ଗୋଟିଏ ଦିନରେ ଭୁବନେଶ୍ୱରରୁ ୬୮ କୋଭିଡ ପଜିଟିଭ; ୧୧୫ ସୁସ୍ଥ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୬୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟର ଏବଂ ୫୪ଟି ସ୍ଥାନୀୟ ମାମଲା ରହିଛି ।…