Latest Odisha News

BREAKING NEWS

Browsing Tag

Bhubaneswar

ଭୁବନେଶ୍ୱରରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀର ଖଣ୍ଡଗିରି ସ୍ଥିତ ହନୁମାନ ମନ୍ଦିର ନିକଟରୁ ଗୁରୁବାର ଦିନ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏଯାବତ୍ ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ କେହି ତାଙ୍କୁ ହତ୍ୟା କରି ଏଠାରେ ଫୋପାଡି ଦେଇଥିବା ନେଇ ସନ୍ଦେହ କରାଯାଉଛି । ତେବେ ଖଣ୍ଡଗିରି ପୋଲିସ…

ରମାଦେବୀ ବିଶ୍ୱବିଦ୍ୟାଳୟ ପରିସରରେ ପ୍ରତିଷ୍ଠା ହେଲା ଦକ୍ଷତା ବିକାଶ ପ୍ରଶିକ୍ଷଣ କେନ୍ଦ୍ର

ଭୁବନେଶ୍ୱର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ଦିନ ପ୍ରତିଷ୍ଠା କରାଯାଇଛି ଦକ୍ଷତା ବିକାଶ ପ୍ରଶିକ୍ଷଣ କେନ୍ଦ୍ର । ରାଜ୍ୟ ସରକାରଙ୍କ ୯୦ ଲକ୍ଷ ଟଙ୍କା ଅନୁଦାନରେ ପ୍ରତିଷ୍ଠା କରାଯାଇଥିବା ଏହି ପ୍ରଶିକ୍ଷଣ କେନ୍ଦ୍ରରେ ୨୦୧୯-୨୦ ଶିକ୍ଷା ବର୍ଷରେ ୪୨୦ ଜଣ ଛାତ୍ରୀଙ୍କୁ ୭ଟି…

ଶ୍ରାବଣର ପ୍ରଥମ ସୋମବାର ପାଇଁ ପ୍ରସ୍ତୁତ ଲିଙ୍ଗରାଜ ମନ୍ଦିର, ଜାଣନ୍ତୁ କ’ଣ ରହିଛି ନିର୍ଘଣ୍ଟ

ଭୁବନେଶ୍ୱର: ଆସନ୍ତା କାଲି ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାର । ଏଥିପାଇଁ ଶନିବାର ଅପରାହ୍ନରୁ କାଉଡିଆ ମାନେ ପ୍ରଭୁଙ୍କ ଜଳାଭିଷେକ ନିମନ୍ତେ ଏଠାରେ ଭିଡ଼ ଜମାଇଲେଣି । ଶାନ୍ତି ଶୃଙ୍ଖଳାରେ ଦର୍ଶନ କାର୍ଯ୍ୟ କରାଇବା ପାଇଁ ମନ୍ଦିର ପ୍ରଶାସନର ପ୍ରସ୍ତୁତି ମଧ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ।…

ଦିଲ୍ଲୀରେ ଚମକିଲେ ଓଡ଼ିଆ ସୁନ୍ଦରୀ ଲାବଣ୍ୟା

ଭୁବନେଶ୍ୱର: ଭୁବନେଶ୍ୱର ୟୁନିଟ-୮ ସ୍ଥିତ ଡିଏଭି ପବ୍ଲିକ ସ୍କୁଲର ଦଶମ ଶ୍ରେଣୀର ଛାତ୍ରୀ ଲାବଣ୍ୟା ଦାସ ଓଡ଼ିଶା ପାଇଁ ଗୌରବ ଆଣି ଦେଇଛନ୍ତି । ରବିବାର ସନ୍ଧ୍ୟାରେ ଦିଲ୍ଲୀ ଠାରେ ଅନୁଷ୍ଠିତ ହେଉଥିବା 'ମିସ ଟିନ୍ ଦିବା ଇଣ୍ଡିଆ ଇଣ୍ଟରନ୍ୟାସନାଲ ୨୦୧୯' ପ୍ରତିଯୋଗିତାକୁ ଲାବଣ୍ୟା ଜିତି…

ଭୁବନେଶ୍ୱରରୁ ସିଧା ଦୁବାଇକୁ ଉଡିବ ବିମାନ !

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବିଦେଶୀ ଯାତ୍ରୀଙ୍କ ଆଗମନ ବୃଦ୍ଧି ପାଉଥିବାବେଳେ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡାଣ ବ୍ୟବସ୍ଥା ଲାଗି କେନ୍ଦ୍ରକୁ ଚିଠି ଲେଖିଛନ୍ତି ଓଡିଶା ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ହରଦୀପ…

ଭୁବନେଶ୍ୱରରେ ପଣ୍ଡ ହେଲା ଡକାୟତି ଯୋଜନା, ୫ ଅଟକ

ଭୁବନେଶ୍ୱର: ରାଜଧାନୀର ଓଲ୍ଡ ଟାଉନ୍ ନିକଟ ବଶିଷ୍ଠନଗର କେନାଲ ରୋଡରେ ଗୁରୁବାର ରାତିରେ କିଛି ଦୁବୃର୍ତ୍ତ ଡକାୟତି ଯୋଜନା କରୁଥିବାବେଳେ ସେମାନଙ୍କ ଯୋଜନାକୁ ଲିଙ୍ଗରାଜ ପୋଲିସ ପଣ୍ଡ କରିବା ସହ ୫ ଜଣକୁ ଗିରଫ କରିଛି । ଗିରଫ ଡକାୟତମାନେ ଜଗନ୍ନାଥ ପ୍ରଧାନ, ନରେଶ ବେହେରା, ଅକ୍ଷୟ ମଲ୍ଲିଆ,…

ରାଜଧାନୀରେ ଲୁଟେରାଙ୍କ ରାଜ୍, କାରରୁ ଲୁଟିଲେ ଟଙ୍କା ଓ ଅଳଙ୍କାର

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ କିଛି ଦୁବୃର୍ତ୍ତ ବୁଧବାର ଦିନ ଏକ କାର୍ ମଧ୍ୟରୁ ପାଖାପାଖି ନଗଦ ୩ ଲକ୍ଷ ଟଙ୍କା ସହ ସୁନା ଗହଣା ଲୁଟ୍ କରିଛନ୍ତି । ମିଳିଥିବା ସୂଚନାନୁଯାୟୀ ନିମାପଡା ଅଞ୍ଚଳରୁ ଜଣେ ଇଞ୍ଜିନିୟର୍ ଭୁବନେଶ୍ୱର ସ୍ଥିତ ପାସପୋର୍ଟ ଅଫିସକୁ ଆସିଥିଲେ । ପରେ ପାସପୋର୍ଟ…

ରାଜଧାନୀରେ ଧରାପଡିଲେ ୩ ଅପରାଧୀ

ଭୁବନେଶ୍ୱର : ରାଜଧାନୀର ଶିଶୁ ଭବନ ଛକରେ ସୋମବାର ବିଳମ୍ବିତ ରାତିରେ ପୋଲିସ ପେଟ୍ରୋଲିଂ ଟିମ୍ ୩ ଜଣ ଅପରାଧିଙ୍କୁ କାବୁ କରିଛି । ଶିଶୁ ଭବନ ଛକରେ କିଛି ଅସାମାଜିକ ବ୍ୟକ୍ତି ଏକ ବାଇକରେ ଯାଉଥିବାନେଇ ପୋଲିସକୁ କୌଣସି ସୁତ୍ରରୁ ସୂଚନା ମିଳିଥିଲା । ପରେ କ୍ୱିକ୍ ଆକ୍ସନ ଟିମ୍ (କ୍ୱାଟ୍) ଓ…

‘ଏମବିବିଏସ୍’ ଓ ‘ବିଡିଏସ’ ଲାଗି ଆରମ୍ଭ ହେଲା ନମଲେଖା ପ୍ରକ୍ରିୟା

ଭୁବନେଶ୍ୱର: ନିଟ (ନାସନାଲ ଏଲିଜୀବିଲିଟି ଏଣ୍ଟ୍ରାନ୍ସ ଟେଷ୍ଟ ) ଦ୍ୱାରା ଯୋଗ୍ୟତା ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କ 'ଏମବିବିଏସ୍' ଓ 'ବିଡିଏସ' ଲାଗି ପ୍ରଥମ ପର୍ଯ୍ୟାୟରେ ନାମ ଲେଖା ଆରମ୍ଭ ହୋଇଛି । ଏନଇଟି (ନାସନାଲ ଏଲିଜୀବିଲିଟି ଏଣ୍ଟ୍ରାନ୍ସ ଟେଷ୍ଟ ) ପାଇଁ ଜୁଲାଇ ୧୦ ଯାଏଁ…

ସଂସଦରେ ଆଲୋଚିତ ହେଲା ଭୁବନେଶ୍ୱର ଜଳବନ୍ଦୀ ସମସ୍ୟା

ନୂଆଦିଲ୍ଲୀ/ଭୁବନେଶ୍ୱର : ନବନିର୍ବାଚିତ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ପାର୍ଲିଆମେଣ୍ଟରେ ଭୁବନେଶ୍ୱରର ଜଳବନ୍ଦୀ ସମସ୍ୟା କଥା ଉଠାଇଛନ୍ତି । “ଆଜି ଲୋକସଭାରେ ଶ୍ରୀମତି ଷଡଙ୍ଗୀ ଭୁବନେଶ୍ୱରର ଜଳବନ୍ଦୀ ସମସ୍ୟା ଉଠାଇ କହିଛନ୍ତି ଯେ, ଘଣ୍ଟାଏ ବର୍ଷା ହେଲେ ରାଜଧାନୀ ଭୁବନେଶ୍ୱରରେ…