Latest Odisha News

BREAKING NEWS

Browsing Tag

Bhubaneswar

ଭୁବନେଶ୍ୱରରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ସେରୋ ସର୍ଭେଲାନ୍ସ: ଆରଏମଆରସି

ଭୁବନେଶ୍ୱର: ରାଜ୍ୟ ସରକାର ଓ ଆଇଏମଆରସି ମିଳିତ ଭାବରେ ସେରୋ ସର୍ଭେଲାନ୍ସ କରୁଛି । ପ୍ରଥମ ପର୍ଯ୍ୟାୟରେ ୫ଟି ଜାଗାରେ ଏହା କରାଯାଉଛି । ପୁରୀରେ ଶେଷ ହୋଇଛି । ସରକାରଙ୍କୁ ରିପୋର୍ଟ ବି ଦିଆସରିଛି । ଭୁବନେଶ୍ୱରରେ ଏହା ଦ୍ୱିତୀୟ ପର୍ଯ୍ୟାୟରେ କରାଯାଉଛି । ପ୍ରଥମ ପର୍ଯ୍ୟାୟରେ କମ୍ୟୁନିଟି…

ଏଣିକି ବିନା ଅନୁମତି ପତ୍ରରେ ଛାଡିବନି ପୋଲିସ

ଭୁବନେଶ୍ୱର: ଲକଡାଉନ କଟକଣା ହେବ ଆହୁରି କଡାକଡି । ଏଣିମି ବିନା ଅନୁମତି ପତ୍ରରେ ଛାଡିବନି ପୋଲିସ । କର୍ତ୍ତୃପକ୍ଷଙ୍କ ଅନୁମତି ପତ୍ର ନଥିଲେ କର୍ମଚାରୀମାନେ ଅଫିସ ଯାଇପାରିବେ ନାହିଁ । କର୍ମଚାରୀଙ୍କ ନାଁ କର୍ତ୍ତୃପକ୍ଷଙ୍କ ଅନୁମତି ପତ୍ର ତାଲିକାରେ ରହିବାକୁ ବାଧ୍ୟ । ନାଁ ନଥିଲେ ଆଉ ଅଫିସ…

ଲାଗୁନି ବ୍ରେକ୍‌, ଭୁବନେଶ୍ୱରରେ ପୁଣି ୮୭ ପଜିଟିଭ

ଭୁବନେଶ୍ୱର: ସାରା ରାଜ୍ୟରେ କଲବଲ କଲାଣି କରୋନା । ହୁ ହୁ ହୋଇ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ତେବେ ଏଥିରୁ ବାଦ୍ ପଡିନି ରାଜଧାନୀ ଭୁବନେଶ୍ୱର । ଆଜି ପୁଣି ଭୁବନେଶ୍ୱରରୁ ୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୪୧ ଜଣ କ୍ୱାରେଂଟାଇନ୍ ଥିବାବେଳେ ୪୬ ଜଣ…

ବାପାକୁ ପିଟି ପିଟି ମାରିଦେଲା ଡାକ୍ତର ପୁଅ

ଭୁବନେଶ୍ୱର: ବାପାକୁ ପିଟି ମରିଦେଲା ପୁଅ । ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି ରାଜଧାନୀ ଭୁବନେଶ୍ୱରରେ । ଖଣ୍ଡଗିରି ଥାନା ଜଗମୋହନ ନଗରରେ ଡାକ୍ତର ପୁଅ ବାପାକୁ ପିଟି ପିଟି ମାରିଦେବା ଘଟଣା ରାଜଧାନୀରେ ଚାଂଚଲ୍ୟ ସୃଷ୍ଟି କରିଛି । ପରିବାରିକ ଗଣ୍ଡୋଗଳକୁ ନେଇ ନିଜ ବାପାକୁ ହତ୍ୟା କରିଛି…

ରାଜଧାନୀର ୟୁନିଟ୍‌-୪ ମାଛ ମାର୍କେଟକୁ ସିଲ୍ କଲା ବିଏମ୍‌ସି

ଭୁବନେଶ୍ୱର: ୟୁନିଟ୍ ୪ ମାଛ ମାର୍କେଟର ସାତ ଜଣ ମାଛ ଦୋକାନୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ପରେ ବିଏମସି ପକ୍ଷରୁ ମାର୍କେଟକୁ ସିଲ୍ କରାଯାଇଛି । ଅନ୍ୟ ମାଛ ବେପାରୀମାନଙ୍କୁ ସଙ୍ଗରୋଧରେ ରହିବା ପାଇଁ କୁହାଯାଇଛି । ଏଥି ସହ ବଜାରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ମଧ୍ୟ ସିଲ୍…

କଣ୍ଟେନମେଣ୍ଟ ଜୋନ ଘୋଷଣା ହେଲା ଭୁବନେଶ୍ୱର ନୟାପଲ୍ଲୀର ଏହିସବୁ ଅଞ୍ଚଳ

ଭୁବନେଶ୍ୱର: ସ୍ଥାନୀୟ ଅଞ୍ଚକରେ ଅନେକ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ଗୁରୁବାର ଦିନ ନୟାପଲ୍ଲୀ ଅଞ୍ଚଳରେ ସୀତାପୁର ବସ୍ତି ଏବଂ ତ୍ରିନାଥ ବସ୍ତିକୁ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରିଛି। କଣ୍ଟେନମେଣ୍ଟ ଜୋନ୍: ଡ଼. ମିଲନ୍…

ରାଜଧାନୀର ରୂପାଲି ଛକରେ ଜଳିଗଲା ଦୁଇଟି ଦୋକାନ

ଭୁବନେଶ୍ୱର: ରୂପାଲି ଛକର ବଜାର ଅଂଚଳରେ ଆଜି ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ଦୁଇଟି ଦୋକାନ ସମ୍ପୂଣ୍ଣ ଜଳି ଯାଇଛି । ପାଖିପାଖି ଥିବା ଅନେକ ଦୋକାନ ମଧ୍ୟ ଅଧ ଅଧା ଜଳିଯାଇଛି । ନିଆଁ ଲାଗି ଯାଇଥିବା ଖବର ପାଇ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିିଥିଲେ । ତେବେ ଗ୍ୟାସ…

ସିବିଏସ୍‌ଇ ଦ୍ୱାଦଶରେ ଭଲ ପ୍ରଦର୍ଶନ କରିଛନ୍ତି ରାଜଧାନୀର ଛାତ୍ରଛାତ୍ରୀ

ଭୁବନେଶ୍ୱର : ଗତକାଲି ପ୍ରକାଶ ପାଇଥିବା ସିବିଏସଇ ଦ୍ୱାଦଶ ଶ୍ରେଣୀ ରେଜଲ୍ଟରେ ଭଲ ପ୍ରଦର୍ଶନ କରିଛନ୍ତି ରାଜଧାନୀର ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ । ସାଇ ଇଣ୍ଟରନ୍ୟାସନାଲ, କିଟ୍ ଇଣ୍ଟର ନ୍ୟାସନାଲ, ବିଜେଇଏମ୍ ଓ ଡିଏଭି ପୋଖରୀପୁଟ ସମେତ ଅନେକ ସ୍କୁଲରେ ପାସ୍ ହାର ଶହେ ପ୍ରତିଶତ ରହିଛି ।…

କରୋନା କ୍ରିଏଟିଭିଟି: ସ୍ମରଣୀକା ହୋତାଙ୍କ ନୃତ୍ୟ

ଭୁବନେଶ୍ୱର :www.odishasambad.in ଏବଂ www.odishabytes.com ନିବେଦିତ କରୋନା କ୍ରିଏଟିଭିଟିରେ ବିଭିନ୍ନ ସ୍ଥାନରୁ ପ୍ରତିଯୋଗୀ ଭାଗ ନେଇ ନିଜ କଳା ପ୍ରତିଭା ଦେଖାଇଛନ୍ତି । ଯାହା ଏବେ www.odishasambad.in ଏବଂ www.odishabytes.comର ୟୁଟ୍ୟୁବ, ଫେସ୍‌ବୁକ ଓ ଇନଷ୍ଟାଗ୍ରାମରେ ଅପଲୋଡ…

ଭୁବନେଶ୍ୱରରେ ସେରୋଲଜିକାଲ ସର୍ଭେ ଆରମ୍ଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଉଗ୍ର ହେଉଛି କରୋନା ସ୍ଥିତି । ପ୍ରତିଦନ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ତେବେ ଏହାର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଭୁବନେଶ୍ୱରରେ ଆଜିଠାରୁ ସେରୋଲଜିକାଲ୍ ସର୍ଭେ ଆରମ୍ଭ ହୋଇଛି । ବିଏମସି…