Latest Odisha News

BREAKING NEWS

Browsing Tag

Bhubaneswar

ସମ୍ ହସ୍ପିଟାଲ୍‌ର ୫ଟି ବିଭାଗ ଏକ ନମ୍ବର : ଟାଇମ୍‌ସ ସର୍ଭେ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ୫ଟି ବିଭାଗ ଟାଇମ୍‌ସ ହେଲ୍‌ଥ ସର୍ଭେରେ ସ୍ଥାନୀୟ ଭାବେ ଏକ ନମ୍ବର ସ୍ଥାନ ହାସଲ କରିଛି । ଏହି ସର୍ଭେ ଅନୁଯାୟୀ ପ୍ରାଇଭେଟ୍‌/କର୍ପୋରେଟ୍…

କିସରେ ଆରମ୍ଭ ହେଲା ଇ-ଲର୍ଣ୍ଣିଂ କ୍ଳାସ: ୩୦ ହଜାର ଛାତ୍ରଛାତ୍ରୀଙ୍କ ଘରେ ପହଞ୍ଚିଲା ଶିକ୍ଷାଦାନ

ଭୁବନେଶ୍ୱର: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ (କିସ) ଉଦ୍ୟମରେ ଓ କଳିଙ୍ଗ ଟିଭି ପ୍ରୟାସରେ କିସ ଇ ଲର୍ଣ୍ଣିଂ କ୍ଳାସ କାର୍ଯ୍ୟକ୍ରମ ବୁଧବାର କିସରେ ଉଦଘାଟିତ ହୋଇଯାଇଛି । କିଟ ଓ କିସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରି ଶ୍ରେଣୀଗୃହ ଶିକ୍ଷାଦାନ…

ଭୁବନେଶ୍ୱରରେ ଆପୋଲ ହସ୍ପିଟାଲ କର୍ମଚାରୀଙ୍କ ସମେତ ୬ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରେ ପୁଣି ୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସମ୍ପୃକ୍ତ ବ୍ୟକ୍ତିଙ୍କ ମଧ୍ୟରେ ଆପୋଲ ହସ୍ପିଟାଲର ଜଣେ କର୍ମଚାରୀ ଅଛନ୍ତି । ତାଙ୍କ ବୟସ ୩୮ ବର୍ଷ ହୋଇଥିବା ନେଇ ଭୁବନେଶ୍ୱର ମହାନଗର ନିଗମ ସୂଚନା ଦେଇଛି । ସେହିପରି ଭୁବନେଶ୍ୱର…

ଖୋର୍ଦ୍ଧାରେ ବଜ୍ରପାତ ନେଲା ଯୁବକଙ୍କ ଜୀବନ

ଖୋର୍ଦ୍ଧା: ଖୋର୍ଦ୍ଧାରେ ମଙ୍ଗଳବାର ଦିନ ଅପରାହ୍ନରେ ବଜ୍ରପାତ ଯୋଗୁଁ ଜଣେ ଯୁବକଙ୍କ ପ୍ରାଣହାନୀ ଘଟିଛି । ଜଣେ ପ୍ରତ୍ୟେକ୍ଷଦର୍ଶୀଙ୍କ କହିବାନୁଯାୟୀ, ୧୬ ନଂ ଜାତୀୟ ରାଜପଥରେ ଜଣେ ଯୁବକ ବାଇକ୍ ନେଇ ଯାଉଥିବା ବେଳେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସ ନିକଟରେ ବଜ୍ରାଘାତ ହୋଇଥିଲା । ବଜ୍ରପାତର…

ସ୍ଥଗିତ ରହିଲା ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର +୩ ଶେଷ ସେମିଷ୍ଟାର୍‌ ପରୀକ୍ଷା

ଭୁବନେଶ୍ୱର: ଛାତ୍ରୀ ମାନଙ୍କର ବିକ୍ଷୋଭ ପ୍ରଦର୍ଶନ ଯୋଗୁଁ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର +୩ ଶେଷ ସେମିଷ୍ଟାର୍‌ ପରୀକ୍ଷାକୁ କର୍ତ୍ତୃପକ୍ଷ ସୋମବାର ଦିନ ଆସନ୍ତା ୧୫ ଦିନ ଲାଗି ସ୍ଥଗିତ ରଖିଛନ୍ତି । ପୂର୍ବରୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜୁନ୍ ୨୫ ତାରିଖରେ ପରୀକ୍ଷା ଧାର୍ଯ୍ୟ ହେବା ନେଇ…

ସାଂସଦ ଅପରାଜିତା ଷଡଙ୍ଗୀ ବାରମ୍ବାର ଲକ୍‌ଡାଉନ ନିୟମ ଉଲ୍ଲଂଘନ କରୁଛନ୍ତି : ବିଜେଡି

ଭୁବନେଶ୍ୱର: ପଳାଶୁଣି ଫ୍ଲାଏଓଭର ଭୂମି ପୂଜନ ବେଳେ ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ଓ ତାଙ୍କ ସମର୍ଥକ ସାମାଜିକ ଦୂରତ୍ୱ ନିୟମକୁ ପୁଣି ଥରେ ଉଲ୍ଲଂଘନ କରିଥିବା ଅଭିଯୋଗ କରିଛି ବିଜେଡି । ସାଂସଦ ବାରମ୍ବାର ଲକ୍‌ଡାଉନ ନିୟମ ଉଲ୍ଲଂଘନ କରି ଖରାପ ଉଦାହରଣ ସୃଷ୍ଟି କରୁଥିବା କହିଛନ୍ତି ବିଜେଡି…

ମଣିପୁରରୁ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ପହଞ୍ଚିଲେ ପ୍ରବାସୀ ଓଡ଼ିଆ ଶ୍ରମିକ

ଭୁବନେଶ୍ୱର: ମଣିପୁରରେ କାର୍ଯ୍ୟ କରୁଥିବା ପ୍ରବାସୀ ଓଡ଼ିଆ ଶ୍ରମିକମାନେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏକ ସ୍ୱତନ୍ତ୍ର ବିମାନ ଯୋଗେ ଆଜି ଅପରାହ୍ନରେ ପହଞ୍ଚିଛନ୍ତି । ସେହିପରି ଆଜି ମଧ୍ୟ ଆଉ ଏକ ବିମାନରେ ୧୩୮ ଜଣ ଓଡ଼ିଆ ପ୍ରବାସୀ ଭୁବନେଶ୍ୱର ପହଞ୍ଚିବେ । ଏହି ସମସ୍ତ…

ଗୋଟିଏ ଦିନ ପରେ ଇସ୍ତଫା ପ୍ରତ୍ୟାହାର କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଝାମଣା କରିବା ପରେ ରାଜ୍ୟ ବିଜେପି କାର୍ଯ୍ୟକାରୀ ସଦସ୍ୟ ଜଗନ୍ନାଥ ପ୍ରଧାନ ନିଜର ଇସ୍ତଫା ପତ୍ର ପ୍ରତ୍ୟାହାର କରିଛନ୍ତି । ଅଧିକ ପଢନ୍ତୁ - ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ: ସର୍ଭେ ଭୁବନେଶ୍ୱର…

କାନ୍ଥ ଡେଇଁ ବାଇକ୍ ଲୁଟି ନେଲେ ଲୁଟେରା, ସିସିଟିଭିରେ କଏଦ୍ ହେଲା ଦୃଶ୍ୟ

ଭୁବନେଶ୍ୱର: କର୍ଫ୍ୟୁ କଟକଣା ଭିତରେ ମାତିଛନ୍ତି ଲୁଟେରା । ଅନ୍ଧାରରେ ବେଧଡକ୍ ଘରେ ପଶି ଲୁଟିଛନ୍ତି ବାଇକ୍ । କ୍ୟାମେରାରେ କଏଦ୍ ହୋଇଛି ଚୋରିର ପୁରା କାହାଣୀ । ରାତି ପ୍ରାୟ ଗୋଟିଏ ବେଳେ ଭୁବନେଶ୍ୱର ପାତ୍ରପଡ଼ା ଅଂଚଳରେ ଲୁଟି ହୋଇଛି । ଏହି ଲୁଟ ଘଟଣାର ସମସ୍ତ ଦୃଶ୍ୟ ସିସିଟିଭିରେ କଏଦ୍…

ସାଇ ଇଣ୍ଟରନ୍ୟାସନାଲରେ ଜୁନ୍ ୧ରୁ ଆୟୋଜିତ ହେଉଛି ଇ-ସମର୍ କ୍ୟାମ୍ପ୍‌

ଭୁବନେଶ୍ୱର: ସାଇ ଇଣ୍ଟରନ୍ୟାସନାଲ ଚଳିତ ବର୍ଷ ନିଆରା ଢଙ୍ଗରେ ଆୟୋଜିତ କରୁଛି ଇ-ସମର୍ କ୍ୟାମ୍ପ୍ । ପିଲାମାନଙ୍କର ଗଠନମୂଳକ କାର୍ଯ୍ୟକୁ ଅଧିକ ଉତ୍ସାହିତ କରିବା ଲକ୍ଷ୍ୟ ନେଇ ସାଇ ଇଣ୍ଟରନ୍ୟାସନାଲ୍ ଏହିପରି ଏକ ଗ୍ରୀଷ୍ଣ ଶିବିର ଆୟୋଜନ କରୁଛି । ସାମ୍ପ୍ରତିକ ପରିସ୍ଥିତିରେ ବାର୍ଷିକ ଗ୍ରୀଷ୍ଣ…