Latest Odisha News

BREAKING NEWS

Browsing Tag

Bhubaneswar

ଆସନ୍ତାକାଲି ଭୁବନେଶ୍ୱର, କଟକ ଓ ପୁରୀର ଏହିସବୁ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ ସେବା, ଜାଣନ୍ତୁ

ଭୁବନେଶ୍ୱର/କଟକ: ଭୁବନେଶ୍ୱର ଓ କଟକରେ ଆସନ୍ତା ଡିସେମ୍ବର ୧୩ ତାରିଖରେ ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍ ସରାବରାହ ବନ୍ଦ ରହିବା ନେଇ ସେସୁ ପକ୍ଷରୁ ଘୋଷଣା କରାଯାଇଛି । ମରାମତିଜନିତ କାର୍ଯ୍ୟ ଲାଗି ଉକ୍ତ ଅଞ୍ଚଳ ଗୁଡିକରେ କିଛି ସମୟ ପାଇଁ ବିଦ୍ୟୁତ୍ ସେବା ବନ୍ଦ କରାଯାଉଥିବା ଜଣାପଡିଛି ।…

ଭୁବନେଶ୍ୱରର ବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ବଦଳି ହେଲେ କ୍ରୀଡା ଶିକ୍ଷୟିତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରର ମଞ୍ଚେଶ୍ୱର ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ରେ ଗତ ୨ ଦିନ ତଳେ ଜଣେ ନବମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣାରେ ସମ୍ପୃକ୍ତ କ୍ରୀଡା ଶିକ୍ଷୟିତ୍ରୀଙ୍କୁ ଯାଜପୁର ଜିଲ୍ଲା ବ୍ୟାସନଗରର କେନ୍ଦ୍ରୀୟ ବିଦ୍ୟାଳୟକଙ୍କୁ ବଦଳି କରାଯାଇଛି । କେନ୍ଦ୍ରୀୟ…

ଭୁବନେଶ୍ୱରର ବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ଡିସି ଅଫିସ୍ ଘେରିଲେ ଅଭିଭାବକ

ଭୁବନେଶ୍ୱର: ଭୁବନେଶ୍ୱରର ମଞ୍ଚେଶ୍ୱର ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ରେ ଜଣେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣାକୁ ନେଇ ଅଭିଭାବକମାନେ ଶନିବାର ଦିନ କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନର ଡେପୁଟି କମିଶନରଙ୍କ କାର୍ଯ୍ୟାଳୟକୁ ଘେରାଉ କରିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଗତ ଶୁକ୍ରବାର ଦିନ…

ଭୁବନେଶ୍ୱରରେ ମହିଳା ବ୍ୟାଙ୍କ ମ୍ୟାନେଜରଙ୍କ ଆତ୍ମହତ୍ୟା ଅଭିଯୋଗ

ଭୁବନେଶ୍ୱର: ଭୁବନେଶ୍ୱରର ବରମୁଣ୍ଡା ସ୍ଥିତ ହାଉସିଂବୋର୍ଡ କଲୋନୀରେ ଥିବା ଏକ ଭଡାଘରେ ଜଣେ ମହିଳା ବ୍ୟାଙ୍କ ମ୍ୟାନେଜର ଗୁରୁବାର ଦିନ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣକ ରଞ୍ଜିତା ରାଓ ଏବଂ ସେ ଅଶୋକ ନଗର ସ୍ଥିତ ୟୁକୋ ବ୍ୟାଙ୍କ ଶାଖାରେ ବରିଷ୍ଠ ବ୍ୟାଙ୍କ ମ୍ୟାନେଜର ଭାବେ…

ରାଜଧାନୀରେ ଚାଞ୍ଚଲ୍ୟ, ଡଷ୍ଟବିନରୁ ନର କଙ୍କାଳ ଠାବ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ନୟାପଲ୍ଲୀ ନିକଟ ଏକ ଡଷ୍ଟବିନରୁ ଶୁକ୍ରବାର ଦିନ ଗୋଟିଏ ନର କଙ୍କାଳ ଠାବ କରାଯାଇଛି । ପ୍ରାପ୍ତ ସୂଚନାନୁଯାୟୀ, ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଜଣେ ସଫେଇ କର୍ମଚାରୀ ଆଜି ସକାଳେ ଆଇଆରସି ଭିଲେଜ୍ ନିକଟରେ ଥିବା ଏକ ଡଷ୍ଟବିନକୁ ଅଭିଆ ଆବର୍ଜନା…

ଜାତୀୟ ଜନଜାତି କଳାବସ୍ତୁ ମେଳାରେ ଜମୁଛି ଭିଡ, ଚାହିଦାରେ ଲାଖ ଚୁଡି ଓ ଚିତ୍ରକଳା

ଭୁବନେଶ୍ୱର: 'ଜାତୀୟ ଜନଜାତି କଳାବସ୍ତୁ ମେଳା' ୨୦୧୯ ତଥା ଏହାର ୮ମ ସଂସ୍କରଣ ରାଜଧାନୀ ଭୁବନେଶ୍ୱରର ଜନଜାତି ସଂଗ୍ରହାଳୟ ଠାରେ ଅନୁଷ୍ଠିତ ହେଉଛି । ୭ଦିନ ଧରି ଅନୁଷ୍ଠିତ ହେଉଥିବା ଏହି ମେଳା ଅନୁସୂଚିତ ଜାତି ଓ ଜନଜାତି ଗବେଷଣା ଏବଂ ପ୍ରଶିକ୍ଷଣ ପ୍ରତିଷ୍ଠାନ ଓ ଏସଟି ଏସସି ରାଜ୍ୟ ବିକାଶ…

ପ୍ରେମିକାକୁ ବିବାହ କରିଥିବା ଦାବି କରି ଧାରଣାରେ ବସି ରହିଲେ ପ୍ରେମିକ !

ଭୁବନେଶ୍ୱର: ଜଣେ ଯୁବକ ନିଜ ପ୍ରେମିକାଙ୍କ ଘର ଆଗରେ ଧାରଣା ଦେବା ସହ ସମ୍ପୃକ୍ତ ଯୁବତୀ ତାଙ୍କ ପତ୍ନୀ ଓ ଉଭୟ ବିବାହ କରିଥିବା ନେଇ ଦାବି କରିଛନ୍ତି । ଏଭଳି ଘଟଣା ଦେଖିବାକୁ ମିଳିଛି ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଅଞ୍ଚଳରେ । ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ପାଖାପାଖି ୬…

ଟ୍ୱିନସିଟିରେ ୨ ଦିନ ଲାଗି କେଉଁ ସବୁ ଅଞ୍ଚଳରେ ବିଦ୍ୟୁତକାଟ ହେବ ଜାଣନ୍ତୁ…

ଭୁବନେଶ୍ୱର/କଟକ: ଭୁବନେଶ୍ୱର ଓ କଟକରେ ଗୁରୁବାର ଓ ଶୁକ୍ରବାର (ନଭେମ୍ବର ୨୮ ଓ ୨୯) ତାରିଖରେ ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍ ସରାବରାହ ବନ୍ଦ ରହିବା ନେଇ ସେସୁ ପକ୍ଷରୁ ଘୋଷଣା କରାଯାଇଛି । ମରାମତି ଜନିତ କାର୍ଯ୍ୟ ଲାଗି ଉକ୍ତ ଅଞ୍ଚଳ ଗୁଡିକରେ କିଛି ସମୟ ପାଇଁ ବିଦ୍ୟୁତ୍ ସେବା ବନ୍ଦ…

ଫେସବୁକରେ ହତ୍ୟା ଧମକ ଦେଇ ଗିରଫ ହେଲେ ଯୁବକ

ଭୁବନେଶ୍ୱର: ଫେସବୁକ୍ ଭଳି ସୋସିଆଲ୍ ମିଡିଆ ପ୍ଲାଟଫର୍ମରେ ଜଣେ ବ୍ୟକ୍ତିଙ୍କୁ ଅଶ୍ଲୀଳ କମେଣ୍ଟ ଓ ହତ୍ୟା ଧମକ ଦେବା ଅଭିଯୋଗରେ କମିଶନରେଟ୍ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି । ସମ୍ପୃକ୍ତ ଯୁବକଙ୍କ ନାମ ଉଦୟ ଜେନା (୨୧) ଏବଂ ସେ ଯାଜପୁର ଜିଲ୍ଲା ପାଣିକୋଇଲି ନିକଟ ସାହପୁରର ବାସିନ୍ଦା ।…

ରାଜଧାନୀରେ ଚାଞ୍ଚଲ୍ୟ, ଇସ୍କନ ମନ୍ଦିର ପରିସରରୁ ଉଦ୍ଧାର ହେଲା ମୃତଦେହ

ଭୁବନେଶ୍ୱର: ଭୁବନେଶ୍ୱରର ନୟାପଲ୍ଲୀସ୍ଥିତ ଇସ୍କନ ମନ୍ଦିର ପରିସରରୁ ରବିବାର ଦିନ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତିଙ୍କ ନାମ ବାବୁ ସାହୁ ଏବଂ ସେ ଗଞ୍ଜାମ ଜିଲ୍ଲା ଶେରଗଡର ବାସିନ୍ଦା ବୋଲି ପୋଲିସ ସୁତ୍ରରୁ ପ୍ରକାଶ । ସେ ମନ୍ଦିର ପରିସରରେ ଥିବା ଏକ…