ଭୋଟ୍ ଦେଉଛି ଧାମନଗର; ସକାଳ ୯ ସୁଦ୍ଧା ୧୦.୨୫%
ଧାମନଗର : ଧାମନଗର ଉପନିର୍ବାଚନ ପାଇଁ ସକାଳ ୭ଟାରୁ ଆରମ୍ଭ ହୋଇଛି ଭୋଟ୍ ଗ୍ରହଣ । ସକାଳ ୯ଟା ସୁଦ୍ଧା ୧୦.୨୫ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ଧାମନଗର ନିର୍ବାଚନମଣ୍ଡଳୀର ୨ ଲକ୍ଷ ୩୮ହଜାର ୪୧୭ ଜଣ ଭୋଟର ଆଜି ମତାଧିକାର ସାବ୍ୟସ୍ତ କରିବେ। ସେଥିମଧ୍ୟରୁ ୧…