Latest Odisha News
Browsing Tag

Biban Biswal

ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ଅଭିଯୁକ୍ତ ବିବନ ପରିବାର ଲୋକଙ୍କୁ ସିବିଆଇର ପଚରାଉଚରା

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା । ଗତକାଲି ସିବିଆଇର ୨ ଜଣିଆ ଟିମ୍ ଅଞ୍ଜନା ମିଶ୍ରଙ୍କୁ ଭେଟି ଆଲୋଚନା କରିଥିଲେ । ଆଜି ବାରଙ୍ଗ ନରଣପୁର ଗାଁରେ ଥିବା ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କ ପରିବାର ଲୋକଙ୍କୁ ସିବିଆଇର ପଚରାଉଚରା କରୁଥିବା ଜଣାପଡ଼ିଛି ।…

ସିନ୍ ରିକ୍ରିଏସନ୍ ପରେ ଅଞ୍ଜନା କହିଲେ ଷଡ଼ଯନ୍ତ୍ର ଦିଗ ପଦାକୁ ଆଣୁ ସିବିଆଇ

ଭୁବନେଶ୍ୱର: ସିବିଆଇ କରୁଛି ସିନ୍ ରିକ୍ରିଏସନ୍ । ବାରଙ୍ଗ ଅଞ୍ଚଳରେ ବିବନକୁ ବୁଲାଇ କ୍ରାଇନ୍ ସିନ୍ ରିକ୍ରିଏସନ୍ କରିଛି ସିବିଆଇ । ସେଦିନ କଳାରାତିରେ କଣ ଘଟିଥିଲା ମୁଖ୍ୟ ଅଭିଯୁକ୍ତ ସିବିଆଇକୁ ଦେଖାଇଛି । ଅନ୍ୟପଟେ ପୀଡ଼ିତା ଅଞ୍ଜନା ପ୍ରତିକ୍ରିୟା ଦେଇ କହିଛନ୍ତି- ସିବିଆଇ ଷଡ଼ଯନ୍ତ୍ରର ଦିଗ…

ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ବିବନକୁ ନେଇ ସିନ୍ ରିକ୍ରିଏଟ୍ କଲା ସିବିଆଇ

ଭୁବନେଶ୍ୱର: ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା । ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏଟ କରିଛି ସିବିଆଇ ଟିମ୍ । ବାରଙ୍ଗ ଅଞ୍ଚଳର ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏଟ୍ କରାଯାଇଛି । ୧୯୯୯ ମସିହାର ସେହି କାଳ ରାତିରେ କେମିତି ବିବନ କୁକର୍ମ…

ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା: ବିବନକୁ ରିମାଣ୍ଡରେ ନେଲା ସିବିଆଇ

ଭୁବନେଶ୍ୱର: ଖୋଲିବ ୧୯୯୯ ମସିହା ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାର ଅନେକ ଗୁମର । ଷଡ଼ଯନତ୍ର ପଛର ସତ କହିବ ମାଷ୍ଟରମାଇଣ୍ଡ ବିବନ ବିଶ୍ୱାଳ । ୨୨ବର୍ଷ ତଳର ସେହି ଜଘନ୍ୟକାଣ୍ଡର ଗୋଟିଏ ଗୋଟିଏ ସତ ତା ପାଖରୁ ବାହାର କରିବ ସିବିଆଇ । ଆଜିଠାରୁ ତାକୁ ଦୁଇ ଦିନିଆ ରିମାଣ୍ଡରେ…

ସତ ଉଗାରିବ ବିବନ: ଆଜିଠୁ ଦୁଇ ଦିନିଆ ରିମାଣ୍ଡରେ ଯିବ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମର ମାଷ୍ଟରମାଇଣ୍ଡ

ଭୁବନେଶ୍ୱର: ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ବିବନର ଟିଆଇ ପରେଡ ସରିଛି । ଆଜିଠୁ ରିମାଣ୍ଡରେ ଯିବ ଅଭିଯୁକ୍ତ । ଆଜିଠୁ ବିବନକୁ ଦୁଇ ଦିନିଆ ରିମାଣ୍ଡରେ ନେବ ସିବିଆଇ । ଅଧିକ ତଥ୍ୟ ପ୍ରମାଣ ଯୋଗାଡ଼ କରିବ । ତା ମୁହଁରୁ ଘଟଣାର ସତ ବାହାର କରିବ ତଦନ୍ତକାରୀ ଟିମ୍ । କୁତ୍ସିତ…

ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା : ମୁଖ୍ୟ ଅଭିଯୁକ୍ତ ବିବନକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ, କାଲି ହେବ ଟିଆଇ…

ଭୁବନେଶ୍ବର: ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣ ଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ବାଳକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ । ଆସନ୍ତା ୪ ଓ ୫ ତାରିଖ ଦୁଇ ଦିନ ପାଇଁ ରିମାଣ୍ଡ ପ୍ରଦାନ କରିଛନ୍ତି ସ୍ପେଶାଲ ସିଜେଏମ ସିବିଆଇ କୋର୍ଟ । ବିବନକୁ ୫ ଦିନିଆ ରିମାଣ୍ଡ ପାଇଁ ଭୁବନେଶ୍ବର…