Latest Odisha News

BREAKING NEWS

Browsing Tag

Bhubaneswar

ଭୁବନେଶ୍ୱରରେ ଜଣକୁ ଉଠାଇ ନେଲା ଏନ୍‌ଆଇଏ

ଭୁବନେଶ୍ୱର: ଭୁବନେଶ୍ୱରରେ ଜଣକୁ ଉଠାଇ ନେଲା ନ୍ୟାସନାଲ ଇନଭେଷ୍ଟିଗେସନ୍ ଟିମ୍ । ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳରୁ ଜଣଙ୍କୁ ଉଠାଇନେଲା NIA । କ୍ରାଇମ୍ ବ୍ରାଞ୍ଚ ଓ କମିସନରେଟ୍ ପୋଲିସ ସହାୟତାରେ ଉଠାଇଲା NIA । ତେବେ କେଉଁ ଲିଙ୍କରେ ଏନ୍‌ଆଇଏ କାହାକୁ ଉଠାଇ ନେଇଛି ତାହା ଏଯାଏଁ ସ୍ପଷ୍ଟ…

ଭୁବନେଶ୍ୱରରୁ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ; ସେଥିରୁ ୧୮୨ ଲୋକାଲ୍ କେସ୍‌

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୨୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୭ ଜଣ କ୍ୱାରେଣ୍ଟାଇନ୍ ଏବଂ ୧୮୨ଟି…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡିଲେ ସହକାରୀ ନିର୍ବାହୀ ଯନ୍ତ୍ରୀ । ଭୁବନେଶ୍ୱର ଜିପିଏଚ୍ ଡିଭିଜନ-୨ର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନ୍ଦ୍ର ନାଥ ପ୍ରଧାନଙ୍କ ଘର ସମେତ ୬ଟି…

ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୧୩ କରୋନା ପଜିଟିଭ; ୩୦୭ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୧୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…

ଇନ୍‌ଫୋସିିଟି ସାଇ ମନ୍ଦିର ପାଚେରି ଭାଙ୍ଗିଲା ବିଡିଏ

ଭୁବନେଶ୍ୱର: ଭୁବନେଶ୍ୱର ଇନ୍‌ଫୋସିଟି ଥାନା ଅଂଚଳରେ ଥିବା ସାଇ ମନ୍ଦିର ପାଚେରି ଉଚ୍ଛେଦ । ଜବରଦଖଲ ଉଚ୍ଛେଦ ଅଭିଯୋଗରେ ମନ୍ଦିରର ପାଚେରି ଉଚ୍ଛେଦ କରାଯାଇଛି । ଏହି ଉଚ୍ଛେଦ କାର୍ଯ୍ୟରେ ଭୁବନେଶ୍ୱର ମହାନଗର ନିଗମ ଏବଂ ବିଡିଏ ସ୍କ୍ୱାଡ ସାମିଲ ହୋଇଛନ୍ତି । ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି…

ଭୁବନେଶ୍ୱରରେ ୨୭ ହଜାର ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୩୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୨୭ ହଜାର ୨୨୮ କରୋନା ପଜିଟିଭ ମାମଲା ରହିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର…

ରାଜଧାନୀରେ ଗ୍ରୀନ କରିଡର, ୯ ମିନିଟ୍‌ରେ ହସ୍ପିଟାଲରୁ ଏୟାରପୋର୍ଟ ଗଲେ ଗୁରୁତର ରୋଗୀ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗୁରୁତର ରୋଗୀଙ୍କ ପାଇଁ ଗ୍ରୀନ୍ କରିଡର । ମୂଲ୍ୟବାନ ଜୀବନ ବଂଚାଇବା ଲାଗି ନିଆରା ପ୍ରୟାସ କରିଛି କମିଶନରେଟ୍ ଟ୍ରାଫିକ ପୋଲିସ । ଆପୋଲୋ ହସ୍‌ପିଟାଲରୁ ଏୟାରପୋର୍ଟ ପର୍ଯ୍ୟନ୍ତ ଜଣେ ଗୁରୁତର ରୋଗୀଙ୍କୁ ଗ୍ରିନ୍‌ କରିଡର ଜରିଆରେ ସଫଳତାରେ ସହ…

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୨୪୩ ଆକ୍ରାନ୍ତ, ୩୫୭ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୪୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୬୮ ଜଣ…

ଭୁବନେଶ୍ୱରରୁ ୨୪ ଘଣ୍ଟାରେ ୨୫୩ କରୋନା ଆକ୍ରାନ୍ତ, ୨୯୯ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୫୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…

ପେଟ୍ରୋଲ ପମ୍ପ ବିସ୍ଫୋରଣ ମାମଲା: ସିସିଟିଭି ଯାଂଚରୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର: କେମିତି ହେଲା ରାଜଧାନୀ ରାଜଭବନ ନିକଟରେ ପେଟ୍ରୋଲ ପମ୍ପ ବିସ୍ଫୋରଣ । ବିସ୍ଫୋରଣ ସମୟରେ ଟାଙ୍କି ପାଖରେ କେତେ ଜଣ ଥିଲେ । ଡିସିପି ଓ ଅନ୍ୟ ବରିଷ୍ଠ ଅଧିକାରୀ କ୍ୟାପିଟାଲ ଥାନାରେ ଘଣ୍ଟା ଘଣ୍ଟା ଧରି ପେଟ୍ରୋଲ ପମ୍ପରୁ ଉଦ୍ଧାର ହୋଇଥିବା ସିସିଟିଭି ଫୁଟେଜ୍‌କୁ ଅନୁଧ୍ୟାନ…