Latest Odisha News

BREAKING NEWS

Browsing Tag

Bhubaneswar

ଭୁବନେଶ୍ୱରର ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭୁବନେଶ୍ୱର: ଭୁବନେଶ୍ୱର ସବ କଲେକ୍ଟର ଅଫିସର ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ କିରାଣୀ ଉଦୟନାଥ ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ସୁନ୍ଦରପଦାର ଘର, ଭୁବନେଶ୍ୱର ଅଫିସ ଏବଂ କେନ୍ଦ୍ରାପଡା ରାଜନଗର ପୈତୃକ ଘରେ ରେଡ୍ କରିଛି ଭିଜିଲାନ୍ସ…

ଭୁବନେଶ୍ୱରରେ ୬୦ ତଳକୁ ଖସିଲା କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର: ହାରୁଛି କରୋନା ଜିତୁଛି ଓଡ଼ିଶା । ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ । ଏହି କ୍ରମରେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଦୈନିକ ସଂକ୍ରମଣ ସଂଖ୍ୟା ୬୦ ତଳକୁ ଖସିଛି । ଗତ ୨୪ ଘଂଟାରେ ଭୁବନେଶ୍ୱରରେ ୫୯ଟି ନୂଆ ମାମଲା ସାମ୍ନାକୁ ଆସିଛି । Update on newly detected #COVID19…

ଜୟଦେବ ବାଟିକା ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଜୟଦେବ ବାଟିକାରୁ ଅଜଣା ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ତେବେ ତାଙ୍କୁ ହତ୍ୟା କରାଯାଇଛି ନା ସେ ନିଜେ ଆତ୍ମହତ୍ୟା କରିଛନ୍ତି ସେ ନେଇ କୌଣସି ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ ଖଣ୍ଡଗିରି ଥାନା ପୋଲିସ ଓ ଫୋରେନସିକ୍ ଟିମ୍ ତଦନ୍ତ ଜାରି ରଖିଛି । ସୂଚନା…

ଭୁୁବନେଶ୍ୱରରେ ୩ ମହଲା କୋଠା ଉପରେ ଝୁଲିଛି ମୃତଦେହ

ଭୁବନେଶ୍ୱର: ୩ ମହଲା କୋଠା ଉପରେ ଝୁଲିଛି ମୃତଦେହ । ଭୁବନେଶ୍ୱରର ଭିଆଇପି ଅଂଚଳ ସହିଦ ନଗରରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ଏନେଇ ଅଭିଯୋଗ ହେବା ପରେ କମିଶନରେଟ୍‌ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଭୁବନେଶ୍ୱର ସହିଦ ନଗରରେ ଥିବା ଏକ ୩ ମହଲା କୋଠାରେ ଲାଗିଥିବା…

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲା: ଓଟିଭି ଏମ୍‌ଡିଙ୍କ ସମେତ ୪ଜଣଙ୍କୁ ନୋଟିସ

ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲାରେ ଓଟିଭି ଏମ୍‌ଡି ଜଗି ମଙ୍ଗତ ପଣ୍ଡାଙ୍କୁ ନୋଟିସ । ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ତାଙ୍କୁ ନୋଟିସ ଜାରି କରିଛନ୍ତି । ଏଥିସହ କ୍ରାଇମବ୍ରାଞ୍ଚ ତଦନ୍ତକାରୀ ଅଫିସର, ଅଭିଯୋଗକାରିଣୀ ଓ ଭୁବନେଶ୍ୱର ଡିସିପିଙ୍କୁ ମଧ୍ୟ ନୋଟିସ ଜାରି…

ଭୁବନେଶ୍ୱରରେ କମୁଛି ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୬୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ଆକ୍ରାନ୍ତଙ୍କ ମଧ୍ୟରେ ୧୫ ଜଣ କ୍ୱାରେଣ୍ଟାଇନ୍ ଏବଂ…

ଓଟିଭି ଷ୍ଟୁଡିଓ ସାଇଟ୍ ଇନ୍‌ଚାର୍ଜଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର: ସାରୁଅ ଜମି ବିବାଦ ମାମଲାରେ ପୁଣି ଆଉ ଜଣେ ଓଟିଭିର କର୍ମଚାରୀଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ । ଗତ ବିଳମ୍ବିତ ରାତିରେ ପୋଲିସ ଖୋର୍ଦ୍ଧା ସାରୁଅ ସ୍ଥିତ ଓଟିଭି ଷ୍ଟୁଡିଓ କ୍ୟାମ୍ପସରେ ପଶି ସେଠାକାର ସାଇଟ୍ ଇନଚାର୍ଜ ଅନିରୁଦ୍ଧ ପଣ୍ଡାଙ୍କୁ ଉଠାଇ ନେଇଛି । ସୂଚନା ଅନୁଯାୟୀ,…

ଭୁବନେଶ୍ୱରରେ ବାଲିଯାତ୍ରା ବାତିଲ

ଭୁବନେଶ୍ୱର: କଟକ ପରେ ଭୁବନେଶ୍ୱରରେ ବନ୍ଦ ହେଲା ବାଲିଯାତ୍ରା । ଏନେଇ କମିଶନରେଟ ପୋଲିସ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ କମିଟିର ସଦସ୍ୟମାନଙ୍କ ସଙ୍ଗେ ଆଲୋଚନା ପରେ କୋଭିଡ ମହାମାରୀ ଯୋଗୁଁ ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି, ଏବର୍ଷ…

ବିରକ୍ତ ହେଲେ ହାଇକୋର୍ଟ, ଡିଜିପିଙ୍କୁ ହାଜର ହେବାକୁ ଦେଲେ ନିର୍ଦ୍ଦେଶ

କଟକ: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ବିରକ୍ତି ପ୍ରକାଶ କଲେ ହାଇକୋର୍ଟ ।ମାମଲାର ତଦନ୍ତର ଷ୍ଟାଟସ ରିପୋର୍ଟକୁ ନେଇ ହାଇକୋର୍ଟ ବିରକ୍ତି ପ୍ରକାଶ କରିଛନ୍ତି । ପୁଲିସ ମହାନିର୍ଦ୍ଦେଶକଙ୍କୁ ବ୍ୟକ୍ତିଗତ ଭାବେ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବ୍ୟକ୍ତିଗତ ହାଜର ସହ…

ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ତୁଳନାରେ ବଢୁଛି ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୬୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୩ ଜଣ କ୍ୱାରେଣ୍ଟାଇନ୍ ଏବଂ ୪୮ଟି…