Latest Odisha News

BREAKING NEWS

Browsing Tag

Bijaya mohapatra

ରତ୍ନଭଣ୍ଡାର ଖୋଲିବା ନେଇ ବିଜୟ ମହାପାତ୍ରଙ୍କ ଦାବୀ

ଭୁବନେଶ୍ୱର : ରତ୍ନଭଣ୍ଡାର ଖୋଲିବା ନେଇ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଆଇନ ମନ୍ତ୍ରୀ ବିଜୟ ମହାପାତ୍ର ସାମ୍ବାଦିକ ସମ୍ମିଳନୀରେ ଦାବୀ କରିଛନ୍ତି  । ସେ କହିଛନ୍ତି  ନିକଟରେ ଆମିକ୍ୟସ କ୍ୟୁରି କୋର୍ଟଙ୍କ ନିର୍ଦ୍ଦେଶରେ ପୁରୀ ଆସିଥିଲେ। ସେ ଅନୁଭବ କରିଛନ୍ତି ସୁରକ୍ଷା ଓ ମରାମତି ଦିଗରେ…

ତୁରନ୍ତ ହଜାରେ ଆଇସିୟୁ ବେଡ୍ ବ୍ୟବସ୍ଥା କରନ୍ତୁ ସରକାର: ବିଜୟ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ପରିଚଳନା ଦେଇ ରାଜ୍ୟ ସରକାରଙ୍କ ଉପରେ ବିର୍ଷିଲା ବିଜେପି । ଆଜି ବିଜେପି ବରିଷ୍ଠ ନେତା ବିଜୟ ମହାପାତ୍ର କୋଭିଡ ରଣନୀତିକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, କଟକ ଓ ଭୁବନେଶ୍ୱରରେ କୋରନା ଅବସ୍ଥା  ଭୟଙ୍କର ରୁପ ନେଇଛି। ଆଗକୁ ମଧ୍ୟ…

ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ନେଇ ବର୍ଷିଲେ ବିଜୟ

ଭୁବନେଶ୍ୱର: ପୁରୀର ବଗଲା ଧର୍ମଶାଳା ଜମି ବିକ୍ରି ନେଇ ସରକାରଙ୍କ ଉପରେ ବର୍ଷିଛନ୍ତି ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର । ସେ କହିଛନ୍ତି, ପ୍ରଥମ ଦଫାରେ ଶ୍ରୀମନ୍ଦିର ଚତୁପାଶ୍ୱର୍ରେ ଅନେକ ମଠ ଭଂଗା ହେଲା , ସେସମୟରେ କେହି ମୁହଁ ଖୋଲିଲେ ନାହିଁ । ହେଲେ ବଗଲା ଜମି ବିକ୍ରି ନେଇ ଏବେ…

ରଥଯାତ୍ରା ବନ୍ଦ କରିବାକୁ ଷଡଯନ୍ତ୍ର ଚାଲିଛି: ବିଜୟ ମହାପାତ୍ର

ଭୁବନେଶ୍ୱର: ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ୫ ଦିନ । ହେଲେ ଚଳିତ ବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନାହିିଁ ସେନେଇ ରାଜ୍ୟ ସରକାର ଚୂଡାନ୍ତ ନିଷ୍ପତ୍ତି ନେଇନାହାଁନ୍ତି । ଏହାରି ଭିତରେ ସରକାରଙ୍କୁ ଘେରିଛନ୍ତି ବିଜେପି ନେତା ବିଜୟ ମହାପାତ୍ର । ସେ କହିଛନ୍ତି, ସାଧାରଣରେ ସନ୍ଦେହ…

ବଢୁଛି କରୋନା କମୁଛି ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ କମ୍ ପରିମାଣର କରୋନା ଟେଷ୍ଟକୁ ନେଇ ସମାଲୋଚନା କରିଛନ୍ତି ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର । ସେ କହିଛନ୍ତି, ରାଜ୍ୟରେ ସଂକ୍ରମଣ ବଢିଚାଲିଛି । ଆଗକୁ ସ୍ଥିତି ଅସମ୍ଭାଳ ହେବ । ସରକାର ପୂର୍ବରୁ କହିଥିଲେ, ଦିନକୁ ୧୫ ହଜାର ଟେଷ୍ଟ କରିବେ । ଏଯାଏ ତାହା…