Latest Odisha News

BREAKING NEWS

Browsing Tag

Bhubaneswar

ଭସାଣ ପାଇଁ ଭୁବନେଶ୍ୱରରେ ୪୦ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର: ଆଜି ଦଶମୀ, କାଲ ଭସାଣୀ । କରୋନା କଟକଣା ଭିତରେ ଚାରିଆଡେ ପାଳିତ ହେଉଛି ଦଶହରା। ତେବେ ଆସନ୍ତାକାଲି ଭସାଣ ଉତ୍ସବ ପାଇଁ ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଭସାଣ ଉତ୍ସବରେ ରାଜଧାନୀରେ ୪୦ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ । ଏନେଇ ଭୁବନେଶ୍ୱର…

ବଟି ମାଗି ବନ୍ଧା ହେଲେ ସାମ୍ବାଦିକ

ଭୁବନେଶ୍ୱର: ଦାଦା ବଟି ମାଗିବା ପଡିଲା ମହଙ୍ଗା । ବନ୍ଧା ହେଲେ ସାମ୍ବାଦିକ । ଖବର ପ୍ରସାରଣ କରିଦେବା ନାମରେ ଚାନ୍ଦା ଆଦାୟ କରୁଥିବା ୬ ଜଣ ସାମ୍ବାଦିକଙ୍କୁ ଗିରଫ୍ କରିଛି କମିଶନରେଟ୍ ପୋଲିସ। ଏକ ଘିଅ କମ୍ପାନୀର ମାଲିକଙ୍କୁ ଧମକ ଦେଇ ତାଙ୍କ ଠାରୁ ୨ ଟି କିସ୍ତିରେ ୧ ଲକ୍ଷ ୬୪ ହଜାର ଟଙ୍କା…

ଭୁବନେଶ୍ୱରରୁ ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ; ସେଥିରୁ ୭୯ ଲୋକାଲ୍ କେସ୍‌

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୨୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୩ ଜଣ…

ବରମୁଣ୍ଡା ଓଭରବ୍ରିଜ ନିକଟରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ବରମୁଣ୍ଡ ଓଭରବ୍ରିଜ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତଦେହକୁ ଦେଖି ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକ । ଖଣ୍ଡଗିରି ଥାନା ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ପୋଷ୍ଟମର୍ଟମ ପାଇଁ ପଠାଇଛି । ତାଙ୍କ ଦେହରେ କ୍ଷତ ଚିହ୍ନ ରହିଛି । ମୃତକଙ୍କ…

ପ୍ରଶାସନର ତଥ୍ୟ; ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ୧୮୩ ପଜିଟିଭ, ସେଥିରୁ ଭୁବନେଶ୍ୱରରୁ ୧୮୨ ଜଣ

ଭୁବନେଶ୍ୱର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ପ୍ରଶାସନର ଅଜବ ତଥ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଦେଇଛି । ପ୍ରଶାସନର କରୋନା ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧାରୁ ୧୮୩ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ହେଲେ ଭୁବନେଶ୍ୱରରୁ ୧୮୨ ନୂଆ ପଜିଟିଭ ଚିହ୍ନଟ…

ଗୋଟିଏ ଦିନରେ ଭୁବନେଶ୍ୱରରୁ ୧୮୨ ଆକ୍ରାନ୍ତ; ୨୭୬ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୮୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୪…

ଗ୍ରୀନ କରିଡରରେ ରାଜଧାନୀ; ୮ ମିନିଟରେ ଏୟାରପୋର୍ଟ ପହଞ୍ଚିଲେ ଗୁରୁତର ରୋଗୀ

ଭୁବନେଶ୍ୱର: ଜଣେ ଗୁରୁତର ରୋଗୀଙ୍କ ପାଇଁ ଭୁବନେଶ୍ୱରର ନୟାପଲ୍ଲୀରୁ ଏୟାରପୋର୍ଟ ଯାଏଁ କରାଯାଇଥିଲା ଗ୍ରୀନ କରିଡର। ଯାହା ଫଳରେ କେବଳ ମାତ୍ର ୮ ମି.ରେ ଏୟାରପୋର୍ଟରେ ପହଞ୍ଚିଥିଲା ଆମ୍ବୁଲାନ୍ସ । ସୂଚନାନୁସାରେ ସମ୍ପୃକ୍ତ ରୋଗୀଙ୍କୁ ଏୟାର ଆମ୍ବୁଲାନ୍ସରେ ହାଇଦ୍ରାବାଦ ନିଆଯିବା ନେଇ…

ବ୍ରାଣ୍ଡ ନାଁରେ ଭେଜାଲ୍ ମାଲ୍: ନକଲି ମିନେରାଲ୍ ଓ୍ୱାଟର କାରଖାନା ଠାବ

ଭୁବନେଶ୍ୱର: ଅସଲି ବ୍ରାଣ୍ଡରେ ନକିଲା କାରବାର । ରାଜଧାନୀରୁ ଠାବ ହୋଇଛି ନକଲି ପାଣି କାରଖାନା । ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଥାନା ମେଣ୍ଢାଶାଳ ଅନ୍ତର୍ଗତ ଗ୍ରାମଡ଼ିହ ଗାଁରେ ଚାଲିଥିଲା ଏହି ନକଲି ମିନେରାଲ୍‌ ୱାଟର୍‌ କାରଖାନା । ଏହି ଘଟଣାରେ ମ୍ୟାନେଜର ଓ ସୁପରଭାଇଜରଙ୍କୁ ଗିରଫ କରାଯାଇଛି ।…

ଚଳିତ ଥର ଜମିବନି ‘ଦାଣ୍ଡିଆ ନାଇଟ’ର ଆସର

ଭୁବନେଶ୍ୱର: ମା’ ଜଗତଜନନୀଙ୍କ ଆଗମନରେ ଉତ୍ସବମୁଖର ହୋଇପଡିଥାଏ ସାରା ରାଜ୍ୟ । ଶ୍ରଦ୍ଧାଳୁ ମାନେ ମା’ଙ୍କୁ ଦେଖିବା ପାଇଁ ବ୍ୟାକୁଳ ହେଉଥିବା ବେଳେ ଶ୍ରଦ୍ଧା ଓ ଭକ୍ତିର ମାହୋଲ ଚାରିଆଡେ ଭରି ରହିଥାଏ । ଏହି ଅବସରରେ ସହରର ବିଭିନ୍ନ ଅନୁଷ୍ଠାନ ଓ ତାରକା ହୋଟେଲ୍ ଗୁଡିକ ପକ୍ଷରୁ ଦାଣ୍ଡିଆ…

ଭୁବନେଶ୍ୱରରେ ୨୮ ହଜାର ଟପିଲା କରୋନା ସଂକ୍ରମଣ; ପୁଣି ୨୦୧ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୦୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ…