ି ବି ପଡୁଛି । ଆଜି ଭୁବନେଶ୍ୱର ଓ କଟକରେ ଘନ କୁହୁଡ଼ି ପଡ଼ିଥିଲା । ସକାଳୁ ସକାଳୁ ଏତେମାତ୍ରାରେ କୁହୁଡ଼ି ପଡିଥିଲା ଯେ ରାସ୍ତାଘାଟ କିଛି ଦେଖାଯାଉ ନଥିଲା । ଏପରିକି ୨୦ମିଟର ଭିତରେ…

୩୦ ତଳକୁ ଖସିଲା ରାଜଧାନୀରେ ପଜିଟିଭ ସଂଖ୍ୟା

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଟ୍ବିଟ୍ ଅନୁଯାୟୀ ସଙ୍ଗରୋଧରୁ ୧୨ ଓ ସ୍ଥାନୀୟ ଅଂଚଳରୁ ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି କରୋନା ସଂକ୍ରମଣରୁ ୪୫ ଜଣ ସୁସ୍ଥ…

ଆକ୍ରାନ୍ତଙ୍କ ତୁଳନାରେ ରାଜଧାନୀରେ ବଢୁଛି ସୁସ୍ଥତାଙ୍କ ସଂଖ୍ୟା

ଭୁବନେଶ୍ୱର: ଭୁବନେଶ୍ୱରରେ ଗୋଟିଏ ଦିନରେ ୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ୪୩ ସୁସ୍ଥ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଟ୍ବିଟ୍ ଅନୁଯାୟୀ ସଙ୍ଗରୋଧରୁ ୬ ଓ ସ୍ଥାନୀୟ ଅଂଚଳରୁ ୨୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ…

ଭୁବନେଶ୍ୱରରେ ଆଜି ୨୭ କରୋନା ପଜିଟିଭ ଚିହ୍ନଟ; ଜାଣନ୍ତୁ କେଉଁ ସ୍ଥାନରୁ କେତେ

ଭୁବନେଶ୍ୱର: ଭୁବନେଶ୍ୱରରେ ଗୋଟିଏ ଦିନରେ ୨୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଟ୍ବିଟ୍ ଅନୁଯାୟୀ ସଙ୍ଗରୋଧରୁ ୧୩ ଓ ସ୍ଥାନୀୟ ଅଂଚଳରୁ ୧୪ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ୩୩ ଜଣ ସୁସ୍ଥ ହୋଇଛନ୍ତି।…

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଜାଣନ୍ତୁ କେଉଁ ସ୍ଥାନରୁ କେତେ ପଜିଟିଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗୋଟିଏ ଦିନରେ ୩୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ସୂଚନା ଅନୁଯାୟୀ ସଙ୍ଗରୋଧରୁ ୧୪ ଓ ସ୍ଥାନୀୟ ଅଂଚଳରୁ ୧୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।…