Latest Odisha News

BREAKING NEWS

Browsing Tag

Bhubaneswar

ଶୁକ୍ରବାର ଖୋଲିବ ଭୁବନେଶ୍ୱର ୟୁନିଟ-୪ ମାର୍କେଟ

ଭୁବନେଶ୍ୱର: ରାଜଧାନୀରେ କରୋନା ସଂକ୍ରମିତ ଦିନକୁ ଦିନ ବଢ଼ିବାରେ ଲାଗିଛି । ତେଣୁ ପ୍ରାୟ ଅଧିକାଂଶ ମାର୍କେଟକୁ ବିଏମ୍ସି ପକ୍ଷରୁ ବନ୍ଦ ରଖାଯାଇଛି । ତେବେ ଆସନ୍ତାକାଲି ଅର୍ଥାତ ଶୁକ୍ରବାରଠାରୁ ଭୁବନେଶ୍ୱରର ୟନିଟ-୪ ମାର୍କେଟ ଓ ତାର ଆଖପାଖ ବଜାର ଖୋଲିବ । ଏନେଇ ସୂଚନା ମିଳିଛି ।…

ଭୁବନେଶ୍ୱରରେ ଆଉ ୨୧୫ ପଜିଟିଭ ଚିହ୍ନଟ, ୨୩ଶହ ଡେଇଁଲା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦିନକରେ ହଜାରେ ରୁ ୧୫ଶହ ଲୋକେ କରୋନାରେ ସଂକ୍ରମିତ ହେଉଛନ୍ତି । ସେହିପରି ରାଜଧାନୀ ଭୁବନେଶ୍ୱର ମଧ୍ୟ ଦିନକୁ ଦିନ ସଂକ୍ରମିତ ହେବାରେ ଲାଗିଛି । ଆଜି ଭୁବନେଶ୍ୱରରେ ୨୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ଭୁବନେଶ୍ୱରରୁ ପୁଣି ୧୫୯ ସଂକ୍ରମିତ ଚିହ୍ନଟ, ୧୦୨ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଦିନକୁ ଦିନ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ଆଜି ପୁଣି ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଂଟାଇନ୍ ସେଂଟରରୁ ୧୧୮ ଜଣ ଥିବା ବେଳେ ୪୧ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଏନେଇ ବିଏମ୍‌ସି ଟ୍ୱିଟ୍ କରି ସୂଚନା ଦେଇଛି ।…

କରୋନା ରୋଗୀଙ୍କ ପାଇଁ ଭୁବନେଶ୍ୱରରେ ଆଉ ୮୫୦ ବେଡ୍ ବ୍ୟବସ୍ଥା

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ବେଡ୍ ଚିନ୍ତା ନାହିଁ । ହାଇଟେକ୍ ମେଡିକାଲ କଲେଜ ଓ ହସ୍ପିଟାଲରେ ବିଏମସି ସହଭାଗିତାରେ ଖୋଲିବ ୫୫୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ । ସେହିପରି ଆଦିତ୍ୟ-ଅଶ୍ୱିନୀ ହସ୍ପିଟାଲରେ କରୋନା ରୋଗୀଙ୍କ…

ବାହାଘରକୁ ୫ ମାସ ବିତିନି, ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

ଭୁବନେଶ୍ୱର: ସ୍ତ୍ରୀ ହନ୍ତା ସ୍ୱାମୀ । ବାହାଘରକୁ ୫ ମାସ ପୂରିନି । ନିଜ ପତ୍ନୀଙ୍କୁ ନିର୍ମମ ଭାବରେ ହତ୍ୟା କରିଛି ଜଣେ ପତି । ଏଭଳି ନୃଶଂସ ହତ୍ୟାକାଣ୍ଡ ଘଟିଛି ଭୁବନେଶ୍ୱର ଏୟାର ଫିଲ୍ଡ ଥାନା ଅନ୍ତର୍ଗତ କାର୍ଗିଲ ବସ୍ତିରେ । ଘର ଭିତରୁ ଉଦ୍ଧାର ହୋଇଛି ମହିଳାଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ।…

ଗର୍ଭବତୀ ମହିଳାଙ୍କଠାରୁ ୧୪ ସଂକ୍ରମିତ ଚିହ୍ନଟ; ସିଲ ହେଲା ରାଜଧାନୀର ଆଉ ଏକ ବସ୍ତି

ଭୁବନେଶ୍ୱର: ଭୁବନେଶ୍ୱରରେ ଦ୍ରୁତ ଗତିରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ନାୟପଲ୍ଲୀ ଆଇଆରସି ଭିଲେଜ୍‌ ନିକଟସ୍ଥ ଗଣପତି ବସ୍ତିରୁ ଜଣେ ଗର୍ଭବତୀ ମହିଳାଙ୍କ ଠାରୁ ୧୪ଜଣ ସଂକ୍ରମିତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଅଧିକାଂଶ ଏହି ମହିଳାଙ୍କ ପାଖ ପଡୋଶୀ ହୋଇଥିବା ବେଳେ ଦୁଇ ଜଣ…

ଆସନ୍ତାକାଲି ଭୁବନେଶ୍ୱର ସାମ୍ବାଦିକଙ୍କର ଆଣ୍ଟିଜେନ୍ ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ କ୍ଷିପ୍ର ଗତିରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ସଂକ୍ରମଣ । ଏହି ସଂକ୍ରମଣରୁ କରୋନା ଯୋଦ୍ଧାମାନେ ମଧ୍ୟ ବାଦ୍ ପଡୁନାହାନ୍ତି । ସମସ୍ତଙ୍କୁ କବ୍‌ଜା କରି ନେଉଛି ଏହି କିଲର ଭାଇରସ । ଏହାରି ଭିତରେ ଆସନ୍ତାକାଲିଠାରୁ ଭୁବନେଶ୍ୱରରେ ସମସ୍ତ ସାମ୍ବାଦିକମାନଙ୍କ ରାପିଡ୍…

ରାଜଧାନୀରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ଭୁବନେଶ୍ୱର: ଦିନ ଦ୍ୱିପ୍ରହରରେ ରାଜଧାନୀର ବାପୁଜୀ ନଗରରେ ବୁଲିଲା ଖଣ୍ଡାକାତି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ଆହତ ଯୁବକଙ୍କୁ ଚିକିତ୍ସା ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି । ସୂଚନା ଅନୁଯାୟୀ,…

ଲୁଟେରା ଗ୍ୟାଙ୍ଗର ୩ ଅଭିଯୁକ୍ତ ଗିରଫ, ୮ ସୁନା ଚେନ୍ ଜବତ

ଭୁବନେଶ୍ୱର: ଭୁବନେଶ୍ୱରରେ ପୁଲିସ ଲୁଟେରା ଗ୍ୟାଙ୍ଗର ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ପୁଲିସ ଏମାନଙ୍କର ଠାରୁ ୮ଟି ସୁନା ଚେନ ଜବତ କରିଛି । ଗିରଫ ଅଭିଯୁକ୍ତ ହେଉଛନ୍ତି, କ୍ୟାପିଟାଲ ଥାନା କାଳିମନ୍ଦିର ସଡ଼କ ବସ୍ତିରେ ରହୁଥିବା ସୁଦର୍ଶନ ନାଏକ, ଜାଗୃତି ଅଫିସ୍‌ କଡ଼ କଳ୍ପନା ଫ୍ଲାଟ୍‌ରେ…

ଭୁବନେଶ୍ୱରରେ ୫୨ ନୂଆ ଆକ୍ରାନ୍ତ ଚିହ୍ନଟ, ୨୯ ସୁସ୍ଥ

ଭୁôବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ୩୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ଅନ୍ୟ ୧୮ ଜଣ ସ୍ଥାନୀୟ ସଂକ୍ରମିତ । ତେବେ ଆଶ୍ୱସ୍ତିକର କଥା ହେଉଛି ଯେ, ଆଜି ଭୁବନେଶ୍ୱରରୁ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । Update on…