ବିହାର ବିଧାନସଭା ଶତବାର୍ଷିକୀ ଉତ୍ସବରେ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପାଟନାରେ ବିହାର ବିଧାନସଭାର ଶତବାର୍ଷିକୀ ଉତ୍ସବର ଉଦଯାପନୀ ସମାରୋହକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ବିହାର ବିଧାନସଭାର ୧୦୦ ବର୍ଷ ପୂର୍ତ୍ତି ପାଳନ ପାଇଁ ର୍ନିମିତ ଶତାବ୍ଦୀ ସ୍ମୃତି ସ୍ତମ୍ଭର ଉନ୍ମୋଚନ କରିଛନ୍ତି । ସେ ବିଧାନସଭା…