Latest Odisha News

BREAKING NEWS

Browsing Tag

Bhubaneswar

ମାର୍କେଟ ବିଲ୍ଡିଂରେ ଦୁର୍ବୃତ୍ତଙ୍କ ଆକ୍ରମଣ ଘଟଣା; ଗିରଫ ହେଲେ ୪ ନାବାଳକ

ଭୁବନେଶ୍ୱର: ରାଜଧାନୀର ବ୍ୟସ୍ତବହୁଳ ମାର୍କେଟ ବିଲ୍ଡିଂରେ ଅଜଣା ଦୁର୍ବୁତ୍ତମାନେ ଗତ ଶୁକ୍ରବାର ସନ୍ଧ୍ୟାରେ ଆତଙ୍କରାଜ କରିବା ଘଟଣାରେ ପୋଲିସ ପକ୍ଷରୁ ରବିବାର ଦିନ ଆଉ ୪ ଜଣ ନାବାଳକଙ୍କୁ ଗିରଫ କରିଛି । ଏଥିସହିତ ଏହି ମାମଲାରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି । ନିକଟରେ…

ମାର୍କେଟ ବିଲ୍ଡିଂ ଦୁର୍ବୃତ୍ତଙ୍କ ଆକ୍ରମଣ ଘଟଣା; ୧୮ ଜଣଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର: ରାଜଧାନୀର ବ୍ୟସ୍ତବହୁଳ ମାର୍କେଟ ବିଲ୍ଡିଂରେ ଅଜଣା ଦୁର୍ବୁତ୍ତମାନେ ଶୁକ୍ରବାର ସନ୍ଧ୍ୟାରେ ଆତଙ୍କରାଜ କରିବା ଘଟଣାରେ ପୋଲିସ ପକ୍ଷରୁ ୧୮ଜଣଙ୍କୁ ଧରା ହୋଇଛି । ଏନେଇ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ୱିଟ୍ କରାଯାଇଛି ।…

ଜାନୁଆରୀ ୫ରୁ ସର୍ବସାଧାରଣଙ୍କ ଲାଗି ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ୱର: ସର୍ବସାଧାରଣଙ୍କ ଲାଗି ଆସନ୍ତା ଜାନୁଆରୀ ୫ ତାରିଖରୁ ୧୯ ତାରିଖ ଯାଏଁ ରାଜଭବନ ଉଦ୍ୟାନ ଖୋଲା ରହିବ । ପ୍ରତ୍ୟେକ ଦିନ ଦ୍ୱିପ୍ରହର ୨ଟାରୁ ୫ଟା ପର୍ଯ୍ୟନ୍ତ ଜନସାଧାରଣ ଏହି ଉଦ୍ୟାନ ପରିଦର୍ଶନ କରିପାରିବେ। ଏଥିସହିତ ଛୁଟିଦିନ ଏବଂ ରବିବାରରେ ମଧ୍ୟ ଲୋକମାନେ ରାଜଭବନ ଉଦ୍ୟାନ…

ଆସନ୍ତାକାଲି ଭୁବନେଶ୍ୱର ଓ ନିମାପଡାରେ ବନ୍ଦ ରହିବ ବିଦ୍ୟୁତ ସେବା, ଜାଣନ୍ତୁ…

ଭୁବନେଶ୍ୱର: ଭୁବନେଶ୍ୱର ଓ ନିମାପଡାରେ ଆସନ୍ତାକାଲି ତଥା ଡିସେମ୍ବର ୦୨ ତାରିଖରେ ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍ ସରାବରାହ ବନ୍ଦ ରହିବା ନେଇ ସେସୁ ପକ୍ଷରୁ ଘୋଷଣା କରାଯାଇଛି । ମରାମତି ଜନିତ କାର୍ଯ୍ୟ ଲାଗି ଉକ୍ତ ଅଞ୍ଚଳ ଗୁଡିକରେ କିଛି ସମୟ ପାଇଁ ବିଦ୍ୟୁତ୍ ସେବା ବନ୍ଦ କରାଯାଉଥିବା…

ଏସପ୍ଲାନେଡ୍ ମଲରେ ମହିଳା ସାମ୍ବାଦିକାଙ୍କୁ ଆକ୍ରମଣ; ଗିରଫ ହେଲେ ୨ ସୁରକ୍ଷାକର୍ମୀ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଏସପ୍ଲାନେଡ୍ ସପିଂ ମଲରେ ବେଆଇନ୍ ପାର୍କିଂ ଫି ଆଦାୟ କରାଯାଉଥିବା ନେଇ ଖବର ସଂଗ୍ରହ କରୁଥିବା ବେଳେ ଜଣେ ମହିଳା ସାମ୍ବାଦିକା ଓ କ୍ୟାମେରାମ୍ୟାନଙ୍କ ଉପରେ ଗତକାଲି ଆକ୍ରମଣ ହୋଇଥିଲା । ଏହି ଘଟଣାରେ ରବିବାର ଦିନ ସାମ୍ବାଦିକମାନେ ମଲ ସମ୍ମୁଖରେ ବିକ୍ଷୋଭ…

ପବିତ୍ର ବଡଦିନ: ସମସ୍ତ ଚର୍ଚ୍ଚରେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ଶ୍ରଦ୍ଧାଳୁଙ୍କ ପ୍ରାର୍ଥନା

ଭୁବନେଶ୍ୱର: ପ୍ରତିବର୍ଷ ଡିସେମ୍ବର ୨୫ ତାରିଖକୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଦିବସ ରୂପେ ପାଳନ କରାଯାଏ । ଏହି ଦିନରେ ପ୍ରଭୁଙ୍କ ଆଗମନ ହୋଇଥିବା ଯୋଗୁଁ ସାରା ବିଶ୍ୱରେ ବେଶ ଧୁମଧାମରେ ପାଳନ କରାଯାଇଥାଏ । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରଭୁ ଯୀଶୁଙ୍କୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ…

କ୍ରିସମାସ ପାଇଁ ଚଳଚଞ୍ଚଳ ରାଜଧାନୀ; ସାନ୍ତା ପୋଷାକର ବଢୁଛି ଚାହିଦା

ଭୁବନେଶ୍ୱର: କ୍ରିସମାସ ପର୍ବ ଲାଗି ଆଉ ଦିନ କେଇଟା ବାକି ରହିଥିବା ବେଳେ ଏକପ୍ରକାର ଚଳଚଞ୍ଚଳ ହୋଇପଡିଛି ରାଜଧାନୀ ଭୁବନେଶ୍ୱର । ଏପରିକି ଏଠାରେ ଥିବା ସମସ୍ତ ଗୀର୍ଜା ଘର ମଧ୍ୟ ରଙ୍ଗୀନ ଆଲୋକମାଳାରେ ସୁସଜ୍ଜିତ ହୋଇପଡିଲାଣି । ଖାଲିଯେ, ଚର୍ଚ୍ଚ ତା’ ନୁହେଁ ଭୁବନେଶ୍ୱରର ପ୍ରମୁଖ ସପିଂ ମଲ୍…

ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ଵରେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆରମ୍ଭ

ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିରର ଚାରିପାଖରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପରେ ଏବେ ଓଡିଶା ସରକାରଙ୍କ ପକ୍ଷରୁ ଏହାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆରମ୍ଭ ହୋଇଛି। ଭୁବନେଶ୍ୱର ମହାନଗର ନିଗମ(ବିଏମସି) କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀଙ୍କ ସହ ରବିବାର ଦିନ ହୋଇଥିବା ଏକ ଉଚ୍ଚସ୍ତରୀୟ ବୈଠକ ପରେ…

ବାରବାଟୀ ଦିନିକିଆ ଅନ୍ତର୍ଜାତୀୟ ମ୍ୟାଚ ପାଇଁ କ୍ରୁଟ୍ ପକ୍ଷରୁ ସ୍ୱତନ୍ତ୍ର ବସସେବା

ଭୁବନେଶ୍ୱର: ଆସନ୍ତା ୨୨ ତାରିଖ ଦିନ କ୍ରୁଟ ପକ୍ଷରୁ କ୍ରିକେଟ୍  ପ୍ରେମୀମାନଙ୍କ ସୁବିଧା ପାଇଁ ସ୍ବତନ୍ତ୍ର ବସ ସେବା ପ୍ରଦାନ କରାଯିବ। ମୋ ବସସେବା ମାଷ୍ଟର କ୍ୟାଣ୍ଟିନ ଠାରୁ କଟକ ବାରବାଟୀ ଷ୍ଟାଡିୟମ ଯାଏଁ ଏବଂ  ବରମୁଣ୍ଡାଠାରୁ ମଧ୍ୟ ଷ୍ଟାଡିୟମ ଯାଏଁ ଉପଲବ୍ଧ ହେବ । ମାଷ୍ଟରକ୍ୟାଣ୍ଟିନ…

ପୁରୀ, ଭୁବନେଶ୍ୱର ଓ ନୟାଗଡରେ ଆଜି ବନ୍ଦ ରହିବ ବିଦ୍ୟୁତ ସେବା, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର, ନୟାଗଡ ଓ ପୁରୀ ଜିଲ୍ଲାରେ ସୋମବାର ଦିନ ତଥା ଡିସେମ୍ବର ୧୬ ତାରିଖରେ ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍ ସରାବରାହ ବନ୍ଦ ରହିବା ନେଇ ସେସୁ ପକ୍ଷରୁ ଘୋଷଣା କରାଯାଇଛି । ମରାମତି ଜନିତ କାର୍ଯ୍ୟ ଲାଗି ଉକ୍ତ ଅଞ୍ଚଳ ଗୁଡିକରେ କିଛି ସମୟ ପାଇଁ ବିଦ୍ୟୁତ୍ ସେବା ବନ୍ଦ…