Latest Odisha News

BREAKING NEWS

Browsing Tag

Bhubaneswar

ହୋମ୍ କ୍ୱାରେଣ୍ଟାଇନ ଉଲ୍ଲଂଘନ ପାଇଁ ଭୁବନେଶ୍ୱରରେ ମାମଲା ରୁଜୁ

ଭୁବନେଶ୍ୱର: ନିକଟରେ ବିଦେଶରୁ ଫେରିଥିବା ଜଣେ ବ୍ୟକ୍ତି ବାଧ୍ୟତାମୂଳକ ହୋମ୍ କ୍ୱାରେଣ୍ଟାଇନରେ ଥିଲେ ମଧ୍ୟ ଏଥିରେ ଖିଲାପ କରିଥିବା ଜଣାପଡିବାରୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଚନ୍ଦ୍ରଶେଖରପୁର ଥାନାରେ ମାମଲା ରୁଜୁ କରାଯାଇଛି । ବିଏମସି ଜୋନାଲ ଡେପୁଟି କମିଶନର ପ୍ରମୋଦ କୁମାର ପୃଷ୍ଟି,…

କରୋନା ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ସିଲ୍ ହେଲା ଗେଷ୍ଟହାଉସ୍ !

ଭୁବନେଶ୍ୱର: ଘାତକ କରୋନା ଭାଇରସ ସଂକ୍ରମଣକୁ ରାଜ୍ୟରେ ରୋକିବା ଲାଗି ଓଡ଼ିଶା ସରକାର ଯୁଦ୍ଧକାଳୀନ ଭିତ୍ତିରେ ଦୃଢ ପଦକ୍ଷେପ ଗ୍ରହଣ କରିଥିବା ସହିତ ଲଢେଇ ଜାରି ରଖିଛନ୍ତି । ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ ପକ୍ଷରୁ କରୋନା ଭାଇରସ ସଂକ୍ରମଣ ଲାଗି ବିଭିନ୍ନ ଗେଷ୍ଟ ହାଉସ ଓ ହୋଟେଲ ଲାଗି…

ଭୁବନେଶ୍ୱରରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା; ୭ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରର ୟୁନିଟ୍‌-୯ସ୍ଥିତ ପୋଷ୍ଟାଲ୍ କଲୋନୀ ନିକଟରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରିବା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି । ଏନେଇ ସୋମବାର ଦିନ ଟ୍ୱିଟ୍ କରି ଜଣାଇଛନ୍ତି କମିଶନରେଟ୍ ପୋଲିସ । ପୋଲିସର ସୂଚନାନୁଯାୟୀ ଅଭିଯୁକ୍ତଙ୍କ ଦ୍ୱାରା ବ୍ୟବହୃତ ହୋଇଥିବା…

ଯୁବତୀଙ୍କୁ ଅସଦାଚରଣ କରି ଛେଚା ଖାଇଲେ ପୋଲିସ ବାବୁ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ କଳ୍ପନା ଛକରେ ରବିବାର ଦିନ ଜଣେ ଯୁବତୀଙ୍କୁ ଅସଦାଚରଣ କରି ହଟହଟା ହୋଇଛନ୍ତି ଜଣେ ଯୁବକ । ସମ୍ପୃକ୍ତ ବ୍ୟକ୍ତି ଜଣକ ସ୍ପେଶାଲ୍ ସୁରକ୍ଷା ବାଟାଲିୟନ୍ (ଏସଏସବି) ପୋଲିସ କର୍ମୀ ବୋଲି ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ ଆଜି କଳ୍ପନା ଛକ ନିକଟରେ ଜଣେ ଯୁବତୀ…

ଟ୍ୱିନସିଟିରେ ବୁଧବାର କେଉଁ ସବୁ ଅଞ୍ଚଳରେ ବିଦ୍ୟୁତକାଟ ହେବ ଜାଣନ୍ତୁ…

ଭୁବନେଶ୍ୱର/କଟକ: ଭୁବନେଶ୍ୱର ଓ କଟକରେ ବୁଧବାର ଦିନ ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍ ସରାବରାହ ବନ୍ଦ ରହିବା ନେଇ ସେସୁ ପକ୍ଷରୁ ଘୋଷଣା କରାଯାଇଛି । ମରାମତି ଜନିତ କାର୍ଯ୍ୟ ଲାଗି ଉକ୍ତ ଅଞ୍ଚଳ ଗୁଡିକରେ କିଛି ସମୟ ପାଇଁ ବିଦ୍ୟୁତ୍ ସେବା ବନ୍ଦ କରାଯାଉଥିବା ଜଣାପଡିଛି । ଜାଣନ୍ତୁ,…

ରାଜଧାନୀରେ ଚାଞ୍ଚଲ୍ୟ; ଦିନ ଦ୍ୱିପ୍ରହରରେ ଛାତ୍ରୀଙ୍କୁ ଗୁଳିମାଡ

ଭୁବନେଶ୍ୱର: ଭୁବନେଶ୍ୱରର ଇନଫୋସିଟି ଅଞ୍ଚଳରେ ସୋମବାର ଦିନ ପାଖାପାଖି ୨ ଜଣ ଦୁବୃର୍ତ୍ତ ଜଣେ ଯୁବତୀଙ୍କୁ ଗୁଳିମାଡ଼ କରିଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ମିଳିଥିବା ସୂଚନାନୁଯାୟୀ ଭୁବନେଶ୍ୱରର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ପଢୁଥିବା…

ଉଦଯାପିତ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା

ଭୁବନେଶ୍ୱର: ସାଧରଣତନ୍ତ୍ର ଦିବସରୁ ଆରମ୍ଭ ହୋଇଥିବା ୧୫ଦିନିଆ ରାଜ୍ୟସ୍ତରୀୟ ଆଦିବାସୀ ମେଳା ରବିବାର ଦିନ ଉଦଯାପିତ ହୋଇଛି । ଉଦଯାପନୀ ଉତ୍ସବର ମୁଖ୍ୟ ଅତିଥିଭାବେ ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ ବିଭାଗର ପ୍ରମୁଖ ସଚିବ ରଞ୍ଜନା ଚୋପ୍ରା ମଧ୍ୟ…

ଭୁବନେଶ୍ୱରର ଖଣ୍ଡଗିରି ଯାତ୍ରାରେ ପୁଣି ଅଶ୍ଲୀଳ ନୃତ୍ୟ ପ୍ରଦର୍ଶନ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ମେଳାରେ କଟକଣା ସତ୍ୱେ ଚଳିତବର୍ଷ ପୁଣିଥରେ ଯାତ୍ରାମଞ୍ଚରେ ଅଶ୍ଲୀଳ ନୃତ୍ୟ ପରିବେଷଣ କରାଯାଉଥିବା ନେଇ ଅଭିଯୋଗ ହୋଇଛି । ଏନେଇ କଳିଙ୍ଗ ସେନା ପକ୍ଷରୁ ଆପତ୍ତି ଉଠାଯାଇଥିବା ବେଳେ ଥାନାରେ ମଧ୍ୟ ଏତଲା ଦାଏର କରାଯାଇଛି । ଏପରିକି ଏହା ବିରୋଧରେ…

ମାର୍କେଟ ବିଲ୍ଡିଂରେ ଦୁର୍ବୃତ୍ତଙ୍କ ଆକ୍ରମଣ ଘଟଣା; ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ରାଜଧାନୀର ବ୍ୟସ୍ତବହୁଳ ୟୁନିଟ୍‌-୨ର ମାର୍କେଟ ବିଲ୍ଡିଂରେ ଗତ ଜାନୁଆର ୧୦ ତାରିଖ ସନ୍ଧ୍ୟାରେ ହୋଇଥିବା ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋପୀନାଥ ନାୟକକୁ ଶନିବାର ଦିନ ଗଜପତି ଜିଲ୍ଲାରୁ ଗିରଫ କରାଯାଇଛି । ଏନେଇ ଟ୍ୱିଟ୍ କରିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ।…

ମାର୍କେଟ ବିଲ୍ଡିଂରେ ଦୁର୍ବୃତ୍ତଙ୍କ ଆକ୍ରମଣ ଘଟଣା; ମାଷ୍ଟରମାଇଣ୍ଡ ଚିଣ୍ଟୁ ଅଟକ

ଭୁବନେଶ୍ୱର: ରାଜଧାନୀର ବ୍ୟସ୍ତବହୁଳ ୟୁନିଟ୍‌-୨ର ମାର୍କେଟ ବିଲ୍ଡିଂରେ ଗତ ଜାନୁଆର ୧୦ ତାରିଖ ସନ୍ଧ୍ୟାରେ ହୋଇଥିବା ଆକ୍ରମଣ ଘଟଣାରେ କମିଶନରେଟ୍ ପୋଲିସ ଶୁକ୍ରବାର ଦିନ ମାଷ୍ଟର ମାଇଣ୍ଡ ଚିଣ୍ଟୁ ମହାନ୍ତିଙ୍କୁ ରାଷ୍ଟ୍ରୀୟ ସୁରକ୍ଷା ଅଧିନିୟମ (ଏନଏସଏ) ଅଧିନରେ ଅଟକ ରଖାଯାଇଛି । ପ୍ରାପ୍ତ…