ଭୁବନେଶ୍ୱରରୁ ୫୦ ଲକ୍ଷ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ, ଜଣେ ଗିରଫ
ଭୁବନେଶ୍ୱର : ଭୁବନେଶ୍ୱରରୁ ଅବକାରୀ ବିଭାଗ ସୋମବାର ଦିନ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି ।
ମିଳିଥିବା ସୂଚନାନୁଯାୟୀ ଅବକାରୀ ବିଭାଗ ପକ୍ଷରୁ ଚଢାଉ ପରେ ଏହି ବେଆଇନ୍ ପଣ୍ୟଦ୍ରବ୍ୟ ଗୁଡିକୁ ଖଣ୍ଡଗିରି ସ୍ଥିତ କୋଳଥିଆ ନିକଟରୁ ଜବତ କରାଯାଇଛି । ଏହି ଘଟଣାରେ…