Latest Odisha News

BREAKING NEWS

Browsing Tag

Bidyabharati Panda

ପାରଳା ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଭାରତୀଙ୍କ ନାଁରେ ଚାର୍ଜସିଟ୍

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ନାଁରେ ପାରଳାଖେମୁଣ୍ଡି କୋର୍ଟରେ ଚାର୍ଜସିଟ୍ ଦାଖଲ ହୋଇଛି । ସୌମ୍ୟଙ୍କ ରହସ୍ୟଜନକ ମୃତ୍ୟୁ ମାମଲାରେ ବିଦ୍ୟାଭାରତୀ ଅଭିଯୁକ୍ତ ।…

ପାରଳା ACF ମୃତ୍ୟୁ ମାମଲା: ଆସିଲା ୩ ଜଣଙ୍କର ଲାଏ ଡିଟେକସନ୍ ଟେଷ୍ଟ ରିପୋର୍ଟ

ଭୁବନେଶ୍ୱର: ଦୁଇ ମାସ ପରେ ବି ଖୋଲିନି ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ରହସ୍ୟ । ଏହାରି ଭିତରେ କ୍ରାଇମବ୍ରାଞ୍ଚର ହସ୍ତଗତ ହୋଇଛି ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା, ଗଜପତି ଡିଏଫଓ ସୌମ୍ୟରଞ୍ଜନ ମହାମାତ୍ର ଓ ରୋଷେୟା ମନ୍ମଥ କୁମ୍ଭଙ୍କ ଲାଏ ଡିଟେକସନ୍ ଟେଷ୍ଟ…

ପାରଳା ACF ମୃତ୍ୟୁ ମାମଲା: ଆଜି ହୋଇପାରେ ବିଦ୍ୟାଭାରତୀଙ୍କ ଲାଏ ଡିଟେକସନ୍ ଟେଷ୍ଟ

ଭୁବନେଶ୍ୱର: ପାରଳାଖାମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ଖୋଳତାଡ ଜାରି ରଖିଛି କ୍ରାଇମବ୍ରାଞ୍ଚ । ଆଜି ହୋଇପାରେ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀଙ୍କ ଲାଏ ଡିଟେକସନ୍ ଟେଷ୍ଟ । ଭୁବନେଶ୍ୱର ସ୍ଥିତ ଷ୍ଟେଟ୍ ଫରେନସିକ୍ ଲାବରେ ଟେଷ୍ଟ ହୋଇପାରେ । ପୂର୍ବରୁ ଗଜପତି ଡିଏଫଓ ସଂଗ୍ରାମ…

ପାରଳା ACF ମୃତ୍ୟୁ ମାମଲା: କାଲି ବିଦ୍ୟାଭାରତୀଙ୍କୁ ଜେରା

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁର କେବେ ଖୋଲିବ ରହସ୍ୟ ? ପାରଳାଖେମୁଣ୍ଡି ପରେ ଆଜିଠୁ କ୍ରାଇମବ୍ରାଞ୍ଚର ଦ୍ୱିତୀୟ ପର୍ଯ୍ୟାୟ ତଦନ୍ତ ଆରମ୍ଭ ହୋଇଛି । ଆଜି ମୃତ ସୌମ୍ୟଙ୍କ ପରିବାର ଲୋକଙ୍କୁ ପଚରାଉଚରା କରିବ ତଦନ୍ତକାରୀ ଟିମ୍ । ଏଥିପାଇଁ ତାଙ୍କ ଗାଁ ବାଲେଶ୍ୱର…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ବିଦ୍ୟାଭାରତୀଙ୍କୁ ଜେରା ପାଇଁ ପହଞ୍ଚିଥିଲା ପାରଳା ପୋଲିସ

ଭୁବନେଶ୍ୱର: ପାରଳାଖେମୁଣ୍ଡି ଇଉୠ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଉପରୁ ଏଯାଏ ପରଦା ହିଟିନି । ଘଟଣାର ୨୨ ଦିନ ପରେ ବି ପୋଲିସ କୌଣସି ନଷ୍କର୍ଷରେ ପହଞ୍ଚି ପାରିନି । ତଦନ୍ତ ଏବେ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀଙ୍କ ଉପରେ କେନ୍ଦ୍ରୀଭୂତ ଅଛି । ଦ୍ୱିତୀୟ ପର୍ୟ୍ୟାୟ ଜେରା ବିଦ୍ୟାଭାରତୀଙ୍କ…

ପାରଳାଖେମୁଣ୍ଡି ACF ମୃତ୍ୟୁ ମାମଲା: ସୌମ୍ୟରଞ୍ଜଙ୍କ ମାଆ ନା ପତ୍ନୀ, କିଏ କହୁଛନ୍ତି ସତ ?

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଅଡୁଆ ସୂତାରେ ଗୋଡେଇ ହୋଇଛି । ଦିନ ଗଡ଼ିବା ସହ ରହସ୍ୟ ବଢୁଛି । ସାମନାକୁ ଆସୁଛି ନୂଆ ନୂଆ କଥା । ସୌମ୍ୟଙ୍କ ପତ୍ନୀ ତଥା ବୋହୂ ବିଦ୍ୟାଭାରତୀଙ୍କ ଉପରେ ପରିବାର ଲୋକ ଅଭିଯୋଗର ଲମ୍ବା ତାଲିକା ଦେଇଛନ୍ତି । ଏହାପରେ…

ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଚାଞ୍ଚଲ୍ୟକର ଖୁଲ୍ଲାସା କଲେ ପତ୍ନୀ ବିଦ୍ୟାଭାରତୀ

ମୟୂରଭଞ୍ଜ: ପାରଳାଖେମୁଣ୍ଡି ଏସିଏଫି ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ପ୍ରତିଦିନ ନୂଆ ନୂଆ ତଥ୍ୟ ଓ ବୟାନ ସାମନାକୁ ଆସୁଛି । ହତ୍ୟା ଅଭିଯୋଗ ଆଣି ସୌମ୍ୟଙ୍କ ପତ୍ନୀ ନାଁରେ ଅଭିଯୋଗର ଲମ୍ବା ତାଲିକା ଦେଇଥିଲେ ଶାଶୁ ଘର ଲୋକ । ଏବେ ମୁହଁ ଖୋଲିଛନ୍ତି ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ…