Latest Odisha News

BREAKING NEWS

Browsing Tag

Bijaya Ranjan Singh Bariha

ବରିହାଙ୍କ ବଡ଼ ଝିଅ ବର୍ଷାଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନରେ ବର୍ଷା ବରିହାଙ୍କୁ ପ୍ରାର୍ଥୀ କରିଛି ବିଜେଡି । ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବର୍ଷାରାଣୀ ବରିହାଙ୍କୁ ବିଜେଡି ପ୍ରାର୍ଥୀ ଘୋଷଣା କରିଛନ୍ତି । ଦିବଙ୍ଗତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରେ ଉପନିର୍ବାଚନ ତାରିଖ ଘୋଷଣା ହୋଇଥିଲା…

ପଦ୍ମପୁର ଉପନିର୍ବାଚନରେ କିଏ ହେବ ବିଜେଡି ପ୍ରାର୍ଥୀ ? ତୁଟୁନି ଅଡ଼ୁଆ

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ ବିଜେପି, କଂଗ୍ରେସ ପ୍ରାର୍ଥୀ ଘୋଷଣା କରି ସାରିଛନ୍ତି । ହେଲେ ବିଜେଡି ହାତରେ ଥିବା ଏ ଆସନ ପାଇଁ ଦଳ ଏଯାଏ ପ୍ରାର୍ଥୀ ଘୋଷଣା କରିନି । ଯାହାକୁ ନେଇ ନାନା ଚର୍ଚ୍ଚା ହେଉଛି । ଅନେକ କହୁଛନ୍ତି ଦଳ ଭିତରେ ଏକାଧିକ ଆଶାୟୀ ବିଜେଡି ପାଇଁ ପଦ୍ମପୁରରେ,…

ପଦ୍ମପୁର ଉପନିର୍ବାଚନ, କାହାକୁ ପ୍ରାର୍ଥୀ କରିବ ବିଜେଡି ?

ଭୁବନେଶ୍ୱର: ଧାମନଗର ପରେ ପଦ୍ମପୁର ଉପନିର୍ବାଚନ ଉପରେ ରହିଛି ସମସ୍ତଙ୍କ ଆଖି । ବିଜେଡି ଆସନ ବଜାୟ ରଖିବ ନା ବିଜେପି ବାଜି ପଲଟାଇବ । ତାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଆସନ୍ତାକାଲି ପ୍ରକାଶ ପାଇବ ଉପନିର୍ବାଚନ ଲାଗି ବିଜ୍ଞପ୍ତି । ହେଲେ ଏବେ ଯାଏ କୌଣସି ଦଳ ପ୍ରାର୍ଥୀ ଘୋଷଣା କରି…

ପଦ୍ମପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ହେବା ନେଇ ଆଶାବାଦୀ ତିଲୋତ୍ତମା

ବରଗଡ଼: ଧାମନଗର ପରେ ଏବେ ସମସ୍ତଙ୍କ ଆଖି ପଦ୍ମପୁର ଉପନିର୍ବାଚନ ଉପରେ । ଅନୁକମ୍ପା ଭୋଟରେ ବିଜେପି ବିଜୟୀ ହୋଇ ଆସନକୁ ବଜାୟ ରଖିଥିବା ବେଳେ ପଦ୍ମପୁରରେ କଣ ହେବ ? ବିଜେଡି ଅନୁକମ୍ପା କାର୍ଡ ଖେଳି ଦିବଙ୍ଗତ ବିଧାୟକଙ୍କ ସ୍ତ୍ରୀ ତିଲୋତ୍ତମା ବରିହାଙ୍କୁ ପ୍ରାର୍ଥୀ କରିବ କି ନାହିଁ ସେନେଇ ଦଳ…