୮ ହଜାର ସାଇକେଲ ପାଇଲେ ମିଶନ ଶକ୍ତିର ମା’
ଭୁବନେଶ୍ୱର : ଆଜି ଲୋକସେବା ଭବନସ୍ଥିତ କନଭେନସନ ହଲରେ ସାଇକେଲ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀ ମାନଙ୍କୁ ସାଇକେଲ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ…