Latest Odisha News

BREAKING NEWS

Browsing Tag

Bhubaneswar

ଭୁବନେଶ୍ୱରରେ ସ୍କୁଟିକୁ ପିଟିଲା ଟ୍ରକ୍, ଜଣେ ମୃତ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ସୋମବାର ସକାଳେ ଏକ ସ୍କୁଟି ଓ ଟ୍ରକ୍ ଧକ୍କା ହେବା ଫଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିବା ସହ ତାଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ ଆଚାର୍ଯ୍ୟ ବିହାର ନିକଟ ଫ୍ଲାଏଓଭରରେ ଏକ ସ୍କୁଟିକୁ ଗୋଟିଏ ଦ୍ରୁତଗାମୀ ଟ୍ରକ୍ ଧକ୍କା…

ରାଜଧାନୀରେ ବାଇକ ଉପରେ ଚଢିଗଲା ଟ୍ରକ୍, ୨ମୃତ

ଭୁବନେଶ୍ୱର : ଭୁବନେଶ୍ୱରର ନୟାପଲ୍ଲୀ ଓଭରବ୍ରିଜରେ ଟ୍ରକ୍ ଧକ୍କାରେ ଶନିବାର ଦିନ ୨ ଜଣଙ୍କର ଶୋଚନୀୟ ମୃତ୍ୟୁ ହୋଇଛି । ମିଳିଥିବା ସୂଚନାନୁଯାୟୀ ନୟାପଲ୍ଲୀ ଓଭରବ୍ରିଜରେ ୩ ଜଣ ପିଲା ବାଇକରେ ଯାଉଥିବା ବେଳେ ଟ୍ରକଟି ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ…

ରାଜଧାନୀରେ ଉଦ୍ଧାର ହେଲା ୫ଟି ଜୀବନ୍ତ ବୋମା

ଭୁବନେଶ୍ୱର : ଭୁବନେଶ୍ୱରର ୟୁନିଟ ୯ ଅଞ୍ଚଳ ସ୍ଥିତ ଗୋଟିଏ ସରକାରୀ କ୍ୱାଟର୍ସ ପଛପଟୁ ସୋମବାର ଦିନ ୫ଟି ଅଫୁଟା ବୋମା ଉଦ୍ଧାର କରାଯାଇଛି । ଏସମ୍ପର୍କରେ ସ୍ଥାନୀୟ ବାସିନ୍ଦା ପୋଲିସକୁ ସୂଚନା ଦେଇଥିଲେ । ଖବର ପାଇବା ପରେ ପୋଲିସ ଓ ବମ ସ୍କ୍ୱାର୍ଡ ଘଟଣାସ୍ଥଳରେ ପହଞ୍ଚି ବୋମା ଗୁଡିକୁ ଏକ…

ରାଜଧାନୀରୁ ଜବତ ହେଲା ୭୦ ଗ୍ରାମର ବ୍ରାଉନ ସୁଗାର, ୨ ଅଟକ

ଭୁବନେଶ୍ୱର : ଭୁବନେଶ୍ୱରରୁ ଶୁକ୍ରବାର ଦିନ ପୋଲିସ ମଞ୍ଚେଶ୍ୱର ଅଞ୍ଚଳରୁ ୫୨ ଗ୍ରାମର ବ୍ରାଉନ ସୁଗାର ଜବତ କରିବା ସହ ଏହି ଘଟଣାରେ ସମ୍ପୃକ୍ତି ନେଇ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି । ଯାହାର ଆନୂମାନିକ ମୂଲ୍ୟ ପ୍ରାୟ ୫ଲକ୍ଷ ଟଙ୍କା ହେବ । ମିଳିଥିବା ସୂଚନାନୁଯାୟୀ କୌଣସି ସୁତ୍ରରୁ ଖବର…

ମହାସାଗରରେ ଦୀର୍ଘ ୧୧ ଦିନ ଧରି ଘୂର୍ଣ୍ଣୟମାନ ଅବସ୍ଥାରେ ଥିଲା ବାତ୍ୟା ‘ଫନି’

ଭୁବନେଶ୍ୱର : ଅତି ଭୟଙ୍କର ଘୂର୍ଣ୍ଣିବାତ୍ୟା ‘ଫନି’ ଗତ ମେ’ ୩ ତାରିଖରେ ଉପକୂଳ ଓଡ଼ିଶାକୁ ଏକପ୍ରକାର ଧ୍ୱସ୍ତବିଧ୍ୱସ୍ତ କରିଦେଇଛି । ଏକ ଲଘୁଚାପ ଭାବେ ସୃଷ୍ଟି ହେବା ପରେ ସବୁଠାରୁ ଅଧିକ ସମୟ ଧରି ତିଷ୍ଠି ରହିଥିବା ବାତ୍ୟା ହେଉଛି ଫନି । ଶିକ୍ଷା ଓ ଅନୁସନ୍ଧାନ (ଡିମଡ ଟୁ ବି…

ମେ’ ୧୫ ସୁଦ୍ଧା ଭୁବନେଶ୍ୱର ଉପକଣ୍ଠରେ ପହଞ୍ଚିବ ବିଦ୍ୟୁତ୍ ସେବା

ଭୁବନେଶ୍ୱର : ଭୁବନେଶ୍ୱର ବିଦ୍ୟୁତ୍ ଡିଭିଜନ୍ ଅନ୍ତର୍ଗତ ଅଞ୍ଚଳ ଗୁଡିକରେ ବିଦ୍ୟୁତ୍ ସଂଯୋଗ କରିବା ପାଇଁ ଜୋରଦାର ପ୍ରୟାସ କରାଯାଉଥିବା ବେଳେ ମେ’ ୧୧ ତାରିଖ ବେଳକୁ ରାଜଧାନୀର ଉପକଣ୍ଠରେ ଥିବା ଡିପିଏସ୍, ମେ’ ୧୩ ତାରିଖରେ ଗୋବିନ୍ଦପୁର, ମେ’ ୧୪ ବେଳକୁ ତ୍ରିନାଥ ବଜାର, ପାହାଳ,…

ମେ’ ୧୨ ସୁଦ୍ଧା ଭୁବନେଶ୍ୱରବାସୀଙ୍କୁ ମିଳିପାରିବ ସମ୍ପୂର୍ଣ୍ଣ ବିଦ୍ୟୁତ୍ ସେବା

ଭୁବନେଶ୍ୱର : ବାତ୍ୟା ‘ଫନି’ ଓଡିଶାରେ ତାଣ୍ଡବ ରଚିବା ପରେ ଏହାର ପୁନରୁଦ୍ଧାର ପାଇଁ ସରକାରଙ୍କ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ୟମ ଜାରି ରହିଥିବା ବେଳେ ମେ’ ୧୨ ତାରିଖ ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ସମସ୍ତ ସ୍ଥାନରେ ବିଦ୍ୟୁତ୍ ସଂଯୋଗ କରାଯିବ। ଏହାପରେ ପୁରୀରେ ବିଦ୍ୟୁତ୍ ସେବା…

ବାତ୍ୟା ‘ଫନି’ ବିଭୀଷିକା: ମେ ୧୩ ଯାଏଁ ବନ୍ଦ ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ଭୁବନେଶ୍ୱର : ବାତ୍ୟା ‘ଫନି’ ପ୍ରଭାବରେ ଭୁବନେଶ୍ୱର ଉପକଣ୍ଠସ୍ଥ ‘ନନ୍ଦନକାନନ ପ୍ରାଣୀ ଉଦ୍ୟାନ’ ଏକପ୍ରକାର ଉଜୁଡି ଯିବା ପରେ ମଙ୍ଗଳବାର ଦିନଠୁ ପ୍ରାୟ ଏକ ସପ୍ତାହ ଲାଗି ଏହାକୁ ବନ୍ଦ ରଖିବା ଲାଗି ଅଧିକାରୀଙ୍କ ପକ୍ଷରୁ ନିଷ୍ପତ୍ତିି ହୋଇଛି । ଚିଡିଆଖାନାରେ ପାଖାପାଖି ୩ ହଜାର ପ୍ରଜାତିର…

ଭୁବନେଶ୍ୱର ଲୋକସଭା ଆସନର ଜୟଦେବରେ ସର୍ବାଧିକ ମତଦାନ

ଭୁବନେଶ୍ୱର : ଓଡିଶାର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ହୋଇଥିବା ମତଦାନ ମଙ୍ଗଳବାର ଦିନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି । ଏହି ପର୍ଯ୍ୟାୟରେ ଭୁବନେଶ୍ୱର ଲୋକସଭା ଅଧୀନରେ ଥିବା ୭ଟି ବିଧାନସଭା ଆସନ ମଧ୍ୟରେ ଜୟଦେବ ନିର୍ବାଚନମଣ୍ଡଳୀର ସର୍ବାଧିକ ମତଦାନ ହୋଇଛି । ଏନେଇ ମୁଖ୍ୟ ନିର୍ବାଚନ…

ଏପ୍ରିଲ୍ ଶେଷ ସପ୍ତାହରୁ ଓଡିଶାରେ ୩ଟି ମେମୁ ଟ୍ରେନ ଚଳାଚଳ କରିବ

ଭୁବନେଶ୍ୱର : ଓଡିଶାରେ ପାସେଞ୍ଜର ଟ୍ରେନ ବଦଳରେ ମେମୁ ଟ୍ରେନ ଚଳାଚଳ କରିବ ବୋଲି ପୂର୍ବତଟ ରେଳବାଇ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଚଳିତ ସପ୍ତାହ ଠାରୁ ବର୍ତ୍ତମାନ ପ୍ରଚଳିତ ଲୋକାଲ ଟ୍ରେନ ବଦଳରେ ତିନିଟି ପାସେଞ୍ଜର ଟ୍ରେନ ଯଥା ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର,…