Latest Odisha News
Browsing Tag

Bhubaneswar

ରାଜଧାନୀରେ କରୋନା ରୋଗୀଙ୍କ ପାଇଁ ପେଡ୍ ଆଇସୋଲେସନ ବ୍ୟବସ୍ଥା

ଭୁବନେଶ୍ୱର: ରାଜଧାନୀରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ପେଡ୍ ଆଇସୋଲେସନ ବ୍ୟବସ୍ଥା ଆରମ୍ଭ ହୋଇଛି । ଯଦି କେହି କରୋନା ପଜିଟିଭ୍ ରୋଗୀ ଏଠାରେ ରହିବାକୁ ଚାହିଁବେ ତେବେ ନିଜସ୍ୱ ଖର୍ଚ୍ଚରେ ରହିପାରିବେ । ପ୍ରଥମ ପର୍ଯ୍ୟାୟରେ ତିନିଟି ହୋଟେଲରେ ପେଡ୍ ଆଇସୋଲେସନର ବ୍ୟବସ୍ଥା ହୋଇଛି ।…

ସ୍ୱାଧୀନତା ଦିବସ ପାଇଁ ପ୍ରଦର୍ଶନୀ ପଡିଆ ସଜବାଜ, ସାମିଲ ହେବେ ଶହେ ଅତିଥି

ଭୁବନେଶ୍ୱର: ଆସନ୍ତାକାଲି ସମଗ୍ର ଦେଶରେ ପାଳିତ ହେବ ସ୍ୱାଧୀନତା ଦିବସ । ତେବେ ଚଳିତ ବର୍ଷ କରୋନା କଟକଣା ଭିତରେ ନିରାଡମ୍ବରରେ ଅଗଷ୍ଟ ୧୫ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଂଚିଛି । ଚଳିତ ବର୍ଷ ରାଜଧାନୀର ପ୍ରଦର୍ଶନୀ ପଡିଆରେ…

ଟ୍ୱିନ୍ ସିଟିରେ ଗଣେଶ ପୂଜା ମନା

ଭୁବନେଶ୍ୱର: ଲାଗିଲା କଟକଣା । ଚଳିତ ବର୍ଷ ଟ୍ୱିନ୍ ସିଟିରେ ହେବନି ଗଶେଷ ପୂଜା । ମହାମାରୀ କରୋନା ଯୋଗୁଁ ଏଥର ଟ୍ୱିନ୍ ସିଟ୍‌ରେ ମଣ୍ଡପରେ ପୂଜା ହୋଇପାରିବ ନାହିଁ । ସାର୍ବଜନୀନ ସ୍ଥାନରେ ଧାର୍ମିକ ଉତ୍ସବ ସମୟରେ ଶହ ଶହ ଲୋକ ଏକାଠି ହେବାର ସଂଭାବନା ରହିଛି । ତେଣୁ ସଂକ୍ରମଣ ଏଡାଇବାକୁ ଏଥର…

ଅଡିଓ ଭାଇରାଲ ମାମଲା: ଗିରଫ ୨ଜଣଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର: ଅଡିଓ ଭାଇରାଲ ଘଟଣାରେ ଗିରଫ ହୋଇଥିବା ୨ ଜଣଙ୍କୁ ଜାମିନ୍ ମିଳିଛି । ଭୁବନେଶ୍ୱର ଏସ୍‌ଡିଜେଏମ୍ କୋର୍ଟ ୨ ଜଣଙ୍କୁ ସର୍ତମୂଳକ ଜାମିନ ଦେଇଛନ୍ତି । ଜଣେ ଜାମିନଦାର ଓ ୧୦ ହଜାର ଟଙ୍କା ମୁଚଲିକାରେ ଉଭୟ ଲକ୍ଷ୍ମୀକାନ୍ତ ବେହେରା ଓ ବିଶ୍ୱଜିତ ମହାନ୍ତିଙ୍କୁ ଜାମିନ୍ ମିଳିଥିବା…

‘୧୦ ଦିନରେ ଭୁବନେଶ୍ୱରରେ ୧୨୬୨ ସଂକ୍ରମିତ’

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ତାର କାୟା ବିସ୍ତାର କିରିବାରେ ଲାଗିଛି । ସ୍ଥିତି ପୁରା ଅଣାୟତ୍ତ ହେବାରେ ଲାଗିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ବଢ଼ୁଛି । ଗତ ୧୦ ଦିନରେ ଭୁବନେଶ୍ୱରରେ ୧୨୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି…

କିମସ୍‌ରେ ଯୋଗଦେଲେ ଡାକ୍ତର ବିଧୁକଲ୍ୟାଣ ମହାନ୍ତି ଓ ଡାକ୍ତର ହେମନ୍ତ କୁମାର କର

ଭୁବନେଶ୍ୱର: ବିଶିଷ୍ଟ କର୍କଟ ରୋଗ ବିଶେଷଜ୍ଞ ଡାକ୍ତର ବିଧୁ କଲ୍ୟାଣ ମହାନ୍ତି ଓ ବିଶିଷ୍ଟ ଚର୍ମରୋଗ ବିଶେଷଜ୍ଞ ଡାକ୍ତର ହେମନ୍ତ କୁମାର କର କଳିଙ୍ଗ ଇନଷ୍ଟିଚ୍ୟୁଟ୍‌ ଅଫ୍‍ ମେଡିକାଲ୍‍ ସାଇନସେସ୍ (କିମସ୍‌)ରେ ଯୋଗ ଦେଇଛନ୍ତି । ଡାକ୍ତର ମହାନ୍ତି କିମ୍ସସ କ୍ୟାନ୍ସଗର ସେଣ୍ଟରର ନିର୍ଦ୍ଦେଶକ ତଥା…

ଦୋକାନ ଆଗରେ ଚା’ ପିଇବା ମନା, ରେଷ୍ଟୁରାଂଟରୁ ନେବେ ପାର୍ସଲ

ଭୁବନେଶ୍ୱର: ଏଣିକି ଦୋକାନ ଆଗରେ ଚା’ ପିଇ ପାରିବେ ନାହିଁ ଗ୍ରାହକ । ଦୋକାନ ଆଗରେ ଚା’ ପିଇବା ଉପରେ କଟକଣା ଲାଗଯାଇଛି । ଖାଦ୍ୟ ବିକ୍ରେୟକାରୀଙ୍କ ପାଇଁ ବିଏମ୍‌ସି ପକ୍ଷରୁ ନୂଆ ଗାଇଡାଲାଇନ୍ ଜାରି ହୋଇଛି । ରେଷ୍ଟୁରାଂଟ, ଢ଼ାବା, ରାସ୍ତାକଡ ଠେଳା ଦୋକାନୀଙ୍କ ପାଇଁ ଏହି ଗାଇଡଲାଇନ୍ ଜାରି…

ଆଜିଠୁ ପୁଣି ଚାଲିଲା ‘ମୋ ବସ୍‌’

ଭୁବନେଶ୍ୱର: ଆଜିଠାରୁ ଭୁବନେଶ୍ୱର ଓ କଟକରେ ମୋ ବସ୍ ସେବା ଆରମ୍ଭ ହୋଇଛି । ସକାଳ ୭ଟାରୁ ମୋ ବସ୍ ଚଳାଚଳ ଆରମ୍ଭ ହୋଇଥିବା ବେଳେ ମୋଟ ୮ଟି ରୁଟରେ ନନ୍ ଏସି ବସ୍ ଚାଲୁଛି । ଏହି ରୁଟ୍‌ଗୁଡିକ ୧୧, ୧୬, ୧୮, ୨୦, ୨୩, ୨୫, ୨୭ ଓ ୩୩ ନମ୍ବର । ଏହି ବସଗୁଡିକ ସୋମବାରରୁ ଶୁକ୍ରବାର ଚାଲିବ ।…

ଆସନ୍ତାକାଲିଠୁ ପୁଣି ଚାଲିବ ମୋ ବସ୍

ଭୁବନେଶ୍ୱର : ରାଜଧାନୀରେ ଆସନ୍ତାକାଲିଠୁ ପୁଣି ଗଡିବ ମୋ ବସ୍ । ଆଠଟି ରୁଟ୍‌ରେ ବସ ଚଳାଚଳ କରିବ ବୋଲି କ୍ରୁଟ୍ ବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ଏହି ରୁଟ୍‌ଗୁଡିକ ହେଉଛି ୧୧, ୧୬,୧୮, ୨୦,୨୩, ୨୫, ୨୭ ଓ ୩୩ ନମ୍ବର । ସକାଳ ୭ଟାରୁ…

୪ଟି ଜିଲ୍ଲା ଓ ରାଉରକେଲା ମ୍ୟୁନିସପାଲଟିରେ ସାପ୍ତାହିକ ସଟ୍‌ଡାଉନ୍

ଭୁବନେଶ୍ୱର: ରାଜ୍ୟର ୪ଟି ଜିଲ୍ଲା ଓ ଗୋଟିଏ ମ୍ୟୁନିସପାଲଟିରେ ଜାରି ହୋଇଛି ସାପ୍ତାହିକ ସଟଡାଉନ୍ । ଖୋର୍ଦ୍ଧା, ଗଂଜାମ, ଗଜପତି, କଟକ ଓ ରାଉରକେଲା ମ୍ୟୁନିସପାଲଟିରେ ମାସର ପ୍ରତି ଶନିବାର ଓ ରବିବାର ସଟଡାଉନ୍ ରହିବ । ଏନେଇ ଆଜି ସରକାର ଗାଇଡାଲଇନ୍ ଜାରି କରିଛନ୍ତି। ଏହି ୪ଟି ଜିଲ୍ଲାରେ…